Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ
Browsing Category
Today’s Highlight
ବଢିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗୁରୁବାର ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
କାରାବରଣ କରିଥିବା ସ୍ୱାଧୀନତା!-->!-->!-->…
Read More...
Read More...
୪ ଜଣଙ୍କୁ ମିଳିବ ଖେଳରତ୍ନ
ନୂଆଦିଲ୍ଲୀ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଚଳିତବର୍ଷ ୪ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ବିଶ୍ୱ!-->…
Read More...
Read More...
ଭୁବନେଶ୍ୱରରୁ ନକଲି ସିମେଣ୍ଟ ଠାବ
ଭୁବନେଶ୍ୱର: ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍ ସିମେଣ୍ଟ। ଭୁବନେଶ୍ୱରରୁ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି। ନାମୀଦାମୀ କମ୍ପାନୀର ପ୍ୟାକେଟକୁ ବ୍ୟବହାର କରି ଏହି କାରବାର ଚାଲିଛି। ଭୁବନେଶ୍ୱର ତଥା ଭୁବନେଶ୍ୱର ବାହାରକୁ ଏହା ଚାଲାଣ ହେଉଥିବା ଜଣାପଡିଛି। ଖବର ପାଇବା ପରେ ନକଲି!-->…
Read More...
Read More...
ଓଡ଼ିଶାରେ ନୂଆ ରାଜ୍ୟପାଳ
ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନରଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ!-->…
Read More...
Read More...
ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍ ଅଧିକାରୀ
ଭୁବନେଶ୍ବର: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍ର ୩ ଆଇପିଏସ୍ ବିନୟତୋଷ ମିଶ୍ର, ଆର୍ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି!-->…
Read More...
Read More...
ଶିମିଳିପାଳ ଫେରିଲା ‘ଜିନ୍ନତ’
ଶିମିଳିପାଳ: ଶିମିଳିପାଳରେ ବାଘୁଣୀ ‘ଜିନ୍ନତ’। ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଶିମିଳିପାଳ ପହଞ୍ଚିଲା ବାଘୁଣୀ ‘ଜିନ୍ନତ’। ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଗଲା। ‘ଜିନ୍ନତ’କୁ ଏବେ ଯମୁନା ଏନକ୍ଲୋଜରରେ ରଖାଯାଇଛି।ସୂଚନା ଅନୁସାରେ, ରାତି!-->…
Read More...
Read More...
ନୂଆବର୍ଷରେ ଜନସମୁଦ୍ର ଶ୍ରୀକ୍ଷେତ୍ର, ବ୍ୟାରିକେଡ୍ ଭାଙ୍ଗିଲେଭକ୍ତ
ପୁରୀ: ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି। ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର!-->…
Read More...
Read More...
ନିଜ ମା’ଙ୍କ ସହ ୪ ଭଉଣୀଙ୍କୁ ବ୍ଲେଡ୍ରେ କାଟି ହତ୍ୟା କଲେ ଭାଇ
ଲକ୍ଷ୍ନୌ: ବର୍ଷ ଆରମ୍ଭରୁ ରକ୍ତ ଛିଟା। ହୋଟେଲରୁ ପରିବାର ୫ ଜଣଙ୍କ ମୃତଦେହ ଉଦ୍ଧାର। ଲକ୍ଷ୍ନୌର ଏକ ହୋଟେଲ ରୁମରୁ ମୃତଦେହ ଉଦ୍ଧାର କଲା ପୋଲିସ। ହତ୍ୟା ଅଭିଯୋଗରେ ୨୪ ବର୍ଷୀୟ ଯୁବକଙ୍କୁ ଅଟକ ରଖିଛି ପୋଲିସ। ତା'ର ବାପା ବଦର ମଧ୍ୟ ଏହି ହତ୍ୟାକାଣ୍ଡରେ ସାମିଲ ଥିବା ସନ୍ଦେହ କରୁଛି ପୁଲିସ।!-->…
Read More...
Read More...
୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍ପତି
ଭୁବନେଶ୍ବର: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍ପତି। ଜାନୁଆରୀ ୩ ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍ପତି। ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଗୁରୁବାର ସେ!-->…
Read More...
Read More...
ନୂଆବର୍ଷରେ ନିଆଁ ଲାଗି ଜଳିଗଲା ୧୨ ବଖରା ଘର
ନିଆଳି: ନୂଆବର୍ଷରେ ବଡ ଅଘଟଣ। ନିଆଁ ଲାଗି ଜଳିଗଲା ୧୨ ବଖରା ଘର। କଟକ ଜିଲ୍ଲା ନିଆଳି ମାଧବ ଅଞ୍ଚଳରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳେ ପ୍ରଧାନ ସାହିରେ ଅଗ୍ନିକାଣ୍ଡ ଘଟି ୧୨ ଟି ପରିବାରର ଘର ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗି ପାଖାପାଖି ଲକ୍ଷାଧିକ ଟଙ୍କାର ସମ୍ପତି!-->…
Read More...
Read More...