ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category

Today’s Highlight

ଗଡ଼ିଲା ଡବଲ ଡେକର ବସ୍‌

ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ଡବଲ ଡେକର ବସ। ଏହି ଡବଲ୍‌ ଡେକର ବସ୍‌କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।। ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍
Read More...

ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

ଭୁବନେଶ୍ବର: ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି। ରାଜ୍ୟ ସରକାରଙ୍କ ” ଓଡ଼ିଶା ଭର୍ଚୁଆଲ ଏକାଡେମୀ ” ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ। ଏହାଦ୍ୱାରା ଆଦିବାସୀ
Read More...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି ପାଇଁ ଜାଗା ମଞ୍ଜୁର କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଦିଲ୍ଲୀର ରାଜଘାଟ କମ୍ପ୍ଲେକ୍ସ ମଧ୍ୟରେ ଥିବା ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ହେବ ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ। ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ପ୍ରଣବ ମୁଖାର୍ଜୀଙ୍କ ସମାଧି ନିର୍ମାଣ ପାଇଁ ‘ରାଷ୍ଟ୍ରୀୟ ସ୍ମୃତି’ କମ୍ପ୍ଲେକ୍ସ (ରାଜଘାଟ
Read More...

ଟ୍ରକ ଧକ୍କାରେ ବାପା, ପୁଅ ମୃତ ମା’ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅରୁଣପୁର ଗାଁ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୯ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତ୍ରୟମ୍ବକମ ରାୟଗୁରୁ ଓ ମୋହନ ରାୟଗୁରୁ ଆହତ ହେଲେ ତାଙ୍କ ପତ୍ନୀ ଗାୟତ୍ରୀ ରାୟଗୁରୁ। ଏମାନେ
Read More...

ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ମଙ୍ଗଳବାର ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮
Read More...

ସଲମାନ ଖାନଙ୍କ ବାଲ୍‌କୋନୀରେ ଲାଗିଲା ବୁଲେଟ୍‌ ପ୍ରୁଫ୍‌ କାଚ

ମୁମ୍ବାଇ; ବଢିଲା ସଲମାନଙ୍କ ସୁରକ୍ଷା, ଗାଲାକ୍ସି ବାଲକୋନିରେ ଲାଗିଲା ବୁଲେଟ ପ୍ରୁଫ ଗ୍ଲାସ। ଗତ କିଛି ମାସ ହେବ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ ପକ୍ଷରୁ ମିଳୁଥିବା ଧମକକୁ ଦୃଷ୍ଟିରେ ରଖି ସଲମାନ ଖାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି। ସଲମାନଙ୍କ ଘର ବାଲ୍‌କୋନୀରେ ସୁରକ୍ଷା ବଢାଇ
Read More...

ପ୍ରବାସୀ ଭାରତୀୟ ଦିବସ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ଠାରୁ ଭୁବନେଶ୍ଵରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ଏଥିରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପାଇଁ ଟ୍ରାଫିକ
Read More...

ହଂସିତା ଅଭିଲିପ୍ସାଙ୍କ ଘର ସହ ୧୨ଟି ସ୍ଥାନରେ ଆୟକର ବିଭାଗର ଚଢାଉ

ଭୁବନେଶ୍ବର: ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆୟକର ଟିମର ଚଢାଉ। ଭୁବନେଶ୍ବର ଦିଲ୍ଲୀ, ଝାଡ଼ଖଣ୍ଡ ସମେତ ୧୨ଟି ସ୍ଥାନରେ ଏକକାଳୀନ ରେଡ୍। ଘର ଓ ଅଫିସରେ ଚଢ଼ାଉ କରୁଛି। ଆକାଉଣ୍ଟ ଟ୍ରାଞ୍ଜାକ୍ସନ୍‌ର ଖୋଳତାଡ଼ କରୁଛି ବିଭାଗ। ବିନା ଲୋନ୍‌ରେ ଦାମୀ କାର୍‌ କିଣିବାକୁ ନେଇ କିଛି ଦିନ ତଳେ
Read More...

ଶ୍ରୀଜିଉଙ୍କ ସହ କୋଣାର୍କ ସୂର୍ଯ୍ୟ ମନ୍ଦିର ଦର୍ଶନ କଲେ ଏସ୍. ଜୟଶଙ୍କର

ଭୁବନେଶ୍ବର: ଆସନ୍ତାକାଲିଠାରୁ ପ୍ରବାସୀ ଭାରତୀୟ ଦିବସ ଅନୁଷ୍ଠିତ ହେବ। ଏଥିଲାଗି ଜଣଙ୍କ ପରେ ଜଣେ ପ୍ରବାସୀ ଭାରତୀୟ ଆସି ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚୁଛନ୍ତି। ସେମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦେବା ଲାଗି ବ୍ୟାପକ ପ୍ରସ୍ତୁତି କରାଯାଇଛି। ତେବେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବା
Read More...

ସମ୍ବଲପୁର ଡବଲ ମର୍ଡର ଘଟଣାରେ ୩ ଦିନିଆ ରିମାଣ୍ଡରେ ଗଲେ ଅଭିଯୁକ୍ତ

ସମ୍ବଲପୁର: ସମ୍ବଲପୁର ଜିଲା ବୁର୍ଲା ଥାନା କଟାପାଲିରେ ଗତ ଶନିବାର ବିଳମ୍ବିତ ରାତିରେ ଟ୍ରକ୍‌ ମଡ଼ାଇ ୨ ବରିଷ୍ଠ ଭାଜପା ନେତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ସୋମବାର ପୋଲିସ ଅଭିଯୁକ୍ତ ହାଇୱା ଚାଳକ ପ୍ରସନ୍ନ କୁମାର ଜେନାମଣି(୩୦)ଙ୍କୁ କୋର୍ଟ ଚାଲାଣ କରିଥିଲା। ପରେ
Read More...