Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍-ଟ୍ରକ୍ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category
Today’s Highlight
କୁହୁଡ଼ି ପାଇଁ ୪୭୦ ବିମାନ ବିଳମ୍ବିତ
ନୂଆଦିଲ୍ଲୀ: ସମଗ୍ର ଉତ୍ତର ଭାରତରେ ପ୍ରବଳ ଶୀତ ଲହର ସାଙ୍ଗକୁ ଜାରି ରହିଛି ଘନ କୁହୁଡି। ରାସ୍ତାଘାଟରେ ଗାଡି ଚଳାଚଳ ସହ ଶହ ଶହ ବିମାନ ଏବଂ ଟ୍ରେନ୍ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ଅନେକ ବିମାନ ଓ ଟ୍ରେନ୍ ସେବାକୁ ବାତିଲ କରାଯାଇଛି। ଘନ କୁହୁଡ଼ି ଯୋଗୁ ଶୁକ୍ରବାର!-->…
Read More...
Read More...
ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ, ୧ ମୃତ
ଜଗତସିଂହପୁର: ବାଣ ଭିଡୁଥିବା ବେଳେ ଘଟିଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣ ଏତେ ଭୟଙ୍କର ଥିଲା କି ଘରର ଛାତ ମଧ୍ୟ ଉଡ଼ିଯାଇଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଛି। ୪ ଜଣ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି। ଶୁକ୍ରବାର ରାତିରେ ଏହିପରି ଅଘଟଣ ଘଟିଛି ଜଗତସିଂହପୁର ସଦର ଥାନା!-->…
Read More...
Read More...
ଜାତୀୟ ଖୋ ଖୋ ଟିମ୍ର ପ୍ରଯୋଜକ ହେବେ ଓଡ଼ିଶା ସରକାର
ଭୁବନେଶ୍ବର: ଜାତୀୟ ଖୋ ଖୋ ଟିମର ପ୍ରାୟୋଜକ ହେବେ ଓଡ଼ିଶା ସରକାର। ଆଗାମୀ ୩ ବର୍ଷ ପାଇଁ ଓଡ଼ିଶା ଖୋ ଖୋ ଟିମର ପ୍ରାୟୋଜକ ରହିବ। ଏଥିପାଇଁ ବାର୍ଷିକ ୫ କୋଟି ଟଙ୍କା ହିସାବରେ ୩ ବର୍ଷକୁ ୧୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଖୋ ଖୋ’ ଖେଳକୁ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପରିଚିତ ହେବ ‘ଖୋ!-->…
Read More...
Read More...
୯ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
ଭୁବନେଶ୍ବର: ଶୁକ୍ରବାର ରାଜ୍ୟ କ୍ୟାବିନେଟ ୯ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ‘ସୁଭଦ୍ରା’ ଆବେଦନକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ଏଣିକି ୨ଟି କିସ୍ତି ଏକାଠି ମିଳିବ। ରାଜ୍ୟ କ୍ୟାବିନେଟରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବକୁ ମୋହର ବାଜିଛି।!-->…
Read More...
Read More...
ପୁଣି ମାଆ ହେଲା କଳା କଲରାପତରିଆ ବାଘ
ନୟାଗଡ଼: ପାଟିରେ ଛୁଆ ଧରି ବୁଲୁଛି କଳା କଲରାପତରିଆ ବାଘ। ନୟାଗଡ଼ ଜଙ୍ଗଲରେ ଛୁଆ ସହିତ ଏକ ବିରଳ ମେଲାନିଷ୍ଟିକ୍ କଳା କଲରାପତରିଆ ଦେଖିବାକୁ ମିଳିଛି। ବାଘଟି ପାଟିରେ ଏକ ଛୁଆ ନେଇ ଯାଉଥିବା କ୍ୟାମେରାରେ ଠାବ ହୋଇଛି। ନୟାଗଡ଼ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ଏକ ମେଲାନିଷ୍ଟିକ୍ କଳା ବାଘ ଏକ!-->…
Read More...
Read More...
ଦଳାଚକଟା ଘଟଣାରେ ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଜାମିନ
ହାଇଦ୍ରାବାଦ: ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଘଟଣାରେ ଅଭିନେତାଙ୍କୁ ଶୁକ୍ରବାର ଦିନ ହାଇଦ୍ରାବାଦ ନାମପଲ୍ଲି କୋର୍ଟରୁ ନିୟମିତ ଜାମିନ ମିଳିଯାଇଛି। ଡିସେମ୍ବର ୪ରେ ଅଲ୍ଲୁ ଅର୍ଜୁନଙ୍କ ପୁଷ୍ପା-୨ ଫିଲ୍ମର ପ୍ରିମିୟର!-->…
Read More...
Read More...
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଭାବେ ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ‘ଅଦିନିଆ ବର୍ଷା’କୁ ରାଜ୍ୟ ପ୍ରାକୃତିକ ଦୁର୍ବିର୍ପାକ ଭାବେ ଘୋଷଣା କରିଛନ୍ତି। ଗତମାସରେ ଅଦିନିଆ ବର୍ଷରେ ବ୍ୟାପକ ଫସଲ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। କୃଷି!-->…
Read More...
Read More...
୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର, ୪୦ କେଜି ଗଞ୍ଜେଇ ସହ ୮୦ ହଜାର ଟଙ୍କା ଜବତ
ରାଉରକେଲା: ରାଉରକେଲା ପ୍ଲାଣ୍ଟ ସାଇଡ ଥାନା ଅଧୀନ ମୀନାପଡା ବସ୍ତି ଅଞ୍ଚଳରୁ ୧୧୪ ପ୍ୟାକେଟ ବ୍ରାଉନ୍ ସୁଗର ଓ ୪୦ କେଜି ଗଞ୍ଜେଇ ଡବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ହେବ। ଏହା ସହ ଘଟଣାସ୍ଥଳରୁ ନଗଦ ୮୦ ହଜାର ଟଙ୍କା ଜବତ କରିଛି ପୋଲିସ।ଖବର ମୁତାବକ, ସହରର ପ୍ଲାଣ୍ଟ ସାଇଡ ଥାନା!-->…
Read More...
Read More...
ଏନ୍କାଉଣ୍ଟରରେ ୩ ମାଓବାଦୀ ନିହତ
ଗରିଆବନ୍ଧ: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲ୍ଲାରେ ସୋରନାମାଲ୍ ଜଙ୍ଗଲରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଗରିଆବନ୍ଧ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା। ଏହା!-->…
Read More...
Read More...
ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି
ଭୁବନେଶ୍ବର; ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରିବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧର!-->…
Read More...
Read More...