ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Browsing Category

Today’s Highlight

ରାଉରକେଲା ବିମାନ କ୍ରାସ: ଘଟଣାସ୍ଥଳରେ ଡିଜିସିଆଇ ଟିମ୍ ତଦନ୍ତ

ରାଉରକେଲା: ରାଉରକେଲା ବିମାନ କ୍ରାସ୍‌ ଘଟଣାରେ ତଦନ୍ତ କରିବାକୁ ଘଟଣାସ୍ଥଳରେ ପହଞ୍ଚିଲା ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଟିମ୍‌। କେମିତି ହେଲା ଦୁର୍ଘଟଣା ? କାହିଁକି କରାଗଲା ଫୋର୍ସ ଲ୍ୟାଣ୍ଡିଂ ? ସେନେଇ ତଦନ୍ତ ଚାଲିଛି।ଏହା ସହ ରାଉରକେଲା ଚାର୍ଟର ବିମାନ
Read More...

ରାଜ୍ୟର ୯ଟି ଆଇଟିଆଇରେ ହେବ ଏଆଇ ଲ୍ୟାବ୍: ମୁଖ୍ୟମନ୍ତ୍ରୀ

ନ୍ୟୁଜ୍ ବ୍ୟୁରୋ: ଆଜି ଓଡିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀ ମାନଙ୍କୁ କହିଛନ୍ତି ଯେ, ଓଡିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ
Read More...

ଦିଗପହଣ୍ଡି ମର୍ମନ୍ତୁଦ ଦୁର୍ଘଟଣା

୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଜରଡାରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ନ୍ୟୁଜ୍ ବ୍ୟୁରୋ: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ସୁଲଭ ଗୃହ ନିର୍ମାଣ ପାଇଁ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ହସ୍ତାନ୍ତର କରିବେ। ଏନେଇ
Read More...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ପାଉଁଜି, ଶାଢ଼ୀ, ଚୁଡ଼ି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଆର୍ଥିକ ସହାୟତା ସହିତ ସରକାର ଉପହାର ମଧ୍ୟ ଦେବେ। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଯୋଗ୍ୟ କନ୍ୟାଙ୍କୁ ଉପହାର ପ୍ରଦାନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ
Read More...

ଲାଞ୍ଚ ନେଇ ଫସିଲେ ଆରଆଇ

ଅନୁଗୁଳ: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଆର.ଆଇ। ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ତହସିଲ ଅଧୀନ ଟୁସର ଆର.ଆଇ ସୁରେନ୍ଦ୍ର କୁମାର ଦାଶଙ୍କୁ ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ଅଧିକାରୀମାନେ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ସେ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ
Read More...

ଆନ୍ଦୋଳନରୁ ଓହରିଲେ ଡାକ୍ତର ସଂଘ

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଛି ଡାକ୍ତର ସଂଘ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆଲୋଚନା ପରେ ଗୁରୁବାର ସାରା ଓଡ଼ିଶାରେ ଆନ୍ଦୋଳନରତ ଡାକ୍ତରମାନେ ନିଜ ଆନ୍ଦୋଳନରୁ ଓହରିଛନ୍ତି। ଯାହା ଫଳରେ କାଲିଠୁ ସ୍ଵାଭାବିକ ଭାବେ ଚାଲିବ ଓପିଡି ସେବା। ଓଡ଼ିଶା ମେଡିକାଲ୍ ସର୍ଭିସେସ୍
Read More...

ବଢିଲା ଭକ୍ତନିବାସର ପାର୍କିଂ ଫି, ଏବେ ଦେବାକୁ ପଡିବ ୫୦୦

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ୪ଗୋଟି ଭକ୍ତ ନିବାସର ପାର୍କି ଫି ବୃଦ୍ଧି କରାଯାଇଛି। ଏଣିକି ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାର୍କିଂ ପାଇଁ ୫୦୦ ଟଙ୍କା ସହ ଅତରିକ୍ତ ୧୮ ପ୍ରତିଶତ ଜିଏସଟି ଦେବାକୁ ପଡ଼ିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
Read More...

୩ କୋର୍ଟକୁ ବୋମା ଧମକ, ଖାଲି କରାଗଲା ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଛି। ଏଥିରେ ସମ୍ବଲପୁର, କଟକ, ଦେବଗଡ କୋର୍ଟ ରହିଛି। ହାଇକୋର୍ଟକୁ ଧମକ ଆସିବା ପରେ ଛାନଭିନ ଜୋରଦାର କରାଯାଉଛି। ଇମେଲ୍ ମାଧ୍ୟମରେ କୋର୍ଟକୁ ଏହି ଧମକ ମିଳିଥିବା ସୂଚନା ମିଳିଛି। ଅପରାହ୍ଣ ୨ଟା ୪୫ ମିନିଟ୍ ସୁଦ୍ଧା ଜାଗା ଖାଲି କରିବାକୁ
Read More...

ଆସନ୍ତା ୧୪ତାରିଖ ପର୍ଯ୍ୟନ୍ତ ନବୋଦୟ ବିଦ୍ୟାଳୟ ବନ୍ଦ

ଭୁବନେଶ୍ବର: ଖୋର୍ଦ୍ଧା ଜିଲା ନବୋଦୟ ବିଦ୍ୟାଳୟରେ କାମଳ ବ୍ୟାପିବା ପରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି। ଖୋର୍ଦ୍ଧା ଗୁରୁଜଙ୍ଗସ୍ଥିତ ପିଏମ୍‌ଶ୍ରୀ ସ୍କୁଲ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣା । ନବୋଦୟ ବିଦ୍ୟାଳୟ ଅଧ୍ୟକ୍ଷ
Read More...