Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୋଇଲା କ୍ଷେତ୍ରରେ AI ବ୍ୟବହାରକୁ ଗୁରୁତ୍ୱ, ଏମସିଏଲ ସହ ଆଇଆଇଏମ ସମ୍ବଲପୁରର ଚୁକ୍ତି
ସୋମନାଥରେ ୭୫ ବର୍ଷ ପୂର୍ତ୍ତି ଉତ୍ସବ: ସାମିଲ ହେବେ ପ୍ରଧାନମନ୍ତ୍ରୀ
ଫ୍ୟାଶନ ଜଗତରୁ ଶାସନ ସତ୍ତା ପର୍ଯ୍ୟନ୍ତ; ବଙ୍ଗର ପ୍ରଥମ ମହିଳା ଉପ-ମୁଖ୍ୟମନ୍ତ୍ରୀ ଅଗ୍ନିମିତ୍ରା
ତାମିଲନାଡ଼ୁରେ ସରକାର ଗଢ଼ିବ ଟିଭିକେ, ରାଜ୍ୟପାଳଙ୍କ ନିକଟରେ ଦାବି ପେଶ କଲେ ବିଜୟ
ସୁଦୃଢ଼ ହେବ ଓଡ଼ିଶା-ବଙ୍ଗ ସମ୍ପର୍କ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଦିଙ୍କ ଦୁର୍ଗ ଭାଙ୍ଗିଲା: ଅମିତ ଶାହ
Browsing Category
Today’s Highlight
ମହାନଦୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
କଟକ: ମହାନଦୀ ଘାଟରୁ ନାବାଳକଙ୍କ ମୃତଦେହ ଉଦ୍ଧାର। କାଳିଆବୁଦା ନିକଟ ମହାନଦୀ ଘାଟରୁ ମିଳିଛି ନାବାଳକଙ୍କ ମୃତଦେହ। ଛାତ୍ର ଜଣକ ଗତକାଲି ଘରୁ ସାଇକେଲ ଧରି ବାହାରକୁ ଯାଇଥିଲେ। ଘରକୁ ନଫେରିବାରୁ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିଲେ ପରିବାର ଲୋକେ।
ପୁଲିସ ସୂଚନା ଅନୁସାରେ ମୃତ ଛାତ୍ର!-->!-->!-->…
Read More...
Read More...
ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ
ଭୁବନେଶ୍ବର: ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଘର ମାଲିକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ। ଏହା ଖାଲି ବାଣ ଗୋଦାମ ନଥିଲା ଏଠି ଲେଡିଜ୍ ହଷ୍ଟେଲ୍ ମଧ୍ୟ ଚାଲିଥିଲା।ସୂଚନା ଅନୁସାରେ ସୋମବାର ଏକ ବାଣ!-->…
Read More...
Read More...
ଅଯୋଧ୍ୟା ରାମ ମନ୍ଦିରକୁ ଉଡାଇଦେବାକୁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକ
ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରକୁ ଉଡାଇଦେବାକୁ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକ। ଏକ ଭିଡିଓ ଜାରି କରି ରାମ ମନ୍ଦିରକୁ ଉଡ଼ାଇ ଦେବାକୁ ସେ ଧମକ ଦେଇଛି। ଭିଡିଓରେ ପନ୍ନୁର କାନାଡାର ହିନ୍ଦୁ ସାଂସଦ ଚନ୍ଦ୍ର ଆର୍ଯ୍ୟଙ୍କୁ ମଧ୍ୟ ଧମକ ଦେଉଥିବା ଜଣାପଡିଛି।
ଶିଖ୍ ଫର!-->!-->!-->…
Read More...
Read More...
ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ
ନୂଆଦିଲ୍ଲୀ: ଘୋଷଣା ହେଲା କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପୁରସ୍କାର। ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ। ଅପରାଧୀକ ମାମଲାର ତଦନ୍ତରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯିବ ବୋଲି ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଡିଜିପି!-->…
Read More...
Read More...
ଓଡ଼ିଶାରେ ଅଗ୍ନିଶମ ସେବାର ଆଧୁନିକୀକରଣ ପାଇଁ କେନ୍ଦ୍ର ସରକାର ଦେବେ ୨୦୧.୧୦କୋଟି
ନୂଆଦିଲ୍ଲୀ: ରାଜ୍ୟରେ ଅଗ୍ନିଶମ ବାହିନୀକୁ ଆହୁରି ସଶକ୍ତ କରିବାକୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ସହ ୩ଟି ରାଜ୍ୟ ପାଇଁ ମୋଟ ୭୨୫.୬୨ କୋଟି ମଞ୍ଜୁରୀ!-->…
Read More...
Read More...
ଯବାନଙ୍କ ଏନକାଉଣ୍ଟରରେ ୧୧ ନିହତ, ଜଣେ ଯବାନ ଗୁରୁତର
ଜିରିବାମ୍: ମଣିପୁରରେ ସେନାକୁ ମିଳିଛିବଡ ସଫଳତା। ହୋଇଛି ବଡ଼ ଧରଣର ଏନକାଉଣ୍ଟର। ଜିରିବାମ୍ ଅଞ୍ଚଳରେ ହୋଇଛି ଏହି ଏନକାଉଣ୍ଟର। ଜିରିବାମ୍ ଅଞ୍ଚଳରେ ସିଆରପିଏଫ୍ ଯବାନଙ୍କ ଏନକାଉଣ୍ଟରରେ ୧୧ ସନ୍ଦିଗ୍ଧ ଆତଙ୍କୀ ନିହତ ହୋଇଛନ୍ତି। ପ୍ରତି ଆକ୍ରମଣରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ଆହତ!-->…
Read More...
Read More...
ମହର୍ଷି କଲେଜରେ ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ମାଡ଼
ଭୁବନେଶ୍ୱର: ଅଶାନ୍ତ ରାଜଧାନୀ ଭୁବନେଶ୍ୱରର ମହର୍ଷି କଲେଜ। ଭାଙ୍ଗିଲା ବିୟର ବୋତଲ। ଲାଇବ୍ରେରୀ ଆସିଷ୍ଟାଣ୍ଟଙ୍କୁ ଛାତ୍ରଙ୍କ ମାଡ଼। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି!-->…
Read More...
Read More...
ଆଉ ଉଡିବନି ଭିସ୍ତାରା
ନୂଆଦିଲ୍ଲୀ: ଆଉ ଉଡିବନି ଭିସ୍ତାରା। ଆଜି ଭିସ୍ତାରା ବିମାନରେ ଶେଷ ଦିନ। ଆଜି ଶେଷ ଉଡାଣ ଭରିବ ଭିସ୍ତାରା ବିମାନ। ଆସନ୍ତାକାଲି ମଙ୍ଗଳବାରଠାରୁ ଏହାର କମାଣ ସମ୍ଭାଳିବ ଏୟାର ଇଣ୍ଡିଆ। ମଙ୍ଗଳବାର ଠାରୁ ଭିସ୍ତାରା ବିମାନ ଏୟାର ଇଣ୍ଡିଆ ନାଁରେ ଉଡ଼ିବ। ଏୟାର ଇଣ୍ଡିଆ ସହିତ ମିଶ୍ରଣ ହେବାକୁ!-->…
Read More...
Read More...
ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ
ପୁରୀ: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ। ଏବେ ସନ୍ଧ୍ୟା ବଦଳରେ ଧ୍ୱଜାବନ୍ଧା ନୀତି ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ହେବ ।ୟେ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ!-->…
Read More...
Read More...
ବଦଳିଲା ନର୍ସଙ୍କ ଡ୍ରେସ୍
ଭୁବନେଶ୍ବର: ଏବେ ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍ କୋଡ୍ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ!-->…
Read More...
Read More...