ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ
Browsing Category

Today’s Highlight

ବର୍ଷା ସହ ବଢ଼ୁଛି ଡେଙ୍ଗୁ ଚିନ୍ତା: ରାଜ୍ୟରେ ୨୬୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଡେଙ୍ଗୁ ସଂକ୍ରମଣ ନେଇ ଚିନ୍ତା ବଢ଼ିଛି। ଚଳିତବର୍ଷ ଏପର୍ଯ୍ୟନ୍ତ ୨୬୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ସଂଖ୍ୟା କମ୍ ରହିଛି। ତଥାପି ଆଗାମୀ ଅଗଷ୍ଟ, ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ବଢ଼ିବାର ଆଶଙ୍କା…
Read More...

ସେପ୍ଟେମ୍ବର ୧ରୁ ପଶ୍ଚିମବଙ୍ଗରେ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ସରକାର ସରକାରୀ କାର୍ଯ୍ୟକଳାପରେ ବଙ୍ଗଳା ଭାଷାର ବ୍ୟବହାରକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଘୋଷଣା କରିଛନ୍ତି। କେନ୍ଦ୍ର ସରକାର…
Read More...

ଅମରନାଥ, ବୈଷ୍ଣୋଦେବୀ ଓ ଶିବ ଖୋରୀ ଯାତ୍ରା ସାମୟିକ ଭାବେ ସ୍ଥଗିତ

ଜମ୍ମୁ-କାଶ୍ମୀର: ଜାମ୍ମୁ ଓ କାଶ୍ମୀରରେ ଆଗାମୀ କିଛି ଦିନ ମଧ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଅମରନାଥ ଯାତ୍ରା ସହିତ ମାତା ବୈଷ୍ଣୋଦେବୀ ଏବଂ ଶିବ ଖୋରୀ ମନ୍ଦିର ଯାତ୍ରାକୁ ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ତୀର୍ଥଯାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ…
Read More...

ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଲାଲୁ ପ୍ରସାଦ ଯାଦବ

ବିହାର: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଅଧ୍ୟକ୍ଷ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ସ୍ୱାସ୍ଥ୍ୟଗତ ଜଟିଳତା ପରେ ଉନ୍ନତ ଚିକିତ୍ସା ପାଇଁ ସୋମବାର ନୂଆଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ପତ୍ନୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଏବଂ ଝିଅ ତଥା ରାଜ୍ୟସଭା ସାଂସଦ…
Read More...

ଭାରତରେ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’କୁ ମିଳିଲା ମଞ୍ଜୁରୀ

୪ରୁ ୬୦ ବର୍ଷ ବୟସ୍କ ନେଇପାରିବେ ଟିକାନୂଆଦିଲ୍ଲୀ: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ଜାପାନର ତାକେଦା ବାୟୋଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ବିକଶିତ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’ (Qdenga) କୁ ଭାରତରେ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛି। ନୂତନ ଔଷଧ ଓ…
Read More...

ସମୃଦ୍ଧି ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା: ୫ ମୃତ, ଜଣେ ଗୁରୁତର

ମହାରାଷ୍ଟ୍ର: ମହାରାଷ୍ଟ୍ରର ୱାର୍ଧା ଜିଲ୍ଲାରେ ଘଟିଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ଜୀବନ ଯାଇଛି। ପୁଲଗାଁ ଥାନା ଅଧୀନ ବିରୁଲ ଇଣ୍ଟରଚେଞ୍ଜ ନିକଟରେ ସମୃଦ୍ଧି ଏକ୍ସପ୍ରେସୱେରେ ଏହି ମର୍ମନ୍ତୁଦ ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ କାର ଚାଳକ ଓ ଟ୍ରକ୍ ଚାଳକ ମଧ୍ୟ ରହିଛନ୍ତି।…
Read More...

୪ ଜିଲ୍ଲାରେ କୋଇଲା ଓ ପାଉଁଶ ବୋଝେଇ ଗାଡ଼ି ଚଳାଚଳ ଉପରେ କଟକଣା

ଭୁବନେଶ୍ବର: ଦୁର୍ଘଟଣା ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲାରେ କୋଇଲା ଓ ପାଉଁଶ ପରିବହନ କରୁଥିବା ଗାଡ଼ି ଚଳାଚଳ ଉପରେ ନୂତନ କଟକଣା ଜାରି କରିଛନ୍ତି। ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। …
Read More...

ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ଆତ୍ମହତ୍ୟା

ତ୍ରିପୁରା: ତ୍ରିପୁରା ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ତଥା ୧୯୯୪ ବ୍ୟାଚର ଆଇପିଏସ ଅଧିକାରୀ ଅନୁରାଗ ଧନଖର ସୋମବାର ଅଗରତାଲାସ୍ଥିତ ପୁଲିସ ମୁଖ୍ୟାଳୟରେ ନିଜ କାର୍ଯ୍ୟାଳୟ ଭିତରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଘଟଣା ପରେ ତାଙ୍କୁ ତୁରନ୍ତ ଜିବି ପନ୍ତ ହସ୍ପିଟାଲକୁ ନିଆଯାଇଥିଲା,…
Read More...

ଫେରାନ୍ ଟରେସଙ୍କ ଗୋଲ୍‌ରେ ସ୍ପେନ୍ ବିଶ୍ୱ ଚାମ୍ପିୟନ

ନ୍ୟୁଜ୍ ବ୍ୟୁରୋ: ଫିଫା ବିଶ୍ୱକପ୍‌ର ୨୩ତମ ସଂସ୍କରଣରେ ସ୍ପେନ୍ ଚମ୍ପିୟନ ହୋଇଛି। ରବିବାର ଖେଳାଯାଇଥିବା ରୋମାଞ୍ଚକର ଫାଇନାଲରେ ଗତଥରର ଚମ୍ପିୟନ ଆର୍ଜେଣ୍ଟିନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସ୍ପେନ୍ ଦ୍ୱିତୀୟ ଥର ପାଇଁ ବିଶ୍ୱକପ୍ ଟ୍ରଫି ହାସଲ କରିଛି। ନିର୍ଦ୍ଧାରିତ ୯୦ ମିନିଟ୍‌ରେ ଉଭୟ ଦଳ…
Read More...

ପଶ୍ଚିମବଙ୍ଗରେ ଅମୂଲର ବିଶ୍ୱର ସର୍ବବୃହତ ଦହି କାରଖାନାର ଶିଳାନ୍ୟାସ

ପଶ୍ଚିମବଙ୍ଗ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସହକାର ସେ ସମୃଦ୍ଧି’ ଓ ‘ଶ୍ୱେତ ବିପ୍ଳବ ୨.୦’ ଦୃଷ୍ଟିକୋଣକୁ ଆଗେଇ ନେଇ କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହା କଲକାତାର ନ୍ୟୁ ଟାଉନ କନଭେନସନ ସେଣ୍ଟରରେ ଅମୂଲ ବେଙ୍ଗଲ ଡେରୀ ପ୍ରକଳ୍ପ ଅଧୀନରେ ବିଶ୍ୱର ସର୍ବବୃହତ ଦହି ଉତ୍ପାଦନ…
Read More...