Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ମାଟିରେ ମିଶିଲା ବିବାଦୀୟ ବୈକୁଣ୍ଠ ଆଶ୍ରମ
ଭୁବନେଶ୍ବର: ମାଟିରେ ମିଶିଲା ଖଣ୍ଡଗିରିସ୍ଥିତ ବୈକୁଣ୍ଠ ଆଶ୍ରମ। ଭରତପୁର ଥାନା ଅଧୀନ ଘାଟିକିଆ ମୌଜାରେ ସରକାରୀ ଜମି ଉପରେ ଥିବା ଶ୍ରୀ ବୈକୁଣ୍ଠଧାମ ଆଶ୍ରମକୁ ଶୁକ୍ରବାର ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବୁଲ୍ଡୋଜର ଲଗାଇ ଭାଙ୍ଗି ଦିଅଯାଇଛି। ନିର୍ଦ୍ଧାରିତ ସମୟ ୧୨ଟାରେ!-->…
Read More...
Read More...
ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ ମୃତ ଏକାଧିକ ଆହତ
ଆନ୍ଧ୍ରପ୍ରଦେଶ: ମର୍ମନ୍ତୁଦ ସଡକ ଦୁର୍ଘଟଣା। ଟିପରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୪ ଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି।। ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲ୍ଲାର ଗଙ୍ଗାସାଗରାମ ନିକଟରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ!-->…
Read More...
Read More...
ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍ ଖେଳରତ୍ନରେ ସମ୍ମାନିତ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍ ଅଲିମ୍ପିକ୍ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍ ଚମ୍ପିଆନ୍!-->…
Read More...
Read More...
ଶ୍ରୀହରିକୋଟାରେ ନିର୍ମାଣ ହେବ ତୃତୀୟ ଲଞ୍ଚ୍ ପ୍ୟାଡ୍
ନୂଆଦିଲ୍ଲୀ: ଭାରତୀୟ ସ୍ପେଶ୍ ସେକ୍ଟରକୁ ବୃଦ୍ଧି କରିବା ଲାଗି ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର କ୍ୟାବିନେଟ। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)ର ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍ ମହାକାଶ କେନ୍ଦ୍ରରେ ତୃତୀୟ ଲଞ୍ଚ୍ପ୍ୟାଡ୍ (ଟିଏଲ୍ପି) ନିର୍ମାଣ ହେବାକୁ!-->…
Read More...
Read More...
ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି
ଭୁବନେଶ୍ବର: ଓଡିଶାରେ ପହଁଚିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ସନ୍ମୁଗରତ୍ନମ। ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଓଡ଼ିଶା ସରକାରଙ୍କ!-->…
Read More...
Read More...
ସୈଫ ଅଲୀ ଖାନଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତ ଗିରଫ
ମୁମ୍ବାଇ: ଅଭିନେତା ସୈଫ ଅଲ୍ଲି ଖାନ୍ଙ୍କୁ ଛୁରାମାଡ଼ ଘଟଣାରେ ସନ୍ଦିଗ୍ଧ ଯୁବକଙ୍କୁ ଗିରଫ କରାଯାଇଛି। ସନ୍ଦିଗ୍ଧ ଯୁବକକୁ ମୁମ୍ବାଇ ପୋଲିସର ସ୍ପେଶାଲ ଟିମ ଗିରଫ କରିଛି। ବୁଧବାର ବିଳମ୍ବିତ ରାତିରେ ସୈଫଙ୍କ ଘରେ ପଶି ଅଭିଯୁକ୍ତ ଜଣକ ଛୁରା ମାଡ କରି ଫେରାର ହୋଇ ଯାଇଥିଲା। ବାନ୍ଦ୍ରା ପୋଲିସ!-->…
Read More...
Read More...
ନବ ଦାସଙ୍କ ଭାଇଙ୍କ ଘରେ ଆୟକର ଚଢ଼ାଉ
ସମ୍ବଲପୁର: ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ କିଶୋର ଦାସଙ୍କ ଭାଇ ବ୍ରଜ କିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆୟକର ଚଢାଉ ହୋଇଛି। ଆୟକର ଫାଙ୍କିବା ଅଭିଯୋଗରେ ସମ୍ବଲପୁର ଧନକଉଡ଼ାସ୍ଥିତ ତାଙ୍କ ବାସଭବନ, ଭଡ଼ାଘରେ ଓ କାର୍ଯ୍ୟାଳୟରେ ଚଢାଉ କରାଯାଇଛି।
ବ୍ରଜ ଦାସ ଜଣେ ସୁପରକ୍ଲାସ!-->!-->!-->…
Read More...
Read More...
ଶିମିଳିପାଳ ଜଗିବେ ପୋଲିସ ଫୋର୍ସ
ମୟୂରଭଞ୍ଜ: ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୁଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ମୁତୟନ ହେବେ ଏକ ପ୍ଲାଟୁନ ପୁଲିସ ଫୋର୍ସ। ଜଏଣ୍ଟ ଟାସ୍କ ଫୋର୍ସ ସହ ମିଶି ପାଟ୍ରୋଲିଂ ଓ ଚଢ଼ାଉ କରିବେ ବୋଲି ମୟୂରଭଞ୍ଜ ଏସପି ସୂଚନା ଦେଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି!-->…
Read More...
Read More...
ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା
ରାଜଗାଙ୍ଗପୁର: ସୁନ୍ଦରଗଡ ରାଜଗାଙ୍ଗପୁରରେ ଥିବା ଡାଲମିଆ ସିମେଣ୍ଟ କଂପାନୀରେ ବଡ଼ ଦୁର୍ଘଟଣା। ଷ୍ଟକ ରଖାଯାଉଥିବା କୋଇଲା ହପ୍ପର ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। କୋଇଲା ହପ୍ପର ଭୁଶୁଡ଼ି ପଡ଼ିବାରୁ ୩ରୁ୪ ଶ୍ରମିକ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଘଟଣାକୁ ନେଇ କାରଖାନା!-->…
Read More...
Read More...
୧୮ରୁ ଚିଲିକା ଓ ଭିତରକନିକାରେ ପକ୍ଷୀ ଗଣନା
ଭୁବନେଶ୍ବର: ଚଳିତମାସ ୧୮ ତାରିଖରୁ ଚିଲିକା ଓ ଭିତରକନିକାରେ ପକ୍ଷୀଗଣନା ଆରମ୍ଭ ହେବ। ୫ଟି ରେଞ୍ଜରେ ସକାଳ ୬ରୁ ୧୨ଟା ପର୍ଯ୍ୟନ୍ତ ପକ୍ଷୀଗଣନା କରାଯିବ। ରମ୍ଭା, ବାଲୁଗାଁ, ଟାଙ୍ଗୀ, ସାତପଡ଼ା, ଚିଲିକାରେ ପକ୍ଷୀଗଣନା ହେବ। ଏହି ଗଣନା ପାଇଁ ୨୧ଟି ଟିମ୍, ପ୍ରତି ଟିମ୍ରେ ୪ରୁ ୫ ଜଣ ରହିବେ!-->…
Read More...
Read More...