ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍
Browsing Category

Today’s Highlight

ପୁଅ ଓ ବୋହୂକୁ ପେଟ୍ରୋଲ ଢ଼ାଳି ବାପା ପୋଡ଼ିବା ଘଟଣାରେ ପୁଅ ମୃତ

ବାରଙ୍ଗ: ବାରଙ୍ଗରେ ପୁଅ ଓ ବୋହୂକୁ ପେଟ୍ରୋଲ ଢ଼ାଳି ବାପା ପୋଡ଼ି ଦେବା ଘଟଣାରେ ପୁଅ ମୃତ। ଗତ ରବିବାର ଚିକିତ୍ସାଧୀନ ଅବସ୍ଥାରେ ବୋହୂର ମୃତ୍ୟୁ ହୋଇଥିବା ବେଳେ କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ପୁଅ ଦୀନବନ୍ଧୁ ରାଉତଙ୍କ ମୃତ୍ୟୁ। ବାରଙ୍ଗ ଥାନା ବାରସିଙ୍ଗା ଗାଁରେ ଘଟିଥିଲା
Read More...

ଅପରିବର୍ତ୍ତିତ ରହିଲା ରେପୋ ରେଟ୍, ବଢ଼ିବନି ଇଏମ୍ଆଇ

ନୂଆଦିଲ୍ଲୀ: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଲଗାତାର ୧୧ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ସ୍ଥିର
Read More...

୭୦ ହଜାର ଟଙ୍କାରେ ଡାକ୍ତରୀ ଡିଗ୍ରୀ

ଗୁଜରାଟ: ଡାକ୍ତରୀ ଡିଗ୍ରୀ ପାଇଁ ୭୦ ହଜାର ଟଙ୍କା। ଆଜିର ଦୁନିଆରେ ସବୁ କିଛି ସମ୍ଭବ। ବିନା ପାଠ ପଢାରେ ବି ହୋଇପାରିବେ ଡାକ୍ତର। ଅଷ୍ଟମ ଶ୍ରେଣୀ ପାସ୍ କରିଥିବା ଲୋକେ ମଧ୍ୟ ଏହି ସାର୍ଟିଫିକେଟ କିଣି ପାଲଟି ଥିଲେ ଡାକ୍ତର। ପଇସା ରୋଜଗାର କରିବା ଲକ୍ଷ୍ୟରେ ନକଲି ମେଡିକାଲ ସାର୍ଟିଫିକେଟ
Read More...

ରାଜ୍ୟସଭାରେ ସାଂସଦଙ୍କ ସିଟ୍ ତଳୁ ମିଳିଲା ଟଙ୍କା

ନୂଆଦିଲ୍ଲୀ: ରାଜ୍ୟସଭାରେ ସାଂସଦଙ୍କ ସିଟ୍ ତଳୁ ମିଳିଲା ନୋଟ୍ ବଣ୍ଡଲ। ସଂସଦରେ ଶୀତକାଳୀନ ଅଧିବେଶନ ସମୟରେ ଶୁକ୍ରବାର ରାଜ୍ୟସଭାରେ ପ୍ରବଳ ହଙ୍ଗାମା ହୋଇଛି। ରାଜ୍ୟସଭାରେ କଂଗ୍ରେସ ସାଂସଦ ଅଭିଷେକ ମନୁ ସିଂଘଭୀଙ୍କ ସିଟ୍‌ରୁ ପୁଳା ପୁଳା ଟଙ୍କା ମିଳିବା ଘଟଣା ସାମ୍ନାକୁ ଆସିବା ପରେ ପ୍ରବଳ
Read More...

ପାଠ ଖାଲି ଚାକିରି ପାଇଁ ନୁହେଁ, ଶିକ୍ଷିତ ହେବା ପାଇଁ ଆବଶ୍ୟକ: ରାଷ୍ଟ୍ରପତି

ରାଇରଙ୍ଗପୁର: ଜନ୍ମମାଟି ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ
Read More...

ତାଳଦଣ୍ଡା ନିକଟରେ ଗ୍ୟାସ ଲିକ୍, ମରାମତି ବେଳେ ଶ୍ରମିକ ମୃତ

କଟକ: ତାଳଦଣ୍ଡା ନିକଟରେ ଗ୍ୟାସ ଲିକ୍। କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତିବେଳେ ଶୁକ୍ରବାର ଏକ ଘଟିଛି ଅଘଟଣ। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ ଯାଇଛି। ପାରାଦୀପ ରୁ ଜଗତସିଂହପୁର ଯାଇଥିବା ବିପିସିଏଲ
Read More...

ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌

ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌। ସମ୍ବଲପୁର ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ରେବତୀ ରମଣ ଯୋଶୀଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା
Read More...

ପୁଣି ଇତିହାସ ରଚିଲା ଇସ୍ରୋ

ଏସଏଲଭି ସି-୫୯ ପ୍ରୋବା-୩ର ସଫଳ ଉତକ୍ଷେପଣଶ୍ରୀହରିକୋଟା: ପୁଣି ଇତିହାସ ରଚିଲା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ। ଆଜି ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ସଫଳ ଉତକ୍ଷେପଣ ହେଲା ୟୁରୋପୀୟ ସ୍ପେସ ଏଜେନ୍ସିର ପ୍ରୋବା-୩ ସାଟେଲାଇଟକୁ ନେଇ ପିଏସଏଲଭି ସି-୫୯
Read More...

ଗ୍ୟାସ୍‌ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର

ବଲାଙ୍ଗିର: ବଲାଙ୍ଗିରର ଏକ ବାହାଘର ଭୋଜିରେ ଗ୍ୟାସ୍ ସିଲିଣ୍ଡର ଫାଟି ୪ ଆହତ ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍‌ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼, ୟୁପି ଅଞ୍ଚଳର
Read More...

ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ରାଇମତି ଘେଉରିଆ

କୋରାପୁଟ: ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ କୋରାପୁଟ ଜିଲ୍ଲାର କୁନ୍ଦୁରା ବ୍ଲକର ଜଣେ ଆଦିବାସୀ ମହିଳା କୃଷକ ରାଇମତି ଘେଉରିଆ। ରାଇମତି ନିଜ ନାଁ ଅପେକ୍ଷା ମାଣ୍ଡିଆ ରାଣୀ ଭାବେ ବେଶ ପରିଚିତ। ସେ ଜୈବିକ ପଦ୍ଧତିରେ ମାଣ୍ଡିଆ, ଧାନ ଚାଷ କରି ଜିଲା, ରାଜ୍ୟ ଏବଂ ସର୍ବଭାରତୀୟସ୍ତରରେ
Read More...