Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ
Browsing Category
Today’s Highlight
ନିଲମ୍ବିତ ହେଲେ ହେମଗିର ତହସିଲଦାର
ସୁନ୍ଦରଗଡ଼: ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି। କାର୍ଯ୍ୟରେ ଅବହେଳା ଓ ଲୋକଙ୍କୁ ଦୁର୍ବ୍ୟବହାର କରିବା କାରଣରୁ ତାଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବନ ଅବଧି ସମୟ ମଧ୍ୟରେ ଲାବଣ୍ୟନ୍ଦୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବେ ଏବଂ ଜିଲ୍ଲାପାଳଙ୍କ!-->…
Read More...
Read More...
ବ୍ରେକ ଅପ୍ କରିବା ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ନୁହେଁ : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନ କରିବା ଅପରାଧ ନୁହେଁ। ଏପରି ଏକ ନିଷ୍ପତ୍ତି ସମୟରେ ଏହା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନକରିବାର ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ହୋଇନଥାଏ। ବରଂ ଏପରି ହେବାପରେ ବ୍ୟକ୍ତି ମାନସିକ ଭାବରେ!-->…
Read More...
Read More...
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ
ଭୁବନେଶ୍ବର: ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ୭ଟଙ୍କା ୬୪ ପଇସା ହେବ । ପୂର୍ବରୁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଉଚ୍ଚ ପ୍ରାଥମିକ ପାଇଁ ଖର୍ଚ୍ଚ!-->…
Read More...
Read More...
ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ମୃତ, ୩ ଆହତ
ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଖବର ମୁତାବକ, ଆଜି ସକାଳେ ତିରିଂ ଥାନା ଅଞ୍ଚଳର!-->!-->!-->…
Read More...
Read More...
ବାରାଣାସୀର ରେଳ ଷ୍ଟେସନର ଭୟାବହ ଅଗ୍ନିକାଣ୍ଡ, ୨୦୦ ଗାଡି଼ ପୋଡି ପାଉଁଶ
ବାରାଣାସୀ: ଉତ୍ତରପ୍ରଦେଶର ବାରାଣାସୀର କ୍ୟାଣ୍ଟ ରେଳ ଷ୍ଟେସନର ପାର୍କିଂ ଏରିଆରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପାର୍କିଂ ହୋଇଥିବା ୨୦୦ ଗାଡି଼ ଜଳି ପୋଡି ପାଉଁଶ ହୋଇଯାଇଛି। ଜଳି ଯାଇଥିବା ସମସ୍ତ ଗାଡ଼ିଗୁଡ଼ିକ ଦୁଇ ଚକିଆ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ,!-->!-->!-->…
Read More...
Read More...
ଭୁବନେଶ୍ୱର ବିମାନ ବନ୍ଦର ଭିତରୁ ଅଜଣା ବ୍ୟାଗ ଠାବ
ଭୁବନେଶ୍ୱର: ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପରେ ଭୁବନେଶ୍ୱର ବଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଠାବ ହୋଇଛି ଅଜଣା ବ୍ୟାଗ। ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ତେବେ ବ୍ୟାଗ୍ କାହାର ସେଥିରେ କ’ଣ ଅଛି ଏହାକୁ ନେଇ ସିଆଇଏସଏଫ ଡଗ ସ୍କ୍ବାଡ ଯାଞ୍ଚ କରୁଛି I!-->…
Read More...
Read More...
ପୁଣି ମେଡିକାଲରୁ ଶିଶୁ ଚୋରି
ନୟାଗଡ଼: କିଛି ଦିନ ତଳେ ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଏବେ ନୟାଗଡ଼ରୁ ଆସିଛି ସମାନ ଅଭିଯୋଗ । ଶନିବାର ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଶିଶୁ ଜନ୍ମ ପରେ ଗାଏବ କରାଯାଇଥିବା ଅଭିଯୋଗ ହୋଇଛି।!-->…
Read More...
Read More...
ଭବପ୍ରସାଦ ଦାସଙ୍କୁ ମିଳିଲା ଜାମିନ
ଯାଜପୁର: ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କୁ ୪ ମାମଲା ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର କରିଛନ୍ତି। ଏହିଜାମିନ ମଞ୍ଜୁର ହୋଇଥିଲେ ମଧ୍ୟ ଲଲ ଜେଲ୍ରୁ ମୁକୁଳିପାରିବେ!-->…
Read More...
Read More...
ପାଟପୁର ଥାନାକୁ ମିଳିଲା ଶ୍ରେଷ୍ଠ ଥାନା ପୁରସ୍କାର
ଭୁବନେଶ୍ବର: ପାଟପୁର ଥାନା ପାଇଲା ଶ୍ରେଷ୍ଠ ଥାନା ପୁରସ୍କାର। ପୁରସ୍କାର ଦେଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ଭୁବନେଶ୍ବର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆଜି ଆରମ୍ଭ ହୋଇଥିବା!-->…
Read More...
Read More...
ଧାନ ଗଦାରେ ନିଆଁ ଲାଗି ପୋଡିଗଲା ସବୁ ଧାନ
୫୦ କ୍ୱିଣ୍ଟାଲରୁ ଧାନ ପୋଡ଼ି ପାଉଁଶ
କେସିଙ୍ଗା: ୫୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡ଼ି ପାଉଁଶ। ବର୍ଷ ସାରା କେମିତି ଚଳିବେ ସେନେଇ ଚିନ୍ତାରେ ପରିବାରବର୍ଗ। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଞ୍ଚାୟତ ଅନ୍ତର୍ଗତ ତହର୍ଶି ଗ୍ରାମରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା।!-->!-->!-->…
Read More...
Read More...