Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ
Browsing Category
Today’s Highlight
ତାଳଦଣ୍ଡା ନିକଟରେ ଗ୍ୟାସ ଲିକ୍, ମରାମତି ବେଳେ ଶ୍ରମିକ ମୃତ
କଟକ: ତାଳଦଣ୍ଡା ନିକଟରେ ଗ୍ୟାସ ଲିକ୍। କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍ ପାଇପ୍ ଲାଇନ ମରାମତିବେଳେ ଶୁକ୍ରବାର ଏକ ଘଟିଛି ଅଘଟଣ। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ ଯାଇଛି। ପାରାଦୀପ ରୁ ଜଗତସିଂହପୁର ଯାଇଥିବା ବିପିସିଏଲ!-->…
Read More...
Read More...
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍
ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍। ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ରେବତୀ ରମଣ ଯୋଶୀଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା!-->…
Read More...
Read More...
ପୁଣି ଇତିହାସ ରଚିଲା ଇସ୍ରୋ
ଏସଏଲଭି ସି-୫୯ ପ୍ରୋବା-୩ର ସଫଳ ଉତକ୍ଷେପଣଶ୍ରୀହରିକୋଟା: ପୁଣି ଇତିହାସ ରଚିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ। ଆଜି ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟକୁ ନେଇ ପିଏସଏଲଭି ସି-୫୯!-->…
Read More...
Read More...
ଗ୍ୟାସ୍ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର
ବଲାଙ୍ଗିର: ବଲାଙ୍ଗିରର ଏକ ବାହାଘର ଭୋଜିରେ ଗ୍ୟାସ୍ ସିଲିଣ୍ଡର ଫାଟି ୪ ଆହତ ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼, ୟୁପି ଅଞ୍ଚଳର!-->…
Read More...
Read More...
ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ରାଇମତି ଘେଉରିଆ
କୋରାପୁଟ: ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ କୋରାପୁଟ ଜିଲ୍ଲାର କୁନ୍ଦୁରା ବ୍ଲକର ଜଣେ ଆଦିବାସୀ ମହିଳା କୃଷକ ରାଇମତି ଘେଉରିଆ। ରାଇମତି ନିଜ ନାଁ ଅପେକ୍ଷା ମାଣ୍ଡିଆ ରାଣୀ ଭାବେ ବେଶ ପରିଚିତ। ସେ ଜୈବିକ ପଦ୍ଧତିରେ ମାଣ୍ଡିଆ, ଧାନ ଚାଷ କରି ଜିଲା, ରାଜ୍ୟ ଏବଂ ସର୍ବଭାରତୀୟସ୍ତରରେ!-->…
Read More...
Read More...
ଡିସେମ୍ବର ୧୫ ରୁ ସୋଆରେ ଆରମ୍ଭ ହେବ ଓଡ଼ିଶା ଓପନ୍ ଏବଂ ୧୫ ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଉତ୍ସବ
ଭୁବନେଶ୍ୱର, ଡିସେମ୍ବର ୫: ଆସନ୍ତା ଡିସେମ୍ବର ୧୫ ତାରିଖରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ୮ ଦିନ ଧରି ହେଉଥିବା ଏହି ପ୍ରତିଯୋଗିତାରେ ୨୫ଟି ଦେଶର ପ୍ରାୟ ୭୦୦ ପ୍ରତିଯୋଗୀ ୩ ଟି ବିଭିନ୍ନ!-->…
Read More...
Read More...
ରେଳ ଷ୍ଟେସନରୁ ୬୦ କେଜି ରୁପା ଅଳଙ୍କାର ଜବତ
ରାଉରକେଲା: ରାଉରକେଲା ଜିଆରପିକୁ ମିଳିଲା ବଡ ସଫଳତା। ରାଉରକେଲା ରେଳ ଷ୍ଟେସନରୁ ୬୦ କେଜି ରୁପା ଅଳଙ୍କାର ଜବତ କଲା ଜିଆରପି। ରୁପା ଅଳଙ୍କାର ଜବତ ସହ ଜଣଙ୍କୁ ଅଟକ ରଖିଛି ଜିଆରପି। ଅଟକ ବ୍ୟକ୍ତି ଜଣଙ୍କ ହେଲେ ଚନ୍ଦନ କୁମାର। ବିନା ଜିଏସଟିରେ ରୁପା ଅଳଙ୍କାର ଚାଲାଣ ହେଉଥିବା ନେଇ ଖବର!-->…
Read More...
Read More...
ଜୀବନ ନେଲା ଅନ୍ଲାଇନ୍ ଗେମ୍
ଭୁବନେଶ୍ବର: ଅନ୍ଲାଇନ୍ ଗେମ୍ ହେଲା କାଳ, ଆତ୍ମହତ୍ୟା କଲେ ଯୁବକ। ଅନ୍ଲାଇନ୍ ଗେମ୍ ଖେଳି ଋଣଭାରରେ ବୁଡି ଜୀବନ ହାରିଛନ୍ତି ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ରାଜଧାନୀର ଲିଙ୍ଗରାଜ ଥାନା ଅନ୍ତର୍ଗତ ତିନିମୁଣ୍ଡିଆ ଛକ ଅଞ୍ଚଳରେ ଘଟଣା ଘଟିଛି। ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଯୁବକ।!-->…
Read More...
Read More...
ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ସୁଭଦ୍ରା ଟଙ୍କା ମିଳିବ। ଏନେଇ ବିସ୍ତୃତ ତଥ୍ୟ ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ପ୍ରଥମ କିସ୍ତି ଅର୍ଥ ପ୍ରଦାନ!-->…
Read More...
Read More...
ପୁଷ୍ପା ୨’ ପ୍ରିମିୟର ଶୋ’ ବେଳେ ଦଳାଚକଟାରେ ଜଣେ ମୃତ
ହାଇଦ୍ରାବାଦ: ରିଲିଜ ହୋଇଛି ଅଲ୍ଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା ୨’। ତେବେ ପୁଷ୍ପା-୨ ରିଲିଜ୍ ବେଳେ ଘଟିଛି ବଡ଼ ଅଘଟଣ ହୋଇଛି। ଦଳାଚକଟାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ହାଇଦ୍ରାବାଦରେ ଗତକାଲି ରାତିରେ ପୁଷ୍ପା-୨ ପ୍ରିମିୟର୍ ଶୋ’!-->…
Read More...
Read More...