Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category
Today’s Highlight
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଦୁର୍ଦ୍ଧାନ୍ତ ମାଓବାଦୀ ନିହତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ଦୁର୍ଦ୍ଧାନ୍ତ ମାଓବାଦୀ। ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର!-->…
Read More...
Read More...
ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା
ଭୁବନେଶ୍ଵର: ଓଡ଼ିଶାରେ ଏପ୍ରିଲ୍ ୧୬ରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏ ନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଜନଗଣନା ଚାଲିବ। ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା ହେବ। ତେବେ ଦ୍ବିତୀୟ ପର୍ଯ୍ୟାୟ!-->…
Read More...
Read More...
ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ
ନିର୍ମାଣ ବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି : ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ
ଭୁବନେଶ୍ବର: ଓଡ଼ିଆରେ ହେବ ସବୁ ସରକାରୀ କାର୍ଯ୍ୟ। ସମୟ ଅବଧି ମଧ୍ୟରେ ସରିବ ପ୍ରକଳ୍ପ କାର୍ଯ୍ୟ। ନିୟମିତି ନିଯୁକ୍ତି ସହ ମିଳିବ ପଦୋନ୍ନତି। ମୁଖ୍ୟମନ୍ତ୍ରୀଙ୍କ ୧୫ ସୂତ୍ରୀ ନିର୍ଦ୍ଦେଶକୁ!-->!-->!-->…
Read More...
Read More...
ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ
ନୂଆଦିଲ୍ଲୀ; ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହୋଇଛନ୍ତି ନୀତୀନ ନବୀନ। ଦ୍ବାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ନୀତିନ ନବୀନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ବିଜେପି କମାଣ ଧରିଛନ୍ତି। ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ!-->…
Read More...
Read More...
ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ
୪୦ ଦୋକାନ ପୋଡି ପାଉଁଶ
ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ
ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ଏକ ନମ୍ବର ହାଟ। ନିଆଁ ଲାଗି ଜଳିପୋଡି ପାଉଁଶ ହୋଇଗଲା ୪୦ ରୁ ଅଧିକ!-->!-->!-->!-->!-->!-->!-->!-->!-->…
Read More...
Read More...
କଟକରେ ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ଜଣେ ମୃତ
କଟକ: କଟକ ସଦର ଥାନା ଅନ୍ତର୍ଗତ ଖଲର୍ଦ୍ଦା ହାତୀଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଦିନ ବାଣ ତିଆରି ବେଳେ ହଠାତ୍ ବିସ୍ଫୋରଣ ଘଟି ଜଣେ ବ୍ୟକ୍ତିଙ୍କର ପ୍ରାଣହାନି ଘଟିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ହାତୀଗଡ଼ ନିବାସୀ ବଇନ!-->!-->!-->…
Read More...
Read More...
ରାଉରକେଲା ବିମାନ ଦୁର୍ଘଟଣା ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି
ଭୁବନେଶ୍ବର: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ମିଳିବ ନିଯୁକ୍ତି। ଇଣ୍ଡିଆ ଏୟାର ୱାନ୍ ସିଇଓ ପ୍ରେମ କୁମାର ଗର୍ଗ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍ ଏୟାର ସଂସ୍ଥାରେ ଚାକିରି!-->…
Read More...
Read More...
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ରାଉରକେଲା: ରାଉରକେଲା ବିମାନ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁଶାନ୍ତ ବିଶ୍ୱାଳ। ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।
ସୂଚନାଥାଉକି,ଗତ ଶନିବାର(୧୦ ତାରିଖ) ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ସିଟ୍ ବିଶିଷ୍ଟ!-->!-->!-->…
Read More...
Read More...
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା
ନୂଆଦିଲ୍ଲୀ; ଲାଲକିଲ୍ଲା ପରିସର ମଧ୍ୟରେ ସୁରକ୍ଷା ଏବଂ ନିରୀକ୍ଷଣ ପାଇଁ ପ୍ରଥମ ଥର ପାଇଁ ସିସିଟିଭି କ୍ୟାମେରା ସ୍ଥାପନ କରାଯାଉଛି। ଐତିହାସିକ ସ୍ଥାପତ୍ୟକୁ କ୍ଷତି ପହଞ୍ଚାଇବା ଭୟରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆପତ୍ତି କରିଥିବାରୁ ଏହି ନିଷ୍ପତ୍ତି ପ୍ରାୟ ସାତ ବର୍ଷ ଧରି ଅଟକି!-->…
Read More...
Read More...
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୌହାଟୀରୁ ହାୱଡା ମଧ୍ୟରେ ଚାଲିବାକୁ ଥିବା ଏହି ଅତ୍ୟାଧୁନିକ ଟ୍ରନକୁ ପଶ୍ଚିମବଙ୍ଗର ମାଲଦା ଟାଉନ ରେଳ ଷ୍ଟେସନରୁ ପତାକା ଦେଖାଇ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି।!-->…
Read More...
Read More...