Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ଭୁବନେଶ୍ୱରରେ ପହଞ୍ଚିଲେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ
ଭୁବନେଶ୍ବର: ଡିଜିପି ସମ୍ମିଳନୀରେ ଯୋଗଦେବା ଲାଗି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା!-->…
Read More...
Read More...
ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ
ବରଗଡ଼: ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ହେବ ନୂତନ କଂସ ଚୟନ। ଏଥିପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ। ଚୟନ ପ୍ରକିୟାରେ ସାମିଲ ହେବାକୁ ଧନୁଯାତ୍ରା ମହୋତ୍ସବ ସମିତି!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ବର; ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି!-->…
Read More...
Read More...
ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଖଲିସ୍ତାନୀ ଆତଙ୍କୀ ପନ୍ନୁନର ଧମକ
ଭୁବନେଶ୍ଵର: ଭୁବନେଶ୍ଵରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି-ଆଇଜିପି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଛି ଖଲିସ୍ତାନୀ ଆତଙ୍କବାଦୀ ଗୁରପତଓ୍ବନ୍ତ ସିଂହ ପନ୍ନୁନ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାକୁ ଥିବା ବେଳେ କଡା ସୁରକ୍ଷା ବଳୟରେ ଛାଉଣି ହେଉଛି!-->…
Read More...
Read More...
ଭୀମସାରରୁ ଚୋରି ହୋଇଥିବା ଶିଶୁପୁତ୍ର ଉଦ୍ଧାର
ବୁର୍ଲା: ଭୀମସାରରୁ ନବଜାତ ଶିଶୁ ଚୋରି ଘଟଣାରେ ଖୁସି ଖବର। ଚୋରି ହୋଇଥିବା ଶିଶୁପୁତ୍ରକୁ ଉଦ୍ଧାର କଲା ପୋଲିସ। ୪୮ ଘଣ୍ଟା ପରେ ସୁରକ୍ଷିତ ଭାବେ ଉଦ୍ଧାର ହେଲା ଭୀମସାର ମେଡିକାଲ ପରିସରରୁ ଚୋରି ହୋଇଥିବା ଶିଶୁପୁତ୍ର। ରେଙ୍ଗାଲିରୁ ଉଦ୍ଧାର ହୋଇଛି ନବଜାତକ। ଚୋରି କରିଥିବା ମହିଳା ଓ ତାଙ୍କ!-->…
Read More...
Read More...
ନୂଆ ବର୍ଷରୁ ଭୁବନେଶ୍ୱରରୁ ୫ଟି ସ୍ଥାନକୁ ଉଡିବ ବିମାନ
ଭୁବନେଶ୍ୱର: ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ନୂଆ ବର୍ଷରୁ ନୂଆ ସ୍ଥାନ ସହ ଯୋଡି ହେବ ଭୁବନେଶ୍ବର। ଭୁବନେଶ୍ବର ବିମାନବନ୍ଦରରୁ ନୂଆ ସ୍ଥାନକୁ ଉଡାଣ ଭରିବାକୁ ଯାଉଛି ବିମାନ। ଏଣିକି ବିଭିନ୍ନ ନୂଆ ସ୍ଥାନକୁ ବିମାନ ଦ୍ବାରା ଯାତ୍ରା କରିବା ସୁବିଧା ହେବ। ନୂଆ ବର୍ଷରୁ ଭୁବନେଶ୍ୱର ବିମାନ!-->…
Read More...
Read More...
ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ଓଡିଶା ସରକାର
ଭୁବନେଶ୍ବର: ବଲିଉଡ୍ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’!-->…
Read More...
Read More...
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
କନ୍ଧମାଳ: ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭି ଆଜି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ!-->…
Read More...
Read More...
ଚତୁର୍ଥ ଥର ଶପଥ ନେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ। ରାଞ୍ଚିର ମୋରହାବାଦି ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।!-->…
Read More...
Read More...
ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା
ନୂଆଦିଲ୍ଲୀ: ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା। କଂଗ୍ରେସର ସାଧାରଣ ସମ୍ପାଦକ ତଥା କେରଳର ଓ୍ବାୟନାଡ ଆସନରୁ ନବନିର୍ବାଚିତ ସାଂସଦ ପ୍ରିୟଙ୍କା ଆଜି ବିଧିବଦ୍ଧ ଭାବେ ଲୋକସଭାରେ ଶପଥ ଗ୍ରହଣ କରିଛନ୍ତି। ୫୨ ବର୍ଷିୟ ପ୍ରିୟଙ୍କା ହାତରେ ସମ୍ବିଧାନ ଧରି ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ!-->…
Read More...
Read More...