Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଇଲା କ୍ଷେତ୍ରରେ AI ବ୍ୟବହାରକୁ ଗୁରୁତ୍ୱ, ଏମସିଏଲ ସହ ଆଇଆଇଏମ ସମ୍ବଲପୁରର ଚୁକ୍ତି
ସୋମନାଥରେ ୭୫ ବର୍ଷ ପୂର୍ତ୍ତି ଉତ୍ସବ: ସାମିଲ ହେବେ ପ୍ରଧାନମନ୍ତ୍ରୀ
ଫ୍ୟାଶନ ଜଗତରୁ ଶାସନ ସତ୍ତା ପର୍ଯ୍ୟନ୍ତ; ବଙ୍ଗର ପ୍ରଥମ ମହିଳା ଉପ-ମୁଖ୍ୟମନ୍ତ୍ରୀ ଅଗ୍ନିମିତ୍ରା
ତାମିଲନାଡ଼ୁରେ ସରକାର ଗଢ଼ିବ ଟିଭିକେ, ରାଜ୍ୟପାଳଙ୍କ ନିକଟରେ ଦାବି ପେଶ କଲେ ବିଜୟ
ସୁଦୃଢ଼ ହେବ ଓଡ଼ିଶା-ବଙ୍ଗ ସମ୍ପର୍କ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଦିଙ୍କ ଦୁର୍ଗ ଭାଙ୍ଗିଲା: ଅମିତ ଶାହ
Browsing Category
Today’s Highlight
ଆଉ ରହିବନି ଆଳୁ ସଙ୍କଟ, ଆସୁଛି ୩୦୦ ଟ୍ରକ୍ ଆଳୁ
ଭୁବନେଶ୍ବର: ରାଜ୍ୟରେ ଆଉ ରହିବନି ଆଳୁ ସଙ୍କଟ। ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ଆସନ୍ତାକାଲି ସୁଦ୍ଧା ଆଳୁ ଟ୍ରକ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଦେଖାଦେବନି ଆଳୁସମସ୍ୟା। ଆଜି ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ସେ!-->!-->!-->…
Read More...
Read More...
ନୌସେନା ଦିବସ ପାଇଁ ଗଜପତି ମହାରାଜଙ୍କୁ ନିମନ୍ତ୍ରଣ
ପୁରୀ: ଡିସେମ୍ବର ୪ ତାରିଖରେ ପୁରୀ ବେଳାଭୂମିରେ ନୌସେନା ଦିବସ ପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି। ଯୁଦ୍ଧ ଜାହାଜ, ଟାଙ୍କ ଓ ହେଲିକ୍ୟାପଟର ଗର୍ଜରେ କମ୍ପୁଛି ପୁରୀ ବେଳାଭୂମି। ସତେ ଯେପରି ଲାଗୁଛି ପୁରୀ ବେଳାଭୂମିରେ ଯୁଦ୍ଧଭୂମିର କ୍ଷେତ୍ର। ନୌସେନା ଦିବସ ପାଇଁ ଗଜପତି ମହାରାଜଙ୍କୁ!-->…
Read More...
Read More...
ଗୋପବନ୍ଧୁ ଆରୋଗ୍ୟ ସହ ଯୋଡି ହେବ ଆୟୁଷ୍ମାନ ଭାରତ
ସାଢ଼େ ୩ କୋଟିଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡଭୁବନେଶ୍ବର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷରୁ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଗୋପବନ୍ଧୁ ଆରୋଗ୍ୟ ସହ ଆୟୁଷ୍ମାନ ଭାରତ ଯୋଜନାର ମିଳିତ ଏମ୍ଓୟୁ ହେବ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।
ଚଳିତ ଆର୍ଥିକ ବର୍ଷ!-->!-->!-->…
Read More...
Read More...
ଏଥର କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ବରଗଡ଼: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍ରେ କଂସ ଚୟନ!-->…
Read More...
Read More...
ଆପ୍ କୌଣସି ଦଳ ସହ ମେଣ୍ଟ କରିବ ନାହିଁ: କେଜ୍ରିୱାଲ
ନୂଆଦିଲ୍ଲୀ: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ସମସ୍ତ ଦଳଗୁଡ଼ିକ ଅଣ୍ଟା ଭିଡିଲେଣି। ଏସବୁ ମଧ୍ୟରେ ଆମ୍ ଆଦମୀ ପାର୍ଟି(ଆପ୍) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ନିର୍ବାଚନରେ ମେଣ୍ଟକୁ ନେଇ ବଡ଼ ଘୋଷଣା କରିଛନ୍ତି। ଖବରଦାତା ସମ୍ମିଳନୀକୁ!-->…
Read More...
Read More...
ହାଇୱା ଧକ୍କାରେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ
ଜଗତସିଂହପୁର: ଜଗତସିଂହପୁର ଜିଲା ଅଲଣାହାଟ ନିକଟସ୍ଥ ରାଇବରାଇପଲ୍ଲୀ ଛକ ଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇୱା ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ମୃତ ମାଛ ବ୍ୟବସାୟୀ ଜଣକ ହେଲେ ସ୍ଥାନୀୟ କାଂଶ ଗାଁର ରତ୍ନାକର ବେହେରା। ସକାଳୁ!-->…
Read More...
Read More...
ନୂଆବର୍ଷ ପୂର୍ବରୁ ପୁଣି ବଢ଼ିଲା ଗ୍ୟାସ ଦର
ନୂଆଦିଲ୍ଲୀ;ନୂଆବର୍ଷ ପୂର୍ବରୁ ପୁଣି ଖାଉଟିକୁ କନ୍ଦାଇଲା ଏଲପିଜି ଗ୍ୟାସ ଦର। ଡିସେମ୍ବର ମାସ ଆରମ୍ଭରୁ ବଢ଼ିଲା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ ଆଜିଠାରୁ (ରବିବାର) ପୁଣି କମର୍ସିଆଲ ବା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟ ବୃଦ୍ଧି କରିଛନ୍ତି। ୧୯ କିଲୋଗ୍ରାମ ପିଛା!-->…
Read More...
Read More...
ଏନକାଉଣ୍ଟରରେ ୭ ମାଓବାଦୀ ମୃତ
ତେଲେଙ୍ଗାନା: ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ତେଲେଙ୍ଗାନାରେ ଏନକାଉଣ୍ଟର। ୭ ମାଓବାଦୀ ନିହତ। ମାଲକାନଗିରି ଜିଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଚାଲାପାକା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୭ ମାଓବାଦୀ ମୃତ୍ୟୁବରଣ କରିଛନ୍ତି। ଏନକାଉଣ୍ଟର!-->…
Read More...
Read More...
ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା
କଟକ: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା। ପୁଅବୋହୂଙ୍କୁ ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଛି।!-->…
Read More...
Read More...
ପଦଯାତ୍ରା ବେଳେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ
ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରକୁ ଆକ୍ରମଣ। ପଦଯାତ୍ରା ବେଳେ ତରଳ ପଦାର୍ଥ ପକାଇଛି ଦୁର୍ବୃତ୍ତ। ଦିଲ୍ଲୀର ଗ୍ରେଟର କୈଳାଶ ଅଞ୍ଚଳରେ କେଜ୍ରିୱାଲ ପଦଯାତ୍ରା କରୁଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି । ତରଳ ପଦାର୍ଥ ଫିଙ୍ଗିଥିବା ଯୁବକକୁ ଧରି!-->…
Read More...
Read More...