ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category

Today’s Highlight

‘ଆଭା’ କାର୍ଡ, ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ପୂର୍ବ ଡାଟା

ଭୁବନେଶ୍ବର: ଗୋଟିଏ ଆକାଉଣ୍ଟରେ ରହିବ ରୋଗୀର ସମସ୍ତ ପୂର୍ବ ଡାଟା। ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ। ଏହି ମିଶନ ଅଧୀନରେ ରୋଗୀଙ୍କୁ ମିଳିବ ଏକ ସ୍ୱତନ୍ତ୍ର କାର୍ଡ। ଏହି କାର୍ଡର ନାଁ ହେଉଛି ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ ବା ‘ଆଭା’। ନ୍ୟାସନାଲ
Read More...

ଏଥର ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼

ମଡେଲକୁ ଖାରଜ କଲା କେନ୍ଦ୍ରନୂଆଦିଲ୍ଲୀ: ଚଳିତ ଗଣତନ୍ତ୍ର ଦିବସ ପରେଡରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡ଼ିବନି ଓଡ଼ିଶାର ପ୍ରଜ୍ଞାପନ ମେଢ଼। ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ, ଭାରତ ସରକାର ଚଳିତ ବର୍ଷ ଗଣତନ୍ତ୍ର ଦିବସ
Read More...

ବଢିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାରାବରଣ କରିଥିବା ସ୍ୱାଧୀନତା
Read More...

୪ ଜଣଙ୍କୁ ମିଳିବ ଖେଳରତ୍ନ

ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଚଳିତବର୍ଷ ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ବିଶ୍ୱ
Read More...

ଭୁବନେଶ୍ୱରରୁ ନକଲି ସିମେଣ୍ଟ ଠାବ

ଭୁବନେଶ୍ୱର: ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍‌ ସିମେଣ୍ଟ। ଭୁବନେଶ୍ୱରରୁ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି। ନାମୀଦାମୀ କମ୍ପାନୀର ପ୍ୟାକେଟକୁ ବ୍ୟବହାର କରି ଏହି କାରବାର ଚାଲିଛି। ଭୁବନେଶ୍ୱର ତଥା ଭୁବନେଶ୍ୱର ବାହାରକୁ ଏହା ଚାଲାଣ ହେଉଥିବା ଜଣାପଡିଛି। ଖବର ପାଇବା ପରେ ନକଲି
Read More...

ଓଡ଼ିଶାରେ ନୂଆ ରାଜ୍ୟପାଳ

ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍‌ ଅନରଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ
Read More...

ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍‌ ଅଧିକାରୀ

ଭୁବନେଶ୍ବର: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍‌ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍‌ ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍‌ର ୩ ଆଇପିଏସ୍‌ ବିନୟତୋଷ ମିଶ୍ର, ଆର୍‌ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି
Read More...

ଶିମିଳିପାଳ ଫେରିଲା ‘ଜିନ୍ନତ’

ଶିମିଳିପାଳ: ଶିମିଳିପାଳରେ ବାଘୁଣୀ ‘ଜିନ୍ନତ’। ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଶିମିଳିପାଳ ପହଞ୍ଚିଲା ବାଘୁଣୀ ‘ଜିନ୍ନତ’। ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଗଲା। ‘ଜିନ୍ନତ’କୁ ଏବେ ଯମୁନା ଏନକ୍ଲୋଜରରେ ରଖାଯାଇଛି।ସୂଚନା ଅନୁସାରେ, ରାତି
Read More...

ନୂଆବର୍ଷରେ ଜନସମୁଦ୍ର ଶ୍ରୀକ୍ଷେତ୍ର, ବ୍ୟାରିକେଡ୍‌ ଭାଙ୍ଗିଲେଭକ୍ତ

ପୁରୀ: ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି। ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର
Read More...

ନିଜ ମା’ଙ୍କ ସହ ୪ ଭଉଣୀଙ୍କୁ ବ୍ଲେଡ୍‌ରେ କାଟି ହତ୍ୟା କଲେ ଭାଇ

ଲକ୍ଷ୍ନୌ: ବର୍ଷ ଆରମ୍ଭରୁ ରକ୍ତ ଛିଟା। ହୋଟେଲରୁ ପରିବାର ୫ ଜଣଙ୍କ ମୃତଦେହ ଉଦ୍ଧାର। ଲକ୍ଷ୍ନୌର ଏକ ହୋଟେଲ ରୁମରୁ ମୃତଦେହ ଉଦ୍ଧାର କଲା ପୋଲିସ। ହତ୍ୟା ଅଭିଯୋଗରେ ୨୪ ବର୍ଷୀୟ ଯୁବକଙ୍କୁ ଅଟକ ରଖିଛି ପୋଲିସ। ତା'ର ବାପା ବଦର ମଧ୍ୟ ଏହି ହତ୍ୟାକାଣ୍ଡରେ ସାମିଲ ଥିବା ସନ୍ଦେହ କରୁଛି ପୁଲିସ।
Read More...