ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category

Today’s Highlight

ଜାମିନ ନେବାକୁ ମନା କଲେ ପ୍ରଶାନ୍ତ କିଶୋର

ଜେଲ୍‌ରେ ଥାଇ କରିବେ ଅନଶନନୂଆଦିଲ୍ଲୀ: ଗାନ୍ଧୀ ମୂର୍ତ୍ତି ତଳେ ଅନଶନରେ ବସିଥିବା ଜନ ସୁରଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ କିଶୋର ବିହାର ପ୍ରଶାସନିକ ସେବା ପରୀକ୍ଷା ବାତିଲ କରିବା ଦାବିରେ ଜାନୁଆରୀ ୨ରୁ ଅନଶନରେ ବସିଥିବାବେଳେ ଆଜି ଭୋର୍‌ ୪ଟାରୁ ପୋଲିସ ତାଙ୍କୁ ଉଠାଇନେଇଥିଲା। ପରେ ସକାଳେ
Read More...

ଆଜିଠୁ ଆରମ୍ଭ ହେଲା କୁମ୍ଭୀର ଗଣନା

ପର୍ଯ୍ୟଟକଙ୍କୁ ସାତକୋଶିଆ ମନାଆଠମଲ୍ଲିକ: ସାତକୋଶିଆରେ ଆଜି ଠାରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି। କୁମ୍ଭୀର ଗଣନା ପାଇଁ ଆଜିଠୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ। ଏଥିପାଇଁ ଅଭୟାରଣ୍ୟ ମଧ୍ୟରେ
Read More...

ଆଇଇଡି ଲଗାଇ ସେନା ଗାଡ଼ି ଉଡାଇଦେଲେ ମାଓବାଦୀ

ବିଜାପୁର: ଛତିଶଗଡ଼ର ବିଜାପୁରରେ ଭୟଙ୍କର ବିସ୍ଫୋରଣ କରିଛନ୍ତି ନକ୍ସଲ। ଛତିଶଗଡ଼ ବସ୍ତର ଡିଭିଜନ ବିଜାପୁର ଜିଲାରେ ସୋମବାର ମାଓବାଦୀମାନେ ଅପରେସନରୁ ଫେରୁଥିବା ସୁରକ୍ଷାକର୍ମୀଙ୍କ ସ୍କର୍ପିଓକୁ ସେମାନେ ଆଇଇଡି ବିସ୍ଫୋରଣ ଦ୍ୱାରା ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ ୯ଜଣ ଶହୀଦ ହୋଇଥିବା
Read More...

ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଲେ ପରିବାରର ୫ ସଦସ୍ୟ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଶ୍ରୀନଗରରୁ ପନ୍ଦ୍ରେଥନ ଅଞ୍ଚଳରେ ଗୋଟିଏ ପରିବାରର ପାଞ୍ଚଜଣ ସଦସ୍ୟ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରିଛି। ଏଥି ସହିତ ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ଏହି ଘଟଣା ସମ୍ପର୍କରେ
Read More...

ପୁଣି ବଢ଼ିଲା ଆଳୁ ଦର

ଭୁବନେଶ୍ବର: ପୁଣି ବଢ଼ିଲା ଆଳୁ ଦର। କିଲୋ ପିଛା ୧୦ଟଙ୍କା ବଢିଛି ଆଳୁ ଦର। ଗୋଟିଏ ପ୍ୟାକେଟ ପିଛା ୪ଶହ ଟଙ୍କା ଦର ବଢ଼ିଛି। ୪ଦିନ ପୂର୍ବରୁ ଯେଉଁ ୪୦କେଜି ଆଳୁ ପ୍ୟାକେଟ ଦର ୮ଶହ ଟଙ୍କା ଥିଲା ବର୍ତ୍ତମାନ ସେହି ଆଳୁ ପ୍ୟାକେଟ ଦର ୧୨ଶହ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ସିଧାସଳଖ ଖାଉଟିଙ୍କ
Read More...

୩୧ ଯାଏଁ ବଢିଲା ରାସନ ହିତାଧିକାରୀଙ୍କ ଇ-କେୱାଇସି ଅବଧି

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୩୧ ଯାଏଁ ଇ-କେୱାଇସି ଅବଧି ବୃଦ୍ଧି କଲେ ସରକାର। ଖାଦ୍ୟ ସୁରକ୍ଷା ବ୍ୟବସ୍ଥାରେ ସୁବିଧା ପାଉଥିବା ହିତାଧିକାରୀଙ୍କ ପାଇଁ ଇ-କେୱାଇସି ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ନିକଟସ୍ଥ ଇପିଏସ କିମ୍ବା ରାସନ ଯୋଗାଣ କେନ୍ଦ୍ରରେ ଇ-କେୱାଇସି କରିବାକୁ ନିର୍ଦ୍ଦେଶ
Read More...

ଆରମ୍ଭ ହେଲା ଆଦିବାସୀ ମେଳା

ଭୁବନେଶ୍ୱର: ଉଦଘାଟନ ହେଲା ଭୁବନେଶ୍ୱର ଆଦିବାସୀ ମେଳା। ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଆଦିବାସୀ ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଆଦିବାସୀ ମେଳା। ମେଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି
Read More...

ଶ୍ରୀମନ୍ଦିର ସେବାୟତ ବିଶ୍ଵନାଥ ଖୁଣ୍ଟିଆ ନିଲମ୍ବିତ

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ ନେଇଛନ୍ତି। ଅନ୍ୟ ସେବାୟତଙ୍କୁ
Read More...

ପ୍ରତି ରବିବାର ଥାନାରେ ହାଜର ହେବେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ସାଉଥ ସୁପରଷ୍ଟାର ଅଲୁ ଅର୍ଜୁନଙ୍କୁ ସନ୍ଧ୍ୟା ଥିଏଟରରେ ଦଳା ଚକଟା ଘଟଣାରେ କୋର୍ଟ ତାଙ୍କୁ ପ୍ରତି ରବିବାର ଥାନାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିନେତାଙ୍କୁ ଚାର୍ଜସିଟ୍ ଦାଖଲ ନହେବା ପର୍ଯ୍ୟନ୍ତ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ପଡିବ। ପୁଷ୍ପା
Read More...

ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ

କଣ୍ଟାପାଲି: ବରଗଡ ଜାତୀୟ ରାଜପଥ ବୁର୍ଲାଥାନା ଅନ୍ତର୍ଗତ କଣ୍ଟାପାଲି ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବରିଷ୍ଠ ଭାଜପା କର୍ମୀଙ୍କ ମୃତ୍ୟୁ ଘଟିଛି। ହାଇଓ୍ବା ଧକ୍କାରେ କାର୍‌ରେ ଥିବା ଗୋଶାଳା ଭାଜପା ମଣ୍ଡଳ ସଭାପତି କରଡୋଳା ନିବାସୀ ଦେବେନ୍ଦ୍ର ନାୟକ ଓ
Read More...