Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ଭବପ୍ରସାଦ ଦାସଙ୍କୁ ମିଳିଲା ଜାମିନ
ଯାଜପୁର: ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କୁ ୪ ମାମଲା ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମଞ୍ଜୁର କରିଛନ୍ତି। ଏହିଜାମିନ ମଞ୍ଜୁର ହୋଇଥିଲେ ମଧ୍ୟ ଲଲ ଜେଲ୍ରୁ ମୁକୁଳିପାରିବେ!-->…
Read More...
Read More...
ପାଟପୁର ଥାନାକୁ ମିଳିଲା ଶ୍ରେଷ୍ଠ ଥାନା ପୁରସ୍କାର
ଭୁବନେଶ୍ବର: ପାଟପୁର ଥାନା ପାଇଲା ଶ୍ରେଷ୍ଠ ଥାନା ପୁରସ୍କାର। ପୁରସ୍କାର ଦେଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ଭୁବନେଶ୍ବର ସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆଜି ଆରମ୍ଭ ହୋଇଥିବା!-->…
Read More...
Read More...
ଧାନ ଗଦାରେ ନିଆଁ ଲାଗି ପୋଡିଗଲା ସବୁ ଧାନ
୫୦ କ୍ୱିଣ୍ଟାଲରୁ ଧାନ ପୋଡ଼ି ପାଉଁଶ
କେସିଙ୍ଗା: ୫୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡ଼ି ପାଉଁଶ। ବର୍ଷ ସାରା କେମିତି ଚଳିବେ ସେନେଇ ଚିନ୍ତାରେ ପରିବାରବର୍ଗ। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଞ୍ଚାୟତ ଅନ୍ତର୍ଗତ ତହର୍ଶି ଗ୍ରାମରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା।!-->!-->!-->…
Read More...
Read More...
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ବର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ଓଡ଼ିଶାରେ ଚାଲିଥିବା ଡିଜିପି ସମ୍ମିଳନୀରେ ହେବେ ସାମିଲ। ଆଜି ପ୍ରଧାନମନ୍ତ୍ରୀ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆସନ୍ତାକାଲି ଡିଜିପି ଓ ଆଇଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।ତେବେ, ବିମାନବନ୍ଦର!-->…
Read More...
Read More...
ବିଚ୍ ରାସ୍ତାରେ ହୋଟେଲ ମାଲିକଙ୍କୁ ହାଣିଲେ ଦୁର୍ବୃତ୍ତ
ବାଲେଶ୍ବର: ବିଚ୍ ରାସ୍ତାରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ଆକ୍ରମଣ କରିଛନ୍ତି।!-->…
Read More...
Read More...
ରାଜଧାନୀ ରାସ୍ତାକଡରୁ ଶିଶୁ କନ୍ୟା ଉଦ୍ଧାର
ଭୁବନେଶ୍ୱର: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଖୋଦ ରାଜଧାନୀରରେ ସାମ୍ନାକୁ ଆସିଛି ଏପରି ଘଟଣା। ଭୁବନେଶ୍ୱର ଆଚାର୍ଯ୍ୟ ବିହାର ସ୍ଥିତ ମହାରାଜା ସିନେମା ହଲ ନିକଟ ଆର୍ଟିଓ-୧ ନିକଟ ବସ୍ତିରୁ ଶିଶୁ କନ୍ୟା ଉଦ୍ଧାର। ଶିଶୁକନ୍ୟାର କାନ୍ଦ ଶୁଣି ଉଦ୍ଧାର କଲେ ବସ୍ତିବାସିନ୍ଦା। ଉଦ୍ଧାର ଶିଶୁକୁ!-->…
Read More...
Read More...
ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
ଦୁର୍ଘଟଣାରେ ୧୦ ମୃତ, ୩୦ ଆହତମହାରାଷ୍ଟ୍ର: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ମହାରାଷ୍ଟ୍ରର ଗୋନ୍ଦିଆରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାଜ୍ୟ ପରିବହନ ବିଭାଗ ବସ୍ ଓଲଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସଟି ନାଗପୁରରୁ!-->…
Read More...
Read More...
ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟରେ ଇଡିର ଚଢାଉ
ମୁମ୍ବାଇ: ମୋବାଇଲ୍ ଆପ୍ ଜରିଆରେ ଅଶ୍ଳୀଳ କଣ୍ଟେଣ୍ଟ୍ ପ୍ରସ୍ତୁତି ଏବଂ ପ୍ରସାରଣ ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବ୍ୟବସାୟୀ ତଥା ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ଵାମୀ ରାଜ କୁନ୍ଦ୍ରାଙ୍କ ଘର ଏବଂ କାର୍ଯ୍ୟାଳୟ ଉପରେ ଚଢାଉ କରିଛି।ଶୁକ୍ରବାର ଇଡି!-->…
Read More...
Read More...
୩ ଦିନ ପାଇଁ ଏସବୁ ରାସ୍ତାରେ ବନ୍ଦ ରହିବ ମୋ ବସ
ଭୁବନେଶ୍ବର: ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଛି ଆଇଜି-ଡିଜିପି ସମ୍ମିଳନୀ। ଯେଉଁଥିରେ ଦେଶର ସମସ୍ତ ଆଇଜି ଏବଂ ଡିଜିପି ଯୋଗ ଦେବେ। ଏଥିପାଇଁ ରାଜଧାନୀରେ ଭିଭିଆଇପିଙ୍କ ଭିଡ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା!-->…
Read More...
Read More...
ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦ୍ଘାଟନ କଲେ ଅମିତ ଶାହା
ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ। ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି।। ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା!-->…
Read More...
Read More...