ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ
Browsing Category

Today’s Highlight

ନିଖୋଜ କମିଶନ ରିପୋର୍ଟ ମାମଲାରେ ଭି.କେ. ପାଣ୍ଡିଆନଙ୍କୁ ପୋଲିସର ନୋଟିସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (ସିଏମ୍‌ଓ)ରୁ ଦୁଇଟି ତଦନ୍ତ କମିଶନ ରିପୋର୍ଟ ନିଖୋଜ ହୋଇଥିବା ଅଭିଯୋଗ ମାମଲାରେ ପୂର୍ବତନ ଆଇଏଏସ୍ ଅଧିକାରୀ ଭି.କେ. ପାଣ୍ଡିଆନଙ୍କୁ ନୋଟିସ ଜାରି କରିଛି ଓଡ଼ିଶା ପୋଲିସ। ଭୁବନେଶ୍ୱର କ୍ୟାପିଟାଲ ଥାନା ପକ୍ଷରୁ ଜାରି ହୋଇଥିବା ଏହି ନୋଟିସରେ…
Read More...

ସୁଟକେସ୍‌ ଭିତରେ ମହିଳାଙ୍କ ମୃତଦେହ ଉଦ୍ଧାର

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ସହର ଉପକଣ୍ଠରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ରାମୋହଲ୍ଲି ହ୍ରଦରେ ଭାସୁଥିବା ଏକ ସୁଟକେସ୍‌ ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି ବୋଲି ପୁଲିସ ସୂଚନା ଦେଇଛି। ଏହି ହ୍ରଦ କୁମ୍ବଳଗୋଡୁ ଥାନା ଅଞ୍ଚଳ ଅନ୍ତର୍ଗତ…
Read More...

ସେପ୍ଟେମ୍ବର ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ବର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ବା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଦାବି ଓ ଅଭିଯୋଗର ସମାଧାନ ସେପ୍ଟେମ୍ବର ୨ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହାପରେ ସେପ୍ଟେମ୍ବର ୬, ୨୦୨୬ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ…
Read More...

ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ଇଂଲିଶ ବନାନ ବାଧ୍ୟତାମୂଳକ

ଭୁବନେଶ୍ବର: ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଓ ସହରାଞ୍ଚଳ ନାମଗୁଡ଼ିକର ସଂଶୋଧିତ ଇଂଲିଶ ବନାନକୁ ତୁରନ୍ତ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗର ଅତିରିକ୍ତ…
Read More...

ବର୍ଷା ସହ ବଢ଼ୁଛି ଡେଙ୍ଗୁ ଚିନ୍ତା: ରାଜ୍ୟରେ ୨୬୦ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଡେଙ୍ଗୁ ସଂକ୍ରମଣ ନେଇ ଚିନ୍ତା ବଢ଼ିଛି। ଚଳିତବର୍ଷ ଏପର୍ଯ୍ୟନ୍ତ ୨୬୦ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ସଂଖ୍ୟା କମ୍ ରହିଛି। ତଥାପି ଆଗାମୀ ଅଗଷ୍ଟ, ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ବଢ଼ିବାର ଆଶଙ୍କା…
Read More...

ସେପ୍ଟେମ୍ବର ୧ରୁ ପଶ୍ଚିମବଙ୍ଗରେ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ସରକାର ସରକାରୀ କାର୍ଯ୍ୟକଳାପରେ ବଙ୍ଗଳା ଭାଷାର ବ୍ୟବହାରକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ନିୟମ କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଘୋଷଣା କରିଛନ୍ତି। କେନ୍ଦ୍ର ସରକାର…
Read More...

ଅମରନାଥ, ବୈଷ୍ଣୋଦେବୀ ଓ ଶିବ ଖୋରୀ ଯାତ୍ରା ସାମୟିକ ଭାବେ ସ୍ଥଗିତ

ଜମ୍ମୁ-କାଶ୍ମୀର: ଜାମ୍ମୁ ଓ କାଶ୍ମୀରରେ ଆଗାମୀ କିଛି ଦିନ ମଧ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଅମରନାଥ ଯାତ୍ରା ସହିତ ମାତା ବୈଷ୍ଣୋଦେବୀ ଏବଂ ଶିବ ଖୋରୀ ମନ୍ଦିର ଯାତ୍ରାକୁ ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ତୀର୍ଥଯାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ…
Read More...

ଚିକିତ୍ସା ପାଇଁ ଦିଲ୍ଲୀ ଗଲେ ଲାଲୁ ପ୍ରସାଦ ଯାଦବ

ବିହାର: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ଅଧ୍ୟକ୍ଷ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ସ୍ୱାସ୍ଥ୍ୟଗତ ଜଟିଳତା ପରେ ଉନ୍ନତ ଚିକିତ୍ସା ପାଇଁ ସୋମବାର ନୂଆଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ପତ୍ନୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଏବଂ ଝିଅ ତଥା ରାଜ୍ୟସଭା ସାଂସଦ…
Read More...

ଭାରତରେ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’କୁ ମିଳିଲା ମଞ୍ଜୁରୀ

୪ରୁ ୬୦ ବର୍ଷ ବୟସ୍କ ନେଇପାରିବେ ଟିକାନୂଆଦିଲ୍ଲୀ: ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ) ଜାପାନର ତାକେଦା ବାୟୋଫାର୍ମାସ୍ୟୁଟିକାଲ୍ସ ଦ୍ୱାରା ବିକଶିତ ଡେଙ୍ଗୁ ଟିକା ‘କ୍ୟୁଡେଙ୍ଗା’ (Qdenga) କୁ ଭାରତରେ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିଛି। ନୂତନ ଔଷଧ ଓ…
Read More...

ସମୃଦ୍ଧି ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା: ୫ ମୃତ, ଜଣେ ଗୁରୁତର

ମହାରାଷ୍ଟ୍ର: ମହାରାଷ୍ଟ୍ରର ୱାର୍ଧା ଜିଲ୍ଲାରେ ଘଟିଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ଜୀବନ ଯାଇଛି। ପୁଲଗାଁ ଥାନା ଅଧୀନ ବିରୁଲ ଇଣ୍ଟରଚେଞ୍ଜ ନିକଟରେ ସମୃଦ୍ଧି ଏକ୍ସପ୍ରେସୱେରେ ଏହି ମର୍ମନ୍ତୁଦ ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ କାର ଚାଳକ ଓ ଟ୍ରକ୍ ଚାଳକ ମଧ୍ୟ ରହିଛନ୍ତି।…
Read More...