Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ସାମ୍ବାଦିକଙ୍କୁ ମାଡ଼ ମାରି ଜେଲ ଗଲେ ଏସ୍ଡିଓ
କଣ୍ଟାବାଞ୍ଜି: ସାମ୍ବାଦିକଙ୍କୁ ମାଡ଼ ମାରିବା ପଡିଲା ମାହାଙ୍ଗା। ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାରେ କଣ୍ଟାବାଞ୍ଜି ଇଲେକ୍ଟ୍ରି ଏସ୍ଡିଓ ଜଗନ୍ନାଥ ପତି ଓ ମୁରିବାହାଲ ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ ଚିନ୍ମୟ ସାହୁଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏହା ସହିତ ଦୁଇ ଜଣଙ୍କୁ!-->…
Read More...
Read More...
ଓଡ଼ିଶାରେ ହେବ ମେଗା ଆଇଟି ହବ୍; କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ବର: ଗୁରୁବାର କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବଡ ଘୋଷଣା କରିଛନ୍ତି। ଆସନ୍ତା ତିନି ବର୍ଷ ମଧ୍ୟରେ ଓଡ଼ିଶାକୁ ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି)ର ଏକ ବଡ଼ ହବ୍ରେ ପରିଣତ କରାଯିବ। ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର!-->…
Read More...
Read More...
ସର୍ବସାଧାରଣଙ୍କ ପାଇଁ ଆସନ୍ତା ୧୩ରୁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ବର; ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ। ଏହି ଦିନମାନଙ୍କରେ ଯେକୌଣସି ବ୍ୟକ୍ତି ମାଗଣାରେ ରାଜଭବନ ଉଦ୍ୟାନ!-->…
Read More...
Read More...
ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କଲେ ସିଆରପିଏଫ ଯବାନ
ରାଉରକେଲା: ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା ମିଳିଛି। ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଡ୍ୟୁଟିବେଳେ କନଷ୍ଟେବଳ ନିଜ ସର୍ଭିସ୍ ପିସ୍ତଲରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମୃତ ବ୍ୟକ୍ତି କେରଳର ଅଭିନନ୍ଦନ ପିକେ!-->!-->!-->…
Read More...
Read More...
ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ଭୁବନେଶ୍ବର: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି।
ରାଜଧାନୀ ଭୁବନେଶ୍ଵରର ରସୁଲଗଡ଼-ବାଣୀବିହାର!-->!-->!-->…
Read More...
Read More...
ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏଠାରେ ଆଜି ଉଦ୍ଘାଟିତ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗଦାନ ପାଇଁ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମେଘାଳୟର ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍!-->…
Read More...
Read More...
ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ!-->…
Read More...
Read More...
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୨୦ ତାରିଖରୁ ଟ୍ରାଏଲ୍ ରନ୍ ହେବ। ମହିଳା ଓ ପୁରୁଷ ଦର୍ଶନାର୍ଥୀଙ୍କ ପାଇଁ ଅଲଗା ଅଲଗା ଧାଡ଼ିରେ ଦର୍ଶନ ବ୍ୟବସ୍ଥା ହେବ। ଯେଉଁମାନେ ପରିବାର ସହ ଯାଇ ଦର୍ଶନ କରିବାକୁ ଚାହିଁବେ, ସେମାନଙ୍କ ପାଇଁ ମଧ୍ୟ ବ୍ୟବସ୍ଥା ହେବ ବୋଲି!-->…
Read More...
Read More...
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ
ଭୁବନେଶ୍ବର: କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ। ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାରଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟପକ ବ୍ୟବସ୍ଥା!-->…
Read More...
Read More...
ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ
ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।!-->…
Read More...
Read More...