Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଅମୃତ ସ୍ନାନରେ ୩.୫ କୋଟିରୁ ଉର୍ଦ୍ଧ ଶ୍ରଦ୍ଧାଳୁ ପକାଇଲେ ବୁଡ଼
ଉତ୍ତରପ୍ରଦେଶ: ପ୍ରୟାଜରଜ ମହାକୁମ୍ଭ ୨୦୨୫ ରେ ମକର ସଂକ୍ରାନ୍ତି ଅବସରରେ ପ୍ରଥମ ଅମୃତ ସ୍ନାନ ପର୍ବ ଉପଲକ୍ଷେ ତ୍ରିବେଣୀ ଘାଟରେ ସ୍ନାନ ପାଇଁ ଭକ୍ତଙ୍କ ସୁଅ ଛୁଟିଛି। କୁହାଯାଉଛି ଯେ, ପ୍ରଥମ ଅମୃତ ସ୍ନାନ ପର୍ବରେ ୩.୫ କୋଟିରୁ ଅଧିକ ସନ୍ଥ ଏବଂ ଶ୍ରଦ୍ଧାଳୁ ସଂଘମରେ ଆସ୍ଥାର ବୁଡ଼ ପକାଇଛନ୍ତି।!-->…
Read More...
Read More...
ଜେଡ୍-ମୋଡ୍ ଟନେଲ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ବହୁ ପ୍ରତୀକ୍ଷିତ ଜେଡ୍-ମୋଡ୍ ଟନେଲ ଉଦଘାଟିତ। ସୋମବାର କଶ୍ମୀରରେ ଜେଡ୍ ମୋଡ୍ ଟନେଲର ଲୋକାପର୍ଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଟନେଲ୍ ୨୭ ଶହ କୋଟି ଟଙ୍କାରେ ନିର୍ମାଣ ହୋଇ। ଏବେ ସୋନମାର୍ଗରୁ ଗୁଲମର୍ଗ ଯାତ୍ରା ହେବ ଆହୁରି ସହଜ। ଏବେ ପ୍ରତି!-->…
Read More...
Read More...
ମାଞ୍ଜା ସୂତା ଲାଗି କଟିଗଲା ବେକ
କଟକ: ଆସନ୍ତାକାଲି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ସବୁଠି ଗୁଡି ଉଡା ଆରମ୍ଭ ହୋଇଯାଇଛି। କାଳ ସାଜିଛି ମାଞ୍ଜା ସୁତା। ଏହାରି ମଧ୍ୟରେ କଟକରେ ଏକ ବଡ ଅଘଟଣ ସାମ୍ନାକୁ ଆସିଛି। ମାଞ୍ଜା ସୂତା ଲାଗି ଜଣେ ଯୁବକଙ୍କ ବେକ କଟିଯାଇଛି। ଗୁଡି ଉଡାରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ ମାଞ୍ଜା ସୁତା!-->…
Read More...
Read More...
ମହାକୁମ୍ଭରେ ବୁଡ ପକାଉଛନ୍ତି ଲକ୍ଷ ଲକ୍ଷ ସନ୍ଥ,ଶ୍ରଦ୍ଧାଳୁ
ଉତ୍ତର ପ୍ରଦେଶ: ଆଜିଠାରୁ ସଙ୍ଗମ୍ ନଗରୀ ପ୍ରୟାଗରାଜରେ ଆରମ୍ଭ ହୋଇଛି ମହାକୁମ୍ଭ ମେଳା। ଭାରତୀୟ ସଂସ୍କୃତି, ଚେତନା ଓ ବିଶ୍ବାସର ମହାପର୍ବ ତଥା ବିଶ୍ବର ସର୍ବବୃହତ୍ତ ଆଧ୍ୟାତ୍ମିକ ମେଳା। ଆଜି ପବିତ୍ର ପୌଷ ପୂର୍ଣ୍ଣିମାଠୁ ଏହି ଭବ୍ୟ,ଦିବ୍ୟ ସଙ୍ଗମ ତୀର୍ଥନଗରୀ ଉତ୍ତର ପ୍ରଦେଶର ପ୍ରୟାଗରାଜରେ!-->…
Read More...
Read More...
ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ପାଇଁ ସୋମବାର ବୁଝାମଣା ପତ୍ର!-->…
Read More...
Read More...
ଲୋକସେବା ଭବନରୁ ନକଲି ସେକ୍ସନ ଅଫିସର ଗିରଫ
ଭୁବନେଶ୍ବର: ଲୋକସେବା ଭବନରୁ ଜଣେ ଦଲାଲକୁ ଗିରଫ କରିଛି କମିଶନରେଟ ପୁଲିସ୍। ରାଜ୍ୟର ସେକ୍ରାଟାରିଏଟ ଭିତରେ ରହି ଚୂନ ଲଗାଉଥିଲା ଦଲାଲ। ମିଛ ପରିଚୟ ପତ୍ର ସହ ନିଜକୁ ଓଡିଶା ସରକାରଙ୍କ କର୍ମଚାରୀ ଭାବେ ପରିଚିତ କରିଥିଲେ। ଚାକିରି କରାଇଦେବାକୁ କହି ଲକ୍ଷାଧିକ ଟଙ୍କା ଠକୁଥିଲେ। ଦଲାଲ ଜଣକ!-->…
Read More...
Read More...
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ଵିତୀୟ ବର୍ଷରେ ପଢ଼ୁଥିଲେ। ମୃତ ଛାତ୍ରୀଙ୍କ ନାମ ଉତ୍କଳିକା ସ୍ୱାଇଁ । ସେ!-->…
Read More...
Read More...
ବଢିବ ତାପମାତ୍ରା, କମିବ ଶୀତ
ଭୁବନେଶ୍ବର: ରାଜ୍ୟ ରେ ଗତ କିଛି ଦିନ ଧରି ରାତି ତାପମାତ୍ରା କମ୍ ରହିବା ଯୋଗୁଁ ଶୀତ ଅନୁଭୂତ ହେଉଛି। କିନ୍ତୁ ଏବେ ରାତି ତାପମାତ୍ରା ୨-୪°C ଯାଏଁ ବୃଦ୍ଧି ପାଇବ ଓ ଦିନ ତାପମାତ୍ରା ୧-୨°C ବୃଦ୍ଧି ହେବ ତେଣୁ ଶୀତ ର ପ୍ରଭାବ ଆସନ୍ତା ୩-୪ ଦିନ ଯାଏଁ କମ୍ ରହିବ।
ଆସନ୍ତା ୪୮ ଘଣ୍ଟା!-->!-->!-->…
Read More...
Read More...
ପୁଣି ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ
ପୁରୀ; ପୁଣି ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ଫଟୋ। ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ ହୋଇଛି। ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋକୁ ଜଣେ ଯୁବକ ଭାଇରାଲ କରିଥିବା ସୂଚନା ମିଳିଛି।
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ!-->!-->!-->…
Read More...
Read More...
କଂସ ଦରବାରରେ ମୁଖ୍ୟମନ୍ତ୍ରୀ
ବରଗଡ଼: ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ,!-->…
Read More...
Read More...