Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ସରିଲା ସର୍ବଦଳୀୟ ବୈଠକ, ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ
ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହା ପୂର୍ବରୁ ଆଜି ଅନୁଷ୍ଠିତ ହୋଇଛି ସର୍ବଦଳୀୟ ବୈଠକ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ମୁଖ୍ୟ ସଚେତକ!-->…
Read More...
Read More...
ମା’ ବିରଜା ମନ୍ଦିର ଉନ୍ନତିକରଣ କାମ ଠିକ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ଠିକ୍ ସମୟରେ ବିରଜା ମନ୍ଦିର ଉନ୍ନତିକରଣ,ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ୱିକ କାମ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ!-->…
Read More...
Read More...
୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ହେବାକୁ ଥିବା ୩ ଦିନିଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ସମ୍ମିଳନୀରେ ହେବେ ସାମିଲ । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ସେ କହିଛନ୍ତି, ୨୯ ତାରିଖରେ ମୋଦୀ!-->!-->!-->…
Read More...
Read More...
ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଖୁବ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଦିନେ ଦୁଇ ଦିନ ଭିତରେ ରତ୍ନଭଣ୍ଡାରର ମରାମତି କାମ ଆରମ୍ଭ ହେବ ବୋଲି!-->!-->!-->…
Read More...
Read More...
ଡ଼ିସେମ୍ବର ୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମୁତୟନ ହେବେ ୮୦ ପ୍ଲାଟୁନ ପୋଲିସପୁରୀ: ଆସନ୍ତା ଡ଼ିସେମ୍ବର ୪ରେ ପୁରୀ ବ୍ଲୁ ଫ୍ଲାଗ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ ପୁରୀ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ!-->…
Read More...
Read More...
ନଭେମ୍ବର ୨୮ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ
ଝାଡ଼ଖଣ୍ଡ: ବିଧାନସଭା ନିର୍ବାଚନରେ ପୂର୍ଣ୍ଣ ବହୁମତରେ ବିଜୟୀ ହେବା ପରେ ଲଗାତାର ଦ୍ୱିତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ହେମନ୍ତ ସୋରେନ। ସେ ଆଜି ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ଇସ୍ତଫା ପତ୍ର ଦେବା ସହ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି।
!-->!-->!-->…
Read More...
Read More...
ଜାମା ମସଜିଦରେ ସର୍ଭେ ବେଳେ ହିଂସା, ୩ ମୃତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ କରିଛନ୍ତି। ମୃତକ ତିନି ଜଣ ହେଉଛନ୍ତି ନୋମାନ, ବିଲାଲ ଏବଂ ନଇମ। ସର୍ଭେ ବେଳେ ପୁଲିସ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ!-->…
Read More...
Read More...
ବାଂଲାଦେଶୀ ଯୁବତୀ ଉଦ୍ଧାର ପରେ ମାମଲା ରୁଜୁ କଲା କମିଶନରେଟ ପୋଲିସ
ବାଂଲାଦେଶୀ ନାବାଳିକାଙ୍କ ବୟାନ, ଚାକିରି କରାଇ ଦେବା କହି ଦେହ ବ୍ୟବସାୟ କରାଉଥିଲେକଟକ: କଟକରୁ ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣାର ପର୍ଦ୍ଦାଫାସ କରିଛନ୍ତି ଡିସିପି। ବିନା ଡକ୍ୟୁମେଣ୍ଟରେ ବେଆଇନ ଭାବେ ନାବାଳିକା ଜଣଙ୍କ ଆସିଛନ୍ତି ବୋଲି କହିଛନ୍ତି ଡିସିପି। ଘଟଣା ପଛରେ ରାକେଟ୍ର ହାତ ଅଛି!-->…
Read More...
Read More...
ଝାଡ଼ଖଣ୍ଡରେ ପୁଣି ଚାଲିବ ହେମନ୍ତ ରାଜ
୨୬ରେ ନେଇ ପାରନ୍ତି ଶପଥଝାଡ଼ଖଣ୍ଡ: ଝାଡ଼ଖଣ୍ଡରେ ପୁଣି ଚାଲିବ ହେମନ୍ତ ସୋରେନଙ୍କ ଶାସନ। ଆସନ୍ତା ୨୬ରେ ମୁଖ୍ୟମନ୍ତ୍ରୀ ଭାବେ ନେଇ ପାରନ୍ତି ଶପଥ। ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ନୂତନ ସରକାର ଗଠନ ପ୍ରକ୍ରିୟା ତୀବ୍ର ହୋଇଛି।
!-->!-->!-->…
Read More...
Read More...
ଜୁଆ ଆଡ୍ଡା ଉପରେ ଚଢ଼ଉ, ୮୦ରୁ ଊର୍ଦ୍ଧ୍ୱ ଗିରଫ
ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସର ବଡ଼ ଧରଣର ଚଢ଼ଉ। ନୂଆପଡ଼ା ଜିଲ୍ଲା ଖରିଆର୍ ରୋଡ ଜୋଙ୍କ ଥାନା ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଶନିବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଛି। ଏଥିରେ ୮୦ରୁ ଊର୍ଦ୍ଧ୍ୱ ଜୁଆଡ୍ଡୀଙ୍କୁ ଅଟକରଖି ଥିବାବେଳେ ଲକ୍ଷ ଲକ୍ଷ ଟଙ୍କା, ମୋବାଇଲ, ବାଇକ ଜବତ!-->…
Read More...
Read More...