Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍, କ୍ୟାବିନେଟ୍ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ
Browsing Category
Today’s Highlight
ଏଟିଏମ୍ କାର୍ଡ ବଦଳାଇ ୫ ଲକ୍ଷ ଉଠାଇ ନେଲେ ଦୁର୍ବୃତ୍ତ
ଗଞ୍ଜାମ: ଏଟିଏମ୍ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ। ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ। ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ ଏଟିଏମ୍ କାର୍ଡକୁ କୌଶଳକ୍ରମେ ବଦଳାଇ କେହି ଦୁର୍ବୃତ୍ତ ତାଙ୍କ!-->…
Read More...
Read More...
୨୦୦ ଫୁଟ ତଳକୁ ଖସିଲା ବସ୍; ୭ ମୃତ
ନାସିକ: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ୧୫ଜଣ ଗୁରୁତର ଆହତ!-->…
Read More...
Read More...
ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଫସିଲେ ପୋଲିସ ଏସ୍ଆଇ
ଯାଜପୁର: ଯାଜପୁର ଜିଲା ସୁକିନ୍ଦା ଥାନାରେ କାର୍ଯ୍ୟରତ ପୋଲିସ ଏସ୍ଆଇ ଅଭୟ ନାୟକଙ୍କୁ ଶନିବାର ଭିଜିଲାନ୍ସ ଉଠାଇନେଇଛି। ଲାଞ୍ଚ ନେଉଥିବାବେଳେ ଧରାପଡିଲେ ଏସଆଇ ଅଭୟ କୁମାର ନାୟକ। ସ୍ବାମୀ ସ୍ତ୍ରୀ ବିବାଦର ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ।
!-->!-->!-->…
Read More...
Read More...
ଟ୍ୟାକ୍ସ ଛାଡ ଘୋଷଣା ପରେ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଶନିବାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ!-->…
Read More...
Read More...
ଶବ ନେଇ ଫେରିବା ବାଟରେ ପାଲଟି ଗଲେ ଶବ
ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ ଭାରଶ୍ୟାମ ହରାଇ ଟ୍ରଲରକୁ ଧକ୍କା ଦେବାରୁ ଆମ୍ଵୁଲାନ୍ସ ଏହି ଅଘଟଣ ଘଟିଛି।
ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ!-->!-->!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୮ନକ୍ସଲ ନିପାତ
ଛତିଶଗଡ଼: ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୮ ନକ୍ସଲ। ଗାଙ୍ଗାଲୁରରେ ଗୁଳି ବିନିମୟ ବେଳେ ୮ ନକ୍ସଲ ନିପାତ ହୋଇଥିବା ସୂଚନା। ବିଜାପୁର ଜିଲ୍ଲା ଗାଙ୍ଗାଲୁରରେ ସର୍ଚ୍ଚ ଅପରେସନ୍ ଜାରି ଏବେ ବି ରହିଛି ବୋଲି ସୂଚନା!-->…
Read More...
Read More...
ମଧ୍ୟବିତ୍ତଙ୍କୁ ବଡ ଆଶ୍ଵସ୍ତି : ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ
ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୫-୨୬ ବର୍ଷର ପୂର୍ଣ୍ଣାଙ୍ଗ ଆର୍ଥିକ ବଜେଟ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତ ଶ୍ରେଣୀକୁ କେନ୍ଦ୍ର ସରକାରଙ୍କ ବଡ ଭେଟି ଦେଇଛନ୍ତି। ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ କରିଛି କେନ୍ଦ୍ର। ବଜେଟ୍ ଅଭିଭାଷଣରେ!-->…
Read More...
Read More...
ବଜେଟ୍ ୨୦୨୫-୨୬; କ’ଣ ଶସ୍ତା, ମହଙ୍ଗା
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରୁଛନ୍ତି। ଅର୍ଥମନ୍ତ୍ରୀ ଭାବରେ ଏହା ତାଙ୍କର ଲଗାତାର ୮ମ ବଜେଟ। ଏଥିରେ ସେ ଅନେକ ବଡ଼ ଘୋଷଣା କରିଛନ୍ତି, କିନ୍ତୁ ସାଧାରଣ ଲୋକଙ୍କ ପକେଟ ଉପରେ କ’ଣ ବୋଝ ବୃଦ୍ଧି କରିଛି!-->…
Read More...
Read More...
ଯୁକ୍ତ ତିନି ପ୍ରଶ୍ନପତ୍ର ଲିକ୍ ମାମଲାରେ ଛାତ୍ରଙ୍କ ସମେତ ୧୨ ଗିରଫ
ସମ୍ବଲପୁର: ବରପାଲି ମହାବିଦ୍ୟାଳୟରେ ଯୁକ୍ତ ତିନି ଥାର୍ଡ ସେମିଷ୍ଟାର ପରୀକ୍ଷାର ପଲିଟିକାଲ ସାଇନ୍ସ ବିଷୟର ପ୍ରଶ୍ନପତ୍ର ଲିକ ମାମଲା ଏବେ ଚାଞ୍ଚଲ୍ୟ ଖେଳାଇଛି। ଏହି ମାମଲାରେ ୧୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୦ ଜଣ କଲେଜ ଛାତ୍ର ରହିଥିବା ସୂଚନା ମିଳିଛି।ଏହି!-->…
Read More...
Read More...
ନିର୍ବାଚନ ପୂର୍ବରୁ ଆପକୁ ବଡ଼ ଝଟକା, ଇସ୍ତଫା ଦେଲେ ୭ ବିଧାୟକ
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିକୁ ବଡ଼ ଝଟକା ଲାଗିଛି। ଶୁକ୍ରବାର ଦଳର ୭ ବିଧାୟକ ଏକକାଳୀନ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେମାନେ ଇସ୍ତଫା ଦେବା ସହିତ ଆପ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।
!-->!-->…
Read More...
Read More...