Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ସାତପଡ଼ାରେ ଆରମ୍ଭ ହେଲା ଡଲଫିନ୍ ଗଣନା
ପୁରୀ: ଚିଲିକାର ସାତପଡ଼ାରେ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ସମଗ୍ର ଚିଲିକାରେ ଡଲ୍ଫିନ୍ ଗଣନା ଆରମ୍ଭ ହୋଇଛି। ଆଜିଠାରୁ ୩ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ଅର୍ଥାତ୍ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ ଡଲଫିନ ଗଣନା। ପ୍ରତିଦିନ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଯାଏଁ ଚାଲିବ ଗଣନା। ଏହି!-->…
Read More...
Read More...
ରାଜ୍ୟରେ ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍ ପୋଲିସ
ଭୁବନେଶ୍ବର: ରବିବାର ଭୁବନେଶ୍ୱର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସଡ଼କ ଦୁର୍ଘଟଣା, ସାଇବର ଅପରାଧ ରୋରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ!-->…
Read More...
Read More...
ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ
ଭୁବନେଶ୍ବର: ଅନିଲ-ହଂସିତାଙ୍କୁ ନେଇ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। କେବଳ ଠକେଇ ନୁହେଁ, ହଂସିତା ଓ ଅନିଲ ଯୁବତୀ ଚାଲାଣରେ ସମ୍ପୃକ୍ତ ଥିଲେ ବୋଲି ତଦନ୍ତରୁ ଜଣାପଡ଼ିଛି। ଏହି ଯୋଡ଼ି ବଡ଼ବଡ଼ିଆଙ୍କୁ ଖୁସି କରିବା ଲାଗି ଯୁବତୀ ଚାଲାଣ କରୁଥିବା ପୁଲିସ ସେମାନଙ୍କଠାରୁ ଜବତ!-->…
Read More...
Read More...
ବିବାହ ବନ୍ଧନରେ ବାନ୍ଧିହେଲେ ନୀରଜ ଚୋପ୍ରା
ନ୍ୟୁଜ୍ ବ୍ୟୁରୋ: ଖେଳପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଗୋଲ୍ଡେନ ବୟ ତଥା ଭାରତର ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ନୀରଜ ସୋସିଆଲ ମିଡିଆ ମାଧ୍ୟମରେ ବିବାହ ଉତ୍ସବର କିଛି ଫଟୋ ଶେୟାର କରିଛନ୍ତି
ହିମାନୀ ମୋରଙ୍କୁ ବିବାହ କରିଥିବା ସୂଚନା!-->!-->!-->…
Read More...
Read More...
ଯାତ୍ରୀବାହୀ ଡଙ୍ଗା ଓଲଟି ୩ ମୃତ
ବିହାର: ଯାତ୍ରୀବାହୀ ଡଙ୍ଗା ଓଲଟି ଚଲିଗଲା ୩ ଜଣଙ୍କ ଜୀବନ। ବିହାର କଟିହାର ଜିଲ୍ଲାରେ ସକାଳୁ ସକାଳୁ ଏକ ବଡ଼ ଧରଣର ଅଘଟଣ ଘଟିଛି। ଗଙ୍ଗା ନଦୀରେ ଡଙ୍ଗା ଓଲଟିବା ଯୋଗୁଁ ୩ ଜଣଙ୍କ ଜୀବନ ଚାଲିଯାଇଛି। ଡଙ୍ଗାରେ ୧୭ଜଣ ଥିବା ବେଳେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।ଖବର ମୁତାବକ, ଡଙ୍ଗାଟି ଦକ୍ଷିଣ!-->…
Read More...
Read More...
ବଢିଲା ଅଫିସରଙ୍କ ଗାଡ଼ି ଭଡ଼ା
ଭୁବନେଶ୍ବର: ତେଲ ଦର ବଢୁଥିବା କାରଣରୁ ଅଫିସରମାନେ ବ୍ୟବହାର କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ ଗାଡ଼ି ଉପଯୋଗ ପାଇଁ ବର୍ଦ୍ଧିତ ଦର ଦେବାକୁ ପଡ଼ିବ। ନିଜ ବାସଭବନରୁ ଅଫିସକୁ ଯିବାଆସିବା, ଅଫିସ୍ କାମରେ!-->…
Read More...
Read More...
ମହାକୁମ୍ଭ ମେଳାରେ ଭୟାବହ ଅଗ୍ନିକାଣ୍ଡ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଥିବା ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ମହାକୁମ୍ଭ ଟେଣ୍ଟ ସିଟିର ସେକ୍ଟର ୧୯ରେ ଏହି ଅଗ୍ନିକାଣ୍ଡ ଘଟିଛି। ରୋଷେଇ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଏହା ଘଟିଥିବା ପୁଲିସ କହିଛି।
!-->!-->!-->…
Read More...
Read More...
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଗର୍ଭଗୃହ ଫଟୋ
ପୁରୀ: ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତରର ଫଟୋ ଓ ଭିଡିଓ। ଏଥର ସିଧା ଗର୍ଭଗୃହର ଫଟୋ ଓ ଭିଡିଓ ଭାଇରାଲ ହୋଇଛି। ଭାଇରାଲ ଭିଡିଓରେ ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଛି। କେବଳ ଗର୍ଭଗୃହ ନୁହେଁ ବରଂ ୨୨ ପାହଚ, ଭିତରବେଢା ଓ!-->…
Read More...
Read More...
ସୈଫଙ୍କୁ ଛୁରାମାଡ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ
ମୁମ୍ବାଇ: ଅଭିନେତା ସୈଫ ଅଲି ଖାନଙ୍କୁ ଆକ୍ରମଣ ଘଟଣାରେ ପୋଲିସକୁ ମିଳିଛି ବଡ ସଫଳତା। ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ମୁମ୍ବାଇ ପୋଲିସ। ରବିବାର ହିରାନାନ୍ଦାନୀ ଅଞ୍ଚଳରୁ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ବାଂଲାଦେଶୀ ହୋଇଥିବା ସନ୍ଦେହ କରାଯାଉଛି।ପୋଲିସ ସୂଚନା!-->…
Read More...
Read More...
ଘନ କୁହୁଡି ନେଇ ୪ ଜିଲ୍ଲାକୁ ସତର୍କତା ଜାରି
ଆହୁରି ୫ ଦିନ ଶୀତରେ ଥରିବ ଓଡିଶା
ଭୁବନେଶ୍ବର: ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରୀ। ଏହା ଆହୁରି ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏହା ସାଙ୍ଗକୁ ଘନ କୁହୁଡି!-->!-->!-->…
Read More...
Read More...