Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଲ୍ୟାଣ୍ଡମାଇନ ବିସ୍ଫୋରଣ: ୨ ଯବାନ ଗୁରୁତର
ଛତିଶଗଡ: ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଛତିଶଗଡ଼ର ବିଜାପୁର ଜିଲାରେ ପୁଣି ଥରେ ନକ୍ସଲଙ୍କ ଦ୍ଵାରା ଖଞ୍ଜା ଯାଇଥିବା ଆଇଇଡି ସଂସ୍ପର୍ଶରେ ଆସି ଆହତ ହୋଇଛନ୍ତି ଯବାନ। ବିସ୍ଫୋରଣରେ ସୁରକ୍ଷାବାହିନୀର ୨ ଜଣ ଯବାନ ଆହତ ହୋଇଛନ୍ତି।ଆହତଙ୍କୁ ଚିକିତ୍ସା!-->…
Read More...
Read More...
ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା
ନୂଆଦିଲ୍ଲୀ: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଏନେଇ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଚଳିତ ଜାନୁଆରୀ ମାସରୁ!-->…
Read More...
Read More...
ଭାରସାମ୍ୟ ହରାଇ ପୋଖରୀକୁ ଓଲଟିଲା କାର, ୨ ମୃତ
ପୁରୀ: ଭାରସ୍ୟାମ ହରାଇ ପୋଖରୀ ଭିତରକୁ ପଶିଗଲା କାର୍। ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ବର୍ତ୍ତିଗଲେ ଅନ୍ୟ ୨ ଯାତ୍ରୀ। କୋଣାର୍କ ନିମାପଡ଼ା ରାସ୍ତା ଜୁଣେଇ ଶଙ୍ଖଠାରେ ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା। କୋଣାର୍କରୁ ନିମାପଡ଼ା ଅଭିମୁଖେ ଯାଉଥିବା ବେଳେ କାରଟି ଭାରସ୍ୟାମ!-->…
Read More...
Read More...
ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା : ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା। ରାଜ୍ୟରେ ସର୍ବାଧିକ ସକ୍ଷମ ହେବ ଅଙ୍ଗନବାଡି କେନ୍ଦ୍ର। ଏନେଇ ବଡ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି ପରିଡା। ଖୁବଶୀଘ୍ର ଅଙ୍ଗନବାଡି କର୍ମୀଙ୍କ ଦରମା ବଢାଯିବ ବୋଲି କହିଛନ୍ତି!-->…
Read More...
Read More...
୮ମ ବେତନ ଆୟୋଗକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଜେଟ୍ ପୂର୍ବରୁ ଦେଇଛନ୍ତି ବଡ ଉପହାର। ୮ମ ବେତନ ଆୟୋଗ ପାଇଁ ମଞ୍ଜୁରୀ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନଶନଭୋଗୀମାନେ ଅଷ୍ଟମ ବେତନ କମିଶନ ପାଇଁ ଉତ୍ସାହର ସହିତ!-->…
Read More...
Read More...
ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଦାବି କଲେ ଦୀପାଳି ଦାସ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଚାଲିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ
!-->!-->!-->…
Read More...
Read More...
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ମାତୃବିୟୋଗ
ପୁରୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି। ୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।
ମିଳିଥିବା ସୂଚନା ଅନୁସାରେ ଲୋଭାବତୀ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ସେ କଟକରେ ଏକ!-->!-->!-->…
Read More...
Read More...
ସୈଫ୍ ଅଲ୍ଲୀ ଖାନଙ୍କୁ ଛୁରାମାଡ଼
ମୁମ୍ବାଇ: ବଲିଉଡରୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଖବର। ଅଭିନେତା ସୈଫ୍ ଅଲ୍ଲୀ ଖାନଙ୍କ ଉପରେ ଛୁରୀରେ ଆକ୍ରମଣ ହୋଇଛି। ଘରେ ପଶି ଜଣେ ଚୋର ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ କରିଥିଲା। ସୈଫଙ୍କୁ ଗୁରୁତର ଅବସ୍ଥାରେ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ରାତି ୨.୩୦ରେ!-->…
Read More...
Read More...
ବଦଳିଲା କଂଗ୍ରେସ ଠିକଣା
ନୂଆଦିଲ୍ଲୀ: ଦେଶର ସର୍ବପୁରାତନ ଦଳ କଂଗ୍ରେସର ଠିକଣା ବଦଳିଯାଇଛି। ପ୍ରାୟ ପାଞ୍ଚ ଦଶନ୍ଧି ପରେ କଂଗ୍ରେସ ପାଇଲା ନୂଆ ଠିକଣା। ୪୭ ବର୍ଷ ପରେ କଂଗ୍ରେସ ପାଇଲା ନୂଆ ମୁଖ୍ୟାଳୟ। ନୂଆଦିଲ୍ଲୀର ୯-ଏ କୋଟଲା ରୋଡ୍ ଏବେ କଂଗ୍ରେସର ନୂଆ ଠିକଣା ପାଲଟିଛି। ଏହା ପୂର୍ବରୁ କଂଗ୍ରେସ ମୁଖ୍ୟାଳୟ ଆକବର!-->…
Read More...
Read More...
ସ୍କୁଲ ସ୍ତରରେ ଲାଗୁ ହେଲା ଜାତୀୟ ଶିକ୍ଷାନୀତି-୨୦୨୦
ଭୁବନେଶ୍ବର; ସ୍କୁଲ ସ୍ତରରେ ଲାଗୁହେଲା ଜାତୀୟ ଶିକ୍ଷାନୀତି-୨୦୨୦। ଏହି ‘ଜାତୀୟ ଶିକ୍ଷାନୀତି’ ୨୦୨୪-୨୫ରୁ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶ କଲା ଗଣଶିକ୍ଷା ବିଭାଗ। ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦!-->…
Read More...
Read More...