Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍-ଟ୍ରକ୍ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category
Today’s Highlight
ଏଚ୍ଏମ୍ପିଭିକୁ ନେଇ ଭୟ କରନ୍ତୁ ନାହିଁ: ସ୍ଵାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର:: ସାରା ଦେଶକୁ ଏବେ ଘେରିଛି ନୂଆ ଭୂତାଣୁ ଏଚଏମପିଭିର ଭୟ। ଦେଶରେ ବଢୁଥିବା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଆଶଙ୍କା ଅଧିକ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ଏହାକୁ ନେଇ ଲୋକସେବା ଭବନରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ଆଲୋଚନା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।!-->…
Read More...
Read More...
ହସ୍ପିଟାଲରେ ଭର୍ତ୍ତି ହେଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ: ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସୁଛି। ମିଳିଥିବା ବିହାର ଲୋକସେବା ଆୟୋଗ(ବିପିଏସସି) ପ୍ରାର୍ଥୀଙ୍କ ସମର୍ଥନରେ ଜାନୁଆରୀ ୨ରୁ ଆମରଣ ଅନଶନରେ ବସିଥିବା ଜନ ସୂରଜ ପାର୍ଟି ଅଧ୍ୟକ୍ଷ ପ୍ରଶାନ୍ତ କିଶୋରଙ୍କର ମଙ୍ଗଳବାର ହଠାତ୍ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି।
!-->!-->…
Read More...
Read More...
ନେପାଳରେ ଭୟଙ୍କର ଭୂମିକମ୍ପ
ନେପାଳ: ଭୟଙ୍କର ଭୂମିକମ୍ପ। ଥରିଲା ନେପାଳ। ଖାଲି ନେପାଳ ନୁହେଁ ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ। ଏହାର କେନ୍ଦ୍ର ନେପାଳ ସୀମା ନିକଟରେ ତିବ୍ଦତ ବୋଲି କୁହାଯାଉଛି।!-->…
Read More...
Read More...
ଜୟପୁରରେ ହେବ ଓପିଏସସିର ନୂଆ ପରୀକ୍ଷା ଜୋନ
ଜୟପୁର: ଜୟପୁରଠାରେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ନୂଆ ପରୀକ୍ଷା ଜୋନ ହେବ ବୋଲି ଘୋଷଣା କରାଯାଇଛି। ଓପିଏସସିର ଲିଖିତ ପରୀକ୍ଷା ପାଇଁ ଜୟପୁରରେ ନୂଆ ପରୀକ୍ଷା ଜୋନ କରାଯାଇଥିବା ନେଇ ସୂଚନା ଦିଆଯାଇଛି। ଆଜି ଜୟପୁରରେ ନୂଆ ପରୀକ୍ଷା ଜୋନ ନେଇ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ!-->…
Read More...
Read More...
୪୪୭୯୩ କୋଟି ଟଙ୍କାର ୫ଟି ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟରେ ନିବେଶ ବଢାଇବା ଲାଗି ସରକାର ଜୋରଦାର ଉଦ୍ୟମ କରୁଥିବା ବେଳେ ସୋମବାର ସରକାର ୪୪ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜି ନିବେଶକୁ ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହି ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩ହଜାର ନୂଆ ନିଯୁକ୍ତି ସୃଷ୍ଟି ହେବ। ଯାଜପୁର ଓ କଟକ!-->…
Read More...
Read More...
ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ୧୦ କୋଟିର ଗଞ୍ଜେଇ ଜବତ
ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରରୁ ବହୁ ମୂଲ୍ୟର ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ ଆଣିଥିବା ୨ ମହିଳା ଯାତ୍ରୀଙ୍କୁ ଗିରଫ କରିଛି ଭୁବନେଶ୍ୱର କଷ୍ଟମ କମିଶନରେଟ। ମହିଳା ଯାତ୍ରୀ ଦୁଇ ଜଣ ଭାରତୀୟ ଅଟନ୍ତି। ଦୁଇ ଜଣ ଭାରତୀୟ ମହିଳାଙ୍କ ନିକଟରୁ ୧୯ଟି ଗଞ୍ଜେଇ!-->…
Read More...
Read More...
ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କଲେ ଜଷ୍ଟିନ ଟ୍ରୁଡୁ
କାନାଡ଼ା: କାନାଡ଼ାର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି ଜଷ୍ଟିନ ଟ୍ରୁଡୁ। ଏହା ସହିତ ଲିବେରାଲ ପାର୍ଟି ନେତା ପଦରୁ ବି ଇସ୍ତଫା ଦେଇଛନ୍ତି। ୯ ବର୍ଷ କାଳ ପ୍ରଧାନମନ୍ତ୍ରୀ ପଦରେ ରହିବା ପରେ ଆଜି ସେ ଇସ୍ତଫା ଘୋଷଣା କରିଛନ୍ତି। ଜଷ୍ଟିନ କହିଛନ୍ତି, ନୂଆ ପ୍ରଧାନମନ୍ତ୍ରୀ!-->…
Read More...
Read More...
ଗବେଷଣା କାର୍ଯ୍ୟ ପ୍ରଣାଳୀ ନେଇ ସୋଆରେ ଦଶ ଦିନିଆ କର୍ମଶାଳା
ଭୁବନେଶ୍ୱର: ଗବେଷଣା କରୁଥିବା ବ୍ୟକ୍ତି ବିଶେଷଙ୍କର ଦକ୍ଷତା ବୃଦ୍ଧି କରିବା ଲକ୍ଷ୍ୟ ନେଇ ସୋମବାର ଠାରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ସାମାଜିକ ବିଜ୍ଞାନ କ୍ଷେତ୍ରରେ ଗବେଷଣା କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ ଏକ ୧୦ ଦିନିଆ କର୍ମଶାଳା ଆରମ୍ଭ ହୋଇଛି। ଗବେଷଣା କରୁଥିବା ଛାତ୍ରଛାତ୍ରୀ ଏବଂ!-->…
Read More...
Read More...
ଦରଦାମ ବୃଦ୍ଧି ପ୍ରତିବାଦରେ ସରକାରଙ୍କ ଉପରେ ବର୍ଷିଲେ ନବୀନ
ଭୁବନେଶ୍ବର: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି। ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର!-->…
Read More...
Read More...
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ
ନୂଆଦିଲ୍ଲୀ: ରାୟଗଡ଼ା ରେଳ ଡିଭିଜନ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ଦିଲ୍ଲୀରୁ ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଏହାର ଶିଳାନ୍ୟାସ କରିଛନ୍ତି। ଏହା ସହିତ ଏହି ଅବସରରେ ମୋଦୀ ଏକାଧିକ ରେଳ ପ୍ରକଳ୍ପର ମଧ୍ୟ ଉଦଘାଟନ କରିଛନ୍ତି।!-->…
Read More...
Read More...