Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍-ଟ୍ରକ୍ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category
Today’s Highlight
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ପୁରୀ: ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍। ଶ୍ରୀମନ୍ଦିର ନୋ ଫ୍ଲାଏ ଜୋନ୍ ଅନ୍ତର୍ଗତରେ ରହିଥିଲେ ମଧ୍ୟ ଭୋର୍ ପ୍ରାୟ ୪ଟା ୧୦ରେ ଡ୍ରୋନ୍ ଉଡିଥିବା ଦେଖାଯାଇଛି। ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା। ଏପରିକି ମନ୍ଦିରର ଦଧିନଉତି!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିଲା ଡ୍ରୋନ୍
ଝାରସୁଗୁଡ଼ା: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ଧରଣର ତ୍ରୁଟି। ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ପାଖରେ ଖସିପଡ଼ିଲା ଡ୍ରୋନ୍। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ!-->…
Read More...
Read More...
କୋଷ୍ଟଗାର୍ଡ ହେଲିକପ୍ଟର କ୍ରାସ, ୩ ମୃତ
ଗୁଜୁରାଟ: ଗୁଜୁରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ପୋରବନ୍ଦର ଡିଏମ ଏସଡି ଧାନାନି କହିଛନ୍ତି ଯେ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ସେ କହିଛନ୍ତି ଯେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଦୁର୍ଘଟଣା ପରେ ତୁରନ୍ତ!-->…
Read More...
Read More...
ବାଣ କାରଖାନାରେ ବିସ୍ଫୋରଣ: ୬ ଜୀବନ୍ତ ଦଗ୍ଧ
ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବାଣ କାରଖାନାରେ କାମ ଚାଲିଥିବା ବେଳେ ରାସାୟନିକ ପଦାର୍ଥ ମିଶ୍ରଣ ପ୍ରକ୍ରିୟା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଭୟାନକ ଥିଲାଯେ ଅନେକ!-->…
Read More...
Read More...
ଲୁଟ୍ ପାଇଁ ସୁନା ଦୋକାନ କର୍ମଚାରୀଙ୍କୁ ଗୁଳିମାଡ,୨ ମୃତ, ଜଣେ ଗୁରୁତର
ଯାଜପୁର: ଯାଜପୁର ଜିଲା ପାଣିକୋଇଲିରେ ଶନିବାର ଏକ ଅଘଟଣ ଘଟିଛି। ପାଣିକୋଇଲିରେ ୨ ଜଣଙ୍କୁ ଗୁଳିମାଡ କରି ଲୁଟ୍ ଉଦ୍ୟମ ହୋଇଛି। ଗୁଳିମାଡ଼ରେ ସୁନା ଦୋକାନରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର!-->…
Read More...
Read More...
ଖାଇକୁ ଖସିଲା ସେନା ଗାଡି; ୪ ଯବାନ ଶହୀଦ୍, ୨ ଗୁରୁତର
ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଯବାନ ଶହୀଦ ହୋଇଥିବା ବେଳେ ୨ ସେନା ଆହତ ହୋଇଥିବା କୁହାଯାଉଛି।। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସେନା ଗାଡ଼ି!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ।
୨୦୦୬ ବ୍ୟାଚ୍ର!-->!-->!-->…
Read More...
Read More...
୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବର୍ତ୍ତମାନ ଏକ ମାସ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ!-->…
Read More...
Read More...
୮ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ!-->…
Read More...
Read More...
ଖାନନଗର ହନୁମାନ ମନ୍ଦିରରୁ ଠାକୁରଙ୍କ ଅଳଙ୍କାର ଚୋରି
କଟକ: ଦିନକୁ ଦିନ ଚୋରି ଘଟଣା ବୃଦ୍ଧି କାଇବାରେ ଲାଗିଛି। ଯାହା ପୁଲିସ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଆଜି ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଟକ ସହରରେ। ଚୋରା ଠାକୁରଙ୍କୁ ବି ଛାଡିଲେନି। ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲାର ମଧୁପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ ଖାପୁରିଆ!-->…
Read More...
Read More...