Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍ ୱାର୍ଡେନ୍ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ
Browsing Category
Today’s Highlight
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ନ୍ୟୁଜ୍ ବ୍ୟୁରୋ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଦେଶର ବିଭିନ୍ନ ରାଜ୍ୟରେ ଲଗାତାର ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ସହ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ହିମାଚଳ ପ୍ରଦେଶ, ଜାମ୍ମୁ-କାଶ୍ମୀର, ଆସାମ, ଅରୁଣାଚଳ ପ୍ରଦେଶ ଓ ନାଗାଲାଣ୍ଡରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି ସବୁ!-->…
Read More...
Read More...
ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ
ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀନୂଆଦିଲ୍ଲୀ: ଦେଶରେ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଓ ଅନିୟମିତତାକୁ ନେଇ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ପେପର ଲିକ୍ରେ!-->…
Read More...
Read More...
ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ବର: ଜିନିଷପତ୍ରର ବଢୁଥିବା ଦରଦାମ୍ ମଧ୍ୟରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ରାଜ୍ୟ ସରକାର ପ୍ରି-ରିଭାଇଜ୍ଡ ORSP-୨୦୦୮ ବେତନ ସ୍କେଲ୍ ଅଧୀନରେ ଥିବା କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଏହାଫଳରେ ଡିଏ ୨୫୭%ରୁ ବୃଦ୍ଧି ପାଇ ୨୬୨%!-->…
Read More...
Read More...
ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ପ୍ରାୟ ଚୂଡ଼ାନ୍ତ ହୋଇଛି। ଯଦିଓ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ, ତଥାପି ପ୍ରାଥମିକ ସୂଚନା ଅନୁସାରେ ସେ ତପ୍ତପାଣି ଉଷ୍ଣପ୍ରସ୍ରବଣ ପରିଦର୍ଶନ!-->…
Read More...
Read More...
ଗଞ୍ଜାମରେ କରୋନା ରୋଗୀ ଚିହ୍ନଟ
ଏମ୍କେସିଜିରେ ଚିକିତ୍ସାଧୀନ ମହିଳା ସଂକ୍ରମିତଗଞ୍ଜାମ: ଓଡ଼ିଶାରେ ପୁଣି କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ଆନ୍ଧ୍ରପ୍ରଦେଶ ପରେ ରାଜ୍ୟରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗଞ୍ଜାମ ଜିଲ୍ଲାର ଜଣେ ମହିଳା କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେ ବର୍ତ୍ତମାନ!-->…
Read More...
Read More...
ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ୫,୨୦୦ ଆବେଦନ
ଅଯୋଧ୍ୟା: ଅଯୋଧ୍ୟାସ୍ଥିତ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ ପାଇଁ ମୋଟ ୫,୨୦୦ଟି ଆବେଦନ ମିଳିଛି। ଏହି ଚୟନ ପ୍ରକ୍ରିୟା ଆସନ୍ତା ଏକ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ ବୋଲି ବୁଧବାର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ରାମ ମନ୍ଦିର!-->…
Read More...
Read More...
ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍ଓ)ରୁ ଦୁଇଟି ତଦନ୍ତ କମିଶନ ରିପୋର୍ଟ ନିଖୋଜ ହୋଇଥିବା ଅଭିଯୋଗ ମାମଲାରେ ପୂର୍ବତନ ଆଇଏଏସ୍ ଅଧିକାରୀ ଭି.କେ. ପାଣ୍ଡିଆନଙ୍କୁ ନୋଟିସ ଜାରି କରିଛି ଓଡ଼ିଶା ପୋଲିସ। ଭୁବନେଶ୍ୱର କ୍ୟାପିଟାଲ ଥାନା ପକ୍ଷରୁ ଜାରି ହୋଇଥିବା ଏହି ନୋଟିସରେ!-->…
Read More...
Read More...
ସୁଟକେସ୍ ଭିତରେ ମହିଳାଙ୍କ ମୃତଦେହ ଉଦ୍ଧାର
ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ସହର ଉପକଣ୍ଠରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ରାମୋହଲ୍ଲି ହ୍ରଦରେ ଭାସୁଥିବା ଏକ ସୁଟକେସ୍ ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି ବୋଲି ପୁଲିସ ସୂଚନା ଦେଇଛି। ଏହି ହ୍ରଦ କୁମ୍ବଳଗୋଡୁ ଥାନା ଅଞ୍ଚଳ ଅନ୍ତର୍ଗତ!-->…
Read More...
Read More...
ସେପ୍ଟେମ୍ବର ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା
ଭୁବନେଶ୍ବର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ବା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଦାବି ଓ ଅଭିଯୋଗର ସମାଧାନ ସେପ୍ଟେମ୍ବର ୨ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହାପରେ ସେପ୍ଟେମ୍ବର ୬, ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ!-->…
Read More...
Read More...
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ଇଂଲିଶ ବନାନ ବାଧ୍ୟତାମୂଳକ
ଭୁବନେଶ୍ବର: ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଓ ସହରାଞ୍ଚଳ ନାମଗୁଡ଼ିକର ସଂଶୋଧିତ ଇଂଲିଶ ବନାନକୁ ତୁରନ୍ତ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗର ଅତିରିକ୍ତ!-->…
Read More...
Read More...