ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
Browsing Category

Today’s Highlight

ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କଲେ ଦୀପାଳି ଦାସ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ …
Read More...

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ମାତୃବିୟୋଗ

ପୁରୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି। ୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ ଲୋଭାବତୀ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ସେ କଟକରେ ଏକ…
Read More...

ସୈଫ୍ ଅଲ୍ଲୀ ଖାନଙ୍କୁ ଛୁରାମାଡ଼

ମୁମ୍ବାଇ: ବଲିଉଡରୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଖବର। ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଛୁରୀରେ ଆକ୍ରମଣ ହୋଇଛି। ଘରେ ପଶି ଜଣେ ଚୋର ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ କରିଥିଲା। ସୈଫଙ୍କୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ରାତି ୨.୩୦ରେ…
Read More...

ବଦଳିଲା କଂଗ୍ରେସ ଠିକଣା

ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ପ୍ରାୟ ପାଞ୍ଚ ଦଶନ୍ଧି ପରେ କଂଗ୍ରେସ ପାଇଲା ନୂଆ ଠିକଣା। ୪୭ ବର୍ଷ ପରେ କଂଗ୍ରେସ ପାଇଲା ନୂଆ ମୁଖ୍ୟାଳୟ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍‌ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର…
Read More...

ସ୍କୁଲ ସ୍ତରରେ ଲାଗୁ ହେଲା ଜାତୀୟ ଶିକ୍ଷାନୀତି-୨୦୨୦

ଭୁବନେଶ୍ବର; ସ୍କୁଲ ସ୍ତରରେ ଲାଗୁହେଲା ଜାତୀୟ ଶିକ୍ଷାନୀତି-୨୦୨୦। ଏହି ‘ଜାତୀୟ ଶିକ୍ଷାନୀତି’ ୨୦୨୪-୨୫ରୁ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ କଲା ଗଣଶିକ୍ଷା ବିଭାଗ। ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦…
Read More...

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ହେଲେ ଓଏଏସ୍ ଆଲୋକ କୁମାର ପ୍ରଧାନ

ଭୁବନେଶ୍ବର: ଓଡ଼ିଶା ସରକାର ବରିଷ୍ଠ ଓଏଏସ୍ ଅଧିକାରୀ ଆଲୋକ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ତଥା ଜନ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ ପାଇଛି। ସବ-କଲେକ୍ଟର ଭାବରେ ଖୋର୍ଦ୍ଧାକୁ ବଦଳି ହୋଇଥିବା…
Read More...

ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ: ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନୋତ୍ତର ଖାତାରେ ବାର୍‌କୋଡ୍‌। ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନୋତ୍ତର ଖାତାରେ ବାର୍‌କୋଡ୍‌ ରହିବ, ଯଦ୍ୱାରା…
Read More...

ଶିମିଳିପାଳରୁ ବିରଳ କଳାବାଘ ଛାଲ ଜବତ

ଶିମିଳିପାଳ: ଶିମିଳିପାଳ ଅଭୟାରଣ୍ୟରୁ ଏକ କଳାବାଘର ଚମଡ଼ା ଜବତ କରାଯାଇଛି। ଏହି ବାଘ ଛାଲଟି ଦୁଇ ତିନି ମାସ ପୂର୍ବରୁ ଶିକାର କରାଯାଇଥିବା ନେଇ ସୂଚନା ରହିଛି । ଏନେଇ ଏଥିରେ ସମ୍ପୃକ୍ତ ୪ ଜଣ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ। ଶିମିଳିପାଳରେ ଦେଖାଯାଉଥିବା ବିଶ୍ବର ବିରଳ କଳା ମହାବଳ…
Read More...

ନାମାଙ୍କନ ଭରିଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦିଲ୍ଲୀ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆପ୍ ନୂଆଦିଲ୍ଲୀ ପ୍ରାର୍ଥୀ ଅରବିନ୍ଦ କେଜ୍ରିଓ୍ବାଲ। ଆଜି ନିଜର ଦଳୀୟ ନେତାଙ୍କ ସମର୍ଥନରେ ଯାଇ ଇସିଙ୍କୁ ନିଜର ନାମାଙ୍କନ ପତ୍ର…
Read More...

ଶ୍ରୀମନ୍ଦିର ରତ୍ନସିଂହାସନ ନିକଟରେ ଟଳିପଡ଼ିଲେ ସେବାୟତ

ପୁରୀ: ଶ୍ରୀମନ୍ଦିରରେ ଘଟିଛି ଅଘଟଣ। ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ…
Read More...