ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
Browsing Category

Today’s Highlight

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍‌ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…
Read More...

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ…
Read More...

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୨୦ ତାରିଖରୁ ଟ୍ରାଏଲ୍ ରନ୍ ହେବ। ମହିଳା ଓ ପୁରୁଷ ଦର୍ଶନାର୍ଥୀଙ୍କ ପାଇଁ ଅଲଗା ଅଲଗା ଧାଡ଼ିରେ ଦର୍ଶନ ବ୍ୟବସ୍ଥା ହେବ। ଯେଉଁମାନେ ପରିବାର ସହ ଯାଇ ଦର୍ଶନ କରିବାକୁ ଚାହିଁବେ, ସେମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା ହେବ ବୋଲି…
Read More...

କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ

ଭୁବନେଶ୍ବର: କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ। ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାରଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା…
Read More...

ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।…
Read More...

ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଆରପିଏଫ୍ ଏଏସଆଇ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଆରପିଏଫର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ସାହାଯ୍ୟ କରିବା ବାହାନା କରି ଜଣେ ଯୁବତୀଙ୍କ ସହିତ ଅସଦାଚରଣ ଅଭିଯୋଗରେ ବୁଧବାର ଗିରଫ ହୋଇଛନ୍ତି। ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ୱର…
Read More...

ଭୁବନେଶ୍ଵରରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ବର: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀ ବୁଧବାର ରାତି ପ୍ରାୟ ୮ଟା ୧୫ ମିନିଟରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଏକ ସ୍ଵତନ୍ତ୍ର ବିମାନ ଯୋଗେ ମୋଦୀ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦର ବାହାରେ…
Read More...

ନିର୍ଦ୍ଦୋଷରେ ଖଲାସ ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ। ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ।…
Read More...

ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌

ଭୁବନେଶ୍ବର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍‌। ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍‌ କରୁଛି ଇଡି। ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି।…
Read More...

ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଛି।…
Read More...