Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍କେ ପୁରସ୍କାର
ଦିଲ୍ଲୀ ଏସ୍ଆଇଆର୍ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ
Browsing Category
Today’s Highlight
ଭାରତ ଇଂଲଣ୍ତ ଦିନିକିଆ ମ୍ୟାଚ: ଟିକେଟ୍ କଳାବଜାରୀରେ ୭ ଗିରଫ
କଟକ: ରବିବାର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ। ଏହି ଦିନିକିଆ ମ୍ୟାଚର ଟିକେଟ ନେବା ନେଇଁ ପ୍ରବଳ ଭିଡ ଦେଖିବାକୁ ମିଳିଛି । କିନ୍ତୁ ଟିକେଟ ନେବା ପରେ ସେହି ଟିକେଟ ଏବେ ବଜାରରେ କଳାବଜାରୀ କରାଯାଉଥିବା ଦେଖିବାକୁ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ୭!-->…
Read More...
Read More...
ପୁଣି ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ
ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭରେ ପୁଣି ଥରେ ଏକ ଅଘଟଣ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଏଠାରେ ସେକ୍ଟର-୧୮ର ଶଙ୍କରାଚାର୍ଯ୍ୟ ମାର୍ଗରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁ ଲିଭା କାର୍ଯ୍ୟ!-->…
Read More...
Read More...
ଟ୍ରାକ୍ଟର ଓଲଟି ୩ ଶ୍ରମିକଙ୍କ ମୃତ, ୪ ଗୁରୁତର
ଗୁଣୁପୁର: ରାୟଗଡ଼ା ଜିଲା ଗୁଣୁପୁର ଗୁଲୁମୁଣ୍ଡାପାକା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଇଟା ବୋଝେଇ ଟ୍ରାକ୍ଟର ଓଲଟି ପଡି ୩ଜଣ ଶ୍ରମିକଙ୍କ ଦୁଃଖଦ ମୃତ୍ୟୁ ଘଟିଥିବା ବେଳେ ଗାଡ଼ି ଚାଳକଙ୍କ ସମେତ ୪ ଗୁରୁତର ଆହତ ହୋଇ ଗୁଣପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
!-->!-->!-->…
Read More...
Read More...
ମହକୁମ୍ଭ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ
ଜୟପୁର: ମହାକୁମ୍ଭ ଯାଉଥିବାବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚାଲିଗଲା ୮ ଶ୍ରଦ୍ଧାଳୁଙ୍କ ଜୀବନ। ଗୁରୁବାର ଅପରାହ୍ନ ପ୍ରାୟ ୩ଟା୪୫ବେଳେ ଜୟପୁର-ଅଜମେର ରାଜପଥରେ ଥିବା ମୌଖମପୁରା ଅଞ୍ଚଳରେ ଏକ ବସର ଚକ ଫାଟିଯାଇଥିଲା। ଏହି କାରଣରୁ ବସ୍ ନିୟନ୍ତ୍ରଣ ହରାଇ ଦେଇଥିଲା ଓ ଉକ୍ତ ବସ ଡିଭାଇଡର୍!-->…
Read More...
Read More...
ରାତି ୧୦ ପରେ ଦୋକାନରେ ଝୁଲିବ ତାଲା
ସୁନ୍ଦରଗଡ଼: ଏଣିକି ରାତି ଅଧ ଯାଏ ଦୋକାନ ଖୋଲିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ସହରର ବିଭିନ୍ନ ଛକରେ ରାତି ଅଧଯାଏଁ ଚା’ ଏବଂ ପାନ ଦୋକାନ ଖୋଲା ରହୁଛି। ଉକ୍ତ ଦୋକାନୀଙ୍କୁ ଟାଉନ ଥାନା ଅଧିକାରୀଙ୍କ କଡ଼ା ତାଗିଦ୍। ରାତି ୧୦ଟାରେ ଦୋକାନ ବନ୍ଦ କର, ନହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ!-->…
Read More...
Read More...
କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା
କଟକ: କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିଛି। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ। ପୂର୍ବରୁ କଟକ ମେୟର ସୁବାସ ସିଂ ମଧ୍ୟ!-->…
Read More...
Read More...
୧୩ରୁ ବିଧାନସଭା ବଜେଟ୍, ୧୨ରେ ସର୍ବଦଳୀୟ ବୈଠକ
ଭୁବନେଶ୍ବର: ଫେବୃଆରୀ ୧୩ ତାରିଖରୁ ବିଧାନସଭାରେ ଆରମ୍ଭ ହେବ ବଜେଟ୍ ଅଧିବେଶନ। ଫେବୃଆରୀ ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। ଏପ୍ରିଲ ୫ ତାରିଖ ଯାଏଁ ୨ଟି ପର୍ଯ୍ୟାୟରେ ଚାଲିବ।!-->…
Read More...
Read More...
ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଶିବପୁରୀ ଜିଲାରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ଦିନ ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ନିୟମିତ ତାଲିମ ଯାତ୍ରା ସମୟରେ ଏକ ଭାରତୀୟ ବାୟୁସେନା ମିରେଜ୍ ୨୦୦୦ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ସୌଭାଗ୍ୟର କଥା ହେଲା ବିମାନ ଉଡ଼ାଉଥିବା!-->…
Read More...
Read More...
ଛାତ୍ରୀକୁ ଗଣଦୁଷ୍କର୍ମ କଲେ ୩ ଶିକ୍ଷକ
ତାମିଲନାଡୁ: ନାବାଳିକାକୁ ଗଣ ଦୁଷ୍କର୍ମ ଅଭିଯୋଗରେ ବନ୍ଧା ହେଲେ ୩ ଶିକ୍ଷକ। ତାମିଲନାଡୁର କୃଷ୍ଣଗିରିର ପୋଚମପାଲି ହାଇସ୍କୁଲରେ ଘଟିଛି ଏହି ଘଟଣା। ଘଟଣାଟି ୧ମାସ ତଳର ହୋଇଥିବା ବେଳେ ପୀଡିତାଙ୍କ ସହ ଏଭଳି ଜଘନ୍ୟ କାଣ୍ଡ ନେଇ ପୀଡିତାଙ୍କ ମା’ ସ୍କୁଲର ପ୍ରଧାନଶିକ୍ଷକଙ୍କୁ କହିବା ପରେ!-->…
Read More...
Read More...
ଓଡିଶାକୁ କୃମିମୁକ୍ତ କରିବାକୁ ଦେଢ଼ କୋଟିରୁ ଅଧିକ ଲୋକ ଖାଇବେ କୃମି ଔଷଧ
ଭୁବନେଶ୍ବର: ଆସନ୍ତା ୧୦ ତାରିଖରେ ରାଜ୍ୟରେ ବ୍ୟାପକ ଭାବେ ପାଳନ ହେବ ଜାତୀୟ କୃମିନାଶକ ଦିବସ। ମହିଳା ଓ ଶିଶୁଙ୍କ ଉନ୍ନତ ସ୍ବାସ୍ଥ୍ୟ, ଭଲ ପୋଷଣ, ଉତ୍ତମ ଶାରୀରିକ ଏବଂ ମାନସିକ ବିକାଶକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତି ହୋଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, କେନ୍ଦ୍ର ସରକାର!-->…
Read More...
Read More...