Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ସୁଭଦ୍ରା ପୋର୍ଟାଲରୁ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃସାମିଲ
ଭୁବନେଶ୍ୱର: ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି। ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମରୁ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର ସୁଯୋଗ ପାଇପାରିବେ।
ଏହି ସୁବିଧା ଉପଲବ୍ଧ ହେବା ପରେ ପ୍ରାୟ ୮୦୦୦ ରୁ ଅଧିକ!-->!-->!-->…
Read More...
Read More...
ବିରୋଧୀ ଦଳ ନେତାଙ୍କୁ ଭେଟିଲେ ସହଦେଵଙ୍କ ପରିବାର
ପରିବାର କୁ ପଚାଶ ହଜାର ଟଙ୍କା ସହାୟତା ଦେଲେ ନବୀନଭୁବନେଶ୍ୱର: ଚଳିତ ଜାନୁଆରୀ ୮ ତାରିଖ ସକାଳେ ପ୍ରବାସୀ ଭାରତୀୟ ଦିବସ ପାଇଁ ଉତ୍ସବ ମୁଖର ଥିବା ଭୁବନେଶ୍ୱର ରେ ଚଞ୍ଚଲ୍ୟ ସୃଷ୍ଟି କରିଥିଲା ରସୁଲଗଡ଼ ଫ୍ଲାଇ ଓଭରରେ ଭୁବନେଶ୍ୱର ମହାନଗର ନିଗମ ସାନିଟାରି ସୁପରଭାଇଜର ସହଦେଵ ନାୟକ ଙ୍କୁ!-->…
Read More...
Read More...
୪୮ ଘଣ୍ଟା ଯାଏଁ ରହିବ ଶୀତ, ୧୨ ରୁ କମିବ
ଭୁବନେଶ୍ବର: ଏବେ ରାଜ୍ୟ ରେ ଶୀତ ର ପ୍ରଭାବ ରହିଛି। ଉତ୍ତର ପଶ୍ଚିମ ଦିଗ ରୁ ଥଣ୍ଡା ଓ ଶୁଷ୍କ ପବନ ପ୍ରବାହ, ମେଘମୁକ୍ତ ଆକାଶ, ସକ୍ରିୟ ପାଣିପାଗ ସିଷ୍ଟମ୍ ର ଅନୁପସ୍ଥିତି ଯୋଗୁଁ ଅଧିକାଂଶ ଅଞ୍ଚଳ ରେ ରାତି ତାପମାତ୍ରା ସ୍ଵାଭାବିକ ଠାରୁ କମ୍ ରହିଛି ତେଣୁ ଥଣ୍ଡା ଅନୁଭୂତ ହେଉଛି। ଏହିଭଳି!-->…
Read More...
Read More...
ଷ୍ଟିଲ ପ୍ଲାଣ୍ଟରେ ଚିମିନି ଭୁଶୁଡ଼ି ୪ ମୃତ
୨୫ରୁ ଅଧିକ ଶ୍ରମିକ ଦବିଥିବା ଆଶଙ୍କାଛତିଶଗଡ଼: ଛତିଶଗଡ଼ର ମୁଙ୍ଗେଲି ଜିଲ୍ଲାରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ। ପ୍ଲାଣ୍ଟର ଚିମନୀ ଭୁଶୁଡ଼ି ପଡ଼ିବାରୁ ୪ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ୨ ଜଣଙ୍କୁ ଜୀବିତ ଅବସ୍ଥାରେ ଧ୍ୱଂସାବଶେଷ ତଳୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।!-->…
Read More...
Read More...
ତେଲେଙ୍ଗାନାରେ ବସ୍ ଦୁର୍ଘଟଣା: ୪ ଓଡ଼ିଆ ମୃତ
ତେଲେଙ୍ଗାନା: ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଥିବା ସୂଚନା। ତେଲେଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣା ଘଟିଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଓ କିଛି ଯାତ୍ରୀ ଆହତ ହୋଇଥିବା!-->…
Read More...
Read More...
ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ଛତିଶଗଡ଼ ପୋଲିସ
ଛତିଶଗଡ଼: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି।
ଆଜି!-->!-->!-->…
Read More...
Read More...
ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଏସ୍ଡିଓ
କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ମାଡ଼ ମାରିବା ପଡିଲା ମାହାଙ୍ଗା। ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ!-->…
Read More...
Read More...
ଓଡ଼ିଶାରେ ହେବ ମେଗା ଆଇଟି ହବ୍; କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ବର: ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବଡ ଘୋଷଣା କରିଛନ୍ତି। ଆସନ୍ତା ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍ରେ ପରିଣତ କରାଯିବ। ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର!-->…
Read More...
Read More...
ସର୍ବସାଧାରଣଙ୍କ ପାଇଁ ଆସନ୍ତା ୧୩ରୁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ବର; ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି ଦିନମାନଙ୍କରେ ଯେକୌଣସି ବ୍ୟକ୍ତି ମାଗଣାରେ ରାଜଭବନ ଉଦ୍ୟାନ!-->…
Read More...
Read More...
ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କଲେ ସିଆରପିଏଫ ଯବାନ
ରାଉରକେଲା: ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା ମିଳିଛି। ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଡ୍ୟୁଟିବେଳେ କନଷ୍ଟେବଳ ନିଜ ସର୍ଭିସ୍ ପିସ୍ତଲରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମୃତ ବ୍ୟକ୍ତି କେରଳର ଅଭିନନ୍ଦନ ପିକେ!-->!-->!-->…
Read More...
Read More...