Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ
ବିଜାପୁର: ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ୨ ଜଣଙ୍କୁ ହତ୍ୟା କରିଛନ୍ତି ଲାଲବାହିନୀ। ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ଏଥିସହିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ। ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ!-->…
Read More...
Read More...
ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା। ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ।!-->…
Read More...
Read More...
ବାଣ ନିଆଁରେ ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ
ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡି ଜଗନ୍ନାଥଙ୍କ ରଥରେ ନିଆଁ ଲାଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ।
ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ!-->!-->!-->…
Read More...
Read More...
ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର
ସମ୍ବଲପୁର: ସମ୍ବଲପୁର ବୁର୍ଲାର ଅଞ୍ଚଳରୁ ଜଣେ ଛାତ୍ରୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ। ତାଙ୍କୁ ବୁର୍ଲା ହସ୍ପିଟାଲ କାଜୁଆଲଟିରେ!-->…
Read More...
Read More...
ଟିଏଚ୍ଇ ୱାର୍ଲ୍ଡ ରିପୁଟେସନ୍ ର୍ୟାଙ୍କିଙ୍ଗସ : ଦେଶର ୪ଟି ଶିକ୍ଷାନୁଷ୍ଠାନ ମଧ୍ୟରେ ସୋଆ
ଭୁବନେଶ୍ୱର: ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ ଗବେଷଣା କ୍ଷେତ୍ରରେ ଏକ ଭିନ୍ନତା ସୃଷ୍ଟି କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ମଙ୍ଗଳବାର ପ୍ରକାଶିତ ଟାଇମ୍ସ ହାୟାର ଏଜୁକେସନ୍ (ଟିଏଚ୍ଇ) ୱାର୍ଲ୍ଡ ରିପୁଟେସନ୍!-->…
Read More...
Read More...
ସିଦ୍ଧରମୈୟାଙ୍କୁ ମିଳିଲା ଆଶ୍ୱସ୍ତି
କର୍ଣ୍ଣାଟକ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏବଂ ତାଙ୍କ ପରିବାରକୁ ମୁଦା ମାମଲାରେ ବଡ଼ ଆଶ୍ୱସ୍ତି ମିଳିଛି। ଲୋକାୟୁକ୍ତ ପୋଲିସ କହିଛି ଯେ ଏହି ମାମଲାରେ ସିଦ୍ଧରମୈୟା, ତାଙ୍କ ପତ୍ନୀ ଏବଂ ଅନ୍ୟମାନଙ୍କ ବିରୁଦ୍ଧରେ କୌଣସି ପ୍ରମାଣ ମିଳିନାହିଁ। ଲୋକାୟୁକ୍ତ ପୋଲିସର କହିବା ଅନୁଯାୟୀ,!-->…
Read More...
Read More...
ରେଖା ଗୁପ୍ତା ହେବେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ହେବେ ରେଖା ଗୁପ୍ତା। ବହୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେପି ଘୋଷଣା କଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ। ଆଜି ସନ୍ଧ୍ୟାରେ ଦିଲ୍ଲୀ ବିଜେପି ବିଧାୟକ ଦଳ ବୈଠକ ପରେ କରାଯାଇଛି ଏହି ଘୋଷଣା। ସେ ଆସନ୍ତାକାଲି ଐତିହାସିକ ରାମଲୀଲା ମୈଦାନରେ!-->…
Read More...
Read More...
କ୍ୟାମ୍ପସ୍କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କିଟ୍ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କିଟ୍ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ!-->…
Read More...
Read More...
ଲକ୍ଷାଧିକ ମୃତ ବ୍ୟକ୍ତି ଖାଉଥିଲେ ରାସନ ଚାଉଳ
ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ପାଉଥିଲେ ରାସନ ସୁବିଧା। ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିବା ନେଇ ଆଜି ଗୃହରେ ମତ ରଖିଛନ୍ତି!-->…
Read More...
Read More...
ଶ୍ରୀଜଗନ୍ନାଥ ଯୋଜନା:ବିନା ବସ୍ ଭଡ଼ାରେ ହେବ ଜଗା ଦର୍ଶନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ଓଡ଼ିଶା ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୨.୯୦ ଲକ୍ଷ କୋଟି ଟଙ୍କାର ଏକ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ଶ୍ରୀଜଗନ୍ନାଥ ପ୍ରେମିଙ୍କ ପାଇଁ ଖୁସି ଖବର ରହିଛି। ଏଥିର ନୂଆ କରି ବଜେଟରେ!-->…
Read More...
Read More...