Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ମିଳିବ ପୁରସ୍କାର
ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମରେ ଏକ ବଡ଼ ଘୋଷଣା କରିଛନ୍ତି। ସରକାର ସଡ଼କ ଦୁର୍ଘଟଣା ପୀଡିତଙ୍କୁ ତୁରନ୍ତ ଡାକ୍ତରଖାନା ନେଉଥିବା ଲୋକଙ୍କୁ ଦିଆଯାଉଥିବା ପୁରସ୍କାର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି।
ଏକ!-->!-->!-->…
Read More...
Read More...
ଲୋକଙ୍କୁ ନିର୍ବାଚନ ଖର୍ଚ୍ଚ ମାଗିଲେ ଆତିଶୀ
ନୂଆଦିଲ୍ଲୀ: ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଯାଉଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହି ନିର୍ବାଚନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ କାଲକାଜି ଆସନରୁ ଆମ ଆଦମୀ ପାର୍ଟିରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ନିର୍ବାଚନ ଖର୍ଚ୍ଚ ପାଇଁ ସେ ଜନସାଧାରଣଙ୍କୁ ଟଙ୍କା ମାଗିଛନ୍ତି। କ୍ରାଉଡଫଣ୍ଡିଂ!-->…
Read More...
Read More...
ବନ ବିଭାଗ ଉପରେ ଫାୟାରିଂ କଲେ ମାଛ ମାଫିଆ
ରାଜନଗର: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ୍ ମାଛ ମାରୁଥିବା ବେଳେ ରେଡ୍ କରିଥିଲା ବନବିଭାଗ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର!-->…
Read More...
Read More...
ମହାକୁମ୍ଭ ପାଇଁ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ବସ
ଭୁବନେଶ୍ବର: ବିଶ୍ୱ ପ୍ରସିଦ୍ଧ ମହାକୁମ୍ଭ ମେଳା ୨୦୨୫ରେ ସାମିଲ ହେବାକୁ ଓଡ଼ିଶାରୁ ଅଯୋଧ୍ୟାକୁ ଆରମ୍ଭ ହେଲା ବସ୍ ସେବା। ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ୪ଟି ଅତ୍ୟାଧୁନିକ ବସ୍କୁ ପତାକା ଦେଖାଇ ଭିଡିଓ କନଫରେସିଂ ମାଧ୍ୟମରେ ରବିବାର ଶୁଭାରମ୍ଭ କରିଛନ୍ତି!-->…
Read More...
Read More...
ସୁଭଦ୍ରା ପୋର୍ଟାଲରୁ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃସାମିଲ
ଭୁବନେଶ୍ୱର: ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି। ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମରୁ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ।
ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ ଅଧିକ!-->!-->!-->…
Read More...
Read More...
ବିରୋଧୀ ଦଳ ନେତାଙ୍କୁ ଭେଟିଲେ ସହଦେଵଙ୍କ ପରିବାର
ପରିବାର କୁ ପଚାଶ ହଜାର ଟଙ୍କା ସହାୟତା ଦେଲେ ନବୀନଭୁବନେଶ୍ୱର: ଚଳିତ ଜାନୁଆରୀ ୮ ତାରିଖ ସକାଳେ ପ୍ରବାସୀ ଭାରତୀୟ ଦିବସ ପାଇଁ ଉତ୍ସବ ମୁଖର ଥିବା ଭୁବନେଶ୍ୱର ରେ ଚଞ୍ଚଲ୍ୟ ସୃଷ୍ଟି କରିଥିଲା ରସୁଲଗଡ଼ ଫ୍ଲାଇ ଓଭରରେ ଭୁବନେଶ୍ୱର ମହାନଗର ନିଗମ ସାନିଟାରି ସୁପରଭାଇଜର ସହଦେଵ ନାୟକ ଙ୍କୁ!-->…
Read More...
Read More...
୪୮ ଘଣ୍ଟା ଯାଏଁ ରହିବ ଶୀତ, ୧୨ ରୁ କମିବ
ଭୁବନେଶ୍ବର: ଏବେ ରାଜ୍ୟ ରେ ଶୀତ ର ପ୍ରଭାବ ରହିଛି। ଉତ୍ତର ପଶ୍ଚିମ ଦିଗ ରୁ ଥଣ୍ଡା ଓ ଶୁଷ୍କ ପବନ ପ୍ରବାହ, ମେଘମୁକ୍ତ ଆକାଶ, ସକ୍ରିୟ ପାଣିପାଗ ସିଷ୍ଟମ୍ ର ଅନୁପସ୍ଥିତି ଯୋଗୁଁ ଅଧିକାଂଶ ଅଞ୍ଚଳ ରେ ରାତି ତାପମାତ୍ରା ସ୍ଵାଭାବିକ ଠାରୁ କମ୍ ରହିଛି ତେଣୁ ଥଣ୍ଡା ଅନୁଭୂତ ହେଉଛି। ଏହିଭଳି!-->…
Read More...
Read More...
ଷ୍ଟିଲ ପ୍ଲାଣ୍ଟରେ ଚିମିନି ଭୁଶୁଡ଼ି ୪ ମୃତ
୨୫ରୁ ଅଧିକ ଶ୍ରମିକ ଦବିଥିବା ଆଶଙ୍କାଛତିଶଗଡ଼: ଛତିଶଗଡ଼ର ମୁଙ୍ଗେଲି ଜିଲ୍ଲାରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ। ପ୍ଲାଣ୍ଟର ଚିମନୀ ଭୁଶୁଡ଼ି ପଡ଼ିବାରୁ ୪ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ୨ ଜଣଙ୍କୁ ଜୀବିତ ଅବସ୍ଥାରେ ଧ୍ୱଂସାବଶେଷ ତଳୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।!-->…
Read More...
Read More...
ତେଲେଙ୍ଗାନାରେ ବସ୍ ଦୁର୍ଘଟଣା: ୪ ଓଡ଼ିଆ ମୃତ
ତେଲେଙ୍ଗାନା: ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଥିବା ସୂଚନା। ତେଲେଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣା ଘଟିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ କିଛି ଯାତ୍ରୀ ଆହତ ହୋଇଥିବା!-->…
Read More...
Read More...
ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ଛତିଶଗଡ଼ ପୋଲିସ
ଛତିଶଗଡ଼: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି।
ଆଜି!-->!-->!-->…
Read More...
Read More...