Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଶ୍ରୀମନ୍ଦିର ରତ୍ନସିଂହାସନ ନିକଟରେ ଟଳିପଡ଼ିଲେ ସେବାୟତ
ପୁରୀ: ଶ୍ରୀମନ୍ଦିରରେ ଘଟିଛି ଅଘଟଣ। ସେବା କାର୍ଯ୍ୟ ବେଳେ ଟଳିପଡ଼ିଲେ ସେବାୟତ। ବୁଧବାର ଦ୍ବିପ୍ରହର ଧୂପ ପାଇଁ ରତ୍ନ ସିଂହାସନ ନିକଟରେ ପାଣି ପକାଉଥିବାବେଳେ ସୁଆରବଡୁ ସେବାୟତ ଜଗନ୍ନାଥ ମେକାପ ଟଳିପଡ଼ିଥିଲେ। ଶ୍ରୀମନ୍ଦିରରେ ଦ୍ୱିପ୍ରହର ଧୂପ ପାଇଁ ସିଂହାସନରେ ପାଣି ପକାଉଥିବା ସମୟରେ!-->…
Read More...
Read More...
କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି। ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମୟରେ କେନ୍ଦୁଝରର ବିକାଶ ପାଇଁ ଏମଓୟୁ ସ୍ୱାକ୍ଷର!-->…
Read More...
Read More...
ଗୁଡ଼ିସୂତାରେ କଟି ୨ ଜଣ ଆହତ
କଟକ: ମକରରେ ଗୁଡ଼ିଉଡ଼ାକୁ ନେଇ ପୁଣି ଘଟିଛି ଅଘଟଣ।ପୁଣି ଗୁଡ଼ି ସୂତା ଲାଗି ଦୁଇ ଜଣ ଆହତ। ଗୁଡ଼ିସୂତା ଲାଗି ଦୁଇଜଣଙ୍କ ବେକ ଓ ନାକ କଟିଛି। କଟକ ନୂଆ ବଜାର ରେଲୱେ ଓଭରବ୍ରିଜ ଉପରେ ଘଟିଛି ଏହି ଅଘଟଣ। ଏହି ଓଭରବ୍ରିଜ୍ରେ ବାଇକ୍ରେ ଯାଉଥିବା ବେଳେ ପ୍ଲାଷ୍ଟିକ ଚାଇନା ଗୁଡ଼ିସୂତା ଦୁଇ ବାଇକ!-->…
Read More...
Read More...
ଧରାପଡିଲା ସ୍କୁଲକୁ ବୋମା ଧମକ ଦେଉଥିବା ଅଭିଯୁକ୍ତ
ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦିଲ୍ଲୀର ପ୍ରାୟ ସମସ୍ତ ସ୍କୁଲକୁ ବୋମା ଧମକ ଆସୁଥିଲା। ତେବେ ଏହି ଘଟଣାରେ ଦିଲ୍ଲୀ ପୋଲିସ ଜଣେ ଛାତ୍ରଙ୍କୁ ଗିରଫ କରିଛି। ଏହି ଘଟଣା ପଛରେ କେହି ବଡ ବ୍ୟକ୍ତି ନୁହେଁ ବରଂ ଜଣେ ଛାତ୍ର ଥିଲା। ତେବେ ଦିଲ୍ଲୀ ପୋଲିସ ମଙ୍ଗଳବାର ଦିନ କହିଛି ଯେ ବୋମା ଧମକ ପଠାଇବା!-->…
Read More...
Read More...
ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଶ୍ରୀମନ୍ଦିରରେ!-->…
Read More...
Read More...
ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର
ଭୁବନେଶ୍ବର: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି। ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା ହେଉଛି।!-->…
Read More...
Read More...
ଅମୃତ ସ୍ନାନରେ ୩.୫ କୋଟିରୁ ଉର୍ଦ୍ଧ ଶ୍ରଦ୍ଧାଳୁ ପକାଇଲେ ବୁଡ଼
ଉତ୍ତରପ୍ରଦେଶ: ପ୍ରୟାଜରଜ ମହାକୁମ୍ଭ ୨୦୨୫ ରେ ମକର ସଂକ୍ରାନ୍ତି ଅବସରରେ ପ୍ରଥମ ଅମୃତ ସ୍ନାନ ପର୍ବ ଉପଲକ୍ଷେ ତ୍ରିବେଣୀ ଘାଟରେ ସ୍ନାନ ପାଇଁ ଭକ୍ତଙ୍କ ସୁଅ ଛୁଟିଛି। କୁହାଯାଉଛି ଯେ, ପ୍ରଥମ ଅମୃତ ସ୍ନାନ ପର୍ବରେ ୩.୫ କୋଟିରୁ ଅଧିକ ସନ୍ଥ ଏବଂ ଶ୍ରଦ୍ଧାଳୁ ସଂଘମରେ ଆସ୍ଥାର ବୁଡ଼ ପକାଇଛନ୍ତି।!-->…
Read More...
Read More...
ଜେଡ୍-ମୋଡ୍ ଟନେଲ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ବହୁ ପ୍ରତୀକ୍ଷିତ ଜେଡ୍-ମୋଡ୍ ଟନେଲ ଉଦଘାଟିତ। ସୋମବାର କଶ୍ମୀରରେ ଜେଡ୍ ମୋଡ୍ ଟନେଲର ଲୋକାପର୍ଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଟନେଲ୍ ୨୭ ଶହ କୋଟି ଟଙ୍କାରେ ନିର୍ମାଣ ହୋଇ। ଏବେ ସୋନମାର୍ଗରୁ ଗୁଲମର୍ଗ ଯାତ୍ରା ହେବ ଆହୁରି ସହଜ। ଏବେ ପ୍ରତି!-->…
Read More...
Read More...
ମାଞ୍ଜା ସୂତା ଲାଗି କଟିଗଲା ବେକ
କଟକ: ଆସନ୍ତାକାଲି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ସବୁଠି ଗୁଡି ଉଡା ଆରମ୍ଭ ହୋଇଯାଇଛି। କାଳ ସାଜିଛି ମାଞ୍ଜା ସୁତା। ଏହାରି ମଧ୍ୟରେ କଟକରେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। ମାଞ୍ଜା ସୂତା ଲାଗି ଜଣେ ଯୁବକଙ୍କ ବେକ କଟିଯାଇଛି। ଗୁଡି ଉଡାରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ ମାଞ୍ଜା ସୁତା!-->…
Read More...
Read More...
ମହାକୁମ୍ଭରେ ବୁଡ ପକାଉଛନ୍ତି ଲକ୍ଷ ଲକ୍ଷ ସନ୍ଥ,ଶ୍ରଦ୍ଧାଳୁ
ଉତ୍ତର ପ୍ରଦେଶ: ଆଜିଠାରୁ ସଙ୍ଗମ୍ ନଗରୀ ପ୍ରୟାଗରାଜରେ ଆରମ୍ଭ ହୋଇଛି ମହାକୁମ୍ଭ ମେଳା। ଭାରତୀୟ ସଂସ୍କୃତି, ଚେତନା ଓ ବିଶ୍ବାସର ମହାପର୍ବ ତଥା ବିଶ୍ବର ସର୍ବବୃହତ୍ତ ଆଧ୍ୟାତ୍ମିକ ମେଳା। ଆଜି ପବିତ୍ର ପୌଷ ପୂର୍ଣ୍ଣିମାଠୁ ଏହି ଭବ୍ୟ,ଦିବ୍ୟ ସଙ୍ଗମ ତୀର୍ଥନଗରୀ ଉତ୍ତର ପ୍ରଦେଶର ପ୍ରୟାଗରାଜରେ!-->…
Read More...
Read More...