ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍
Browsing Category

Today’s Highlight

ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କୁ ଗୁଳିମାଡ଼

ପଞ୍ଜାବ: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। ତେବେ ଶ୍ରୀ ବାଦଲ ସୁରକ୍ଷିତ ଅଛନ୍ତି। ତାଙ୍କର କିଛି ହୋଇନାହିଁ। କୁହାଯାଉଛି ଯେ ଜଣେ ବ୍ୟକ୍ତି
Read More...

ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ।
Read More...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍

ମହାରାଷ୍ଟ୍ର: ସିଏମ ସସପେନ୍ସରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। ବିଜେପି କୋର୍ କମିଟି ବୈଠକ​‌ରେ
Read More...

ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି

ନୂଆଦିଲ୍ଲୀ: ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ମଙ୍ଗଳବାର ଲୋକ ସଭାରେ ବ୍ୟାଙ୍କିଂ ଆଇନ୍‌ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହି ବିଲ୍‌ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ
Read More...

ବିଧାନସଭାରେ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଦାବି

ଭୁବନେଶ୍ବର: କିଛିମାସର ବ୍ୟବଧାନ ପରେ ପୁଣି ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ତଥା ସ୍ୱାସ୍ଥ୍ୟସେବା ଖର୍ଚ୍ଚକୁ ଦୃଷ୍ଟିରେ ରଖି ଓଡିଶା ବିଧାନସଭାର ସଦସ୍ୟମାନେ ପୂର୍ବତନ ବିଧାୟକଙ୍କ ଦରମା ଏବଂପେନସନ ବୃଦ୍ଧି କରିବାକୁ ଦାବି କରାଯାଇଛି।
Read More...

ନୌସେନା ଦିବସ ପାଇଁ ପୁରୀର ସମସ୍ତ ସ୍କୁଲ୍ ଛୁଟି

ପୁରୀ: ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ। ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ
Read More...

ପ୍ୟାକେଜ୍ ପାଣିକୁ ବିପଦପୂର୍ଣ୍ଣ ଖାଦ୍ୟ ଶ୍ରେଣୀରେ ତାଲିକାଭୁକ୍ତ କଲା ଏଫ୍ଏସ୍ଏସ୍ଏଆଇ

ନୂଆଦିଲ୍ଲୀ; ସ୍ଵାସ୍ଥ୍ୟ ପାଇଁ କ୍ଷତିକାରକ ବଜାରରେ ମିଳୁଥିବା ମିନେରାଲ ୱାଟର ଏବଂ ପ୍ୟାକେଜଡ୍ ୱାଟର। ଏପରି ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି କେନ୍ଦ୍ର ସରକାରଙ୍କ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରଧିକରଣ (FSSAI)। ଏଫ୍ଏସ୍ଏସ୍ଏଆଇ ପ୍ୟାକେଜ୍ ପାଣି ଏବଂ ମିନେରାଲ ପାଣିକୁ ବିପଦପୂର୍ଣ୍ଣ
Read More...

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର; ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ
Read More...

ଖୁବଶୀଘ୍ର ବିବାହ କରିବେ ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ

ହାଇଦ୍ରାବାଦ: ଭାରତର ଲୋକପ୍ରିୟ ବ୍ୟାଡମିଣ୍ଟନ ଖେଳାଳି ତଥା ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ପଡ଼ିବ ହାତ ଗଣ୍ଠି। ବଧୂ ସାଜିବେ ଭାରତର ଷ୍ଟାର ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ। ଆସନ୍ତା ଡିସେମ୍ବର ୨୨ ତାରିଖରେ ହେବ ବିବାହ ଉତ୍ସବ। ରାଜସ୍ଥାନର
Read More...

ହସ୍ପିଟାଲ ପରେ ଏବେ ବାଂଲାଦେଶୀଙ୍କୁ ହୋଟେଲ୍ ମନା

ତ୍ରିପୁରା: ବାଂଲାଦେଶୀଙ୍କୁ ନେଇ ତ୍ରିପୁରା ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ରେ ବାଂଲାଦେଶୀ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ବାଂଲାଦେଶରେ ଭାରତୀୟ ପତାକାକୁ ଅପମାନ ଘଟଣାରେ ଅଲ ତ୍ରିପୁରା ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକ ସଂଘ ପକ୍ଷରୁ ବାଂଲାଦେଶୀ ପର୍ଯ୍ୟଟକଙ୍କୁ କୌଣସି
Read More...