ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

Today’s Highlight

ହାଇୱା ଧକ୍କାରେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ

ଜଗତସିଂହପୁର: ଜଗତସିଂହପୁର ଜିଲା ଅଲଣାହାଟ ନିକଟସ୍ଥ ରାଇବରାଇପଲ୍ଲୀ ଛକ ଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇୱା ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ମୃତ ମାଛ ବ୍ୟବସାୟୀ ଜଣକ ହେଲେ ସ୍ଥାନୀୟ କାଂଶ ଗାଁର ରତ୍ନାକର ବେହେରା। ସକାଳୁ
Read More...

ନୂଆବର୍ଷ ପୂର୍ବରୁ ପୁଣି ବଢ଼ିଲା ଗ୍ୟାସ ଦର

ନୂଆଦିଲ୍ଲୀ;ନୂଆବର୍ଷ ପୂର୍ବରୁ ପୁଣି ଖାଉଟିକୁ କନ୍ଦାଇଲା ଏଲପିଜି ଗ୍ୟାସ ଦର। ଡିସେମ୍ବର ମାସ ଆରମ୍ଭରୁ ବଢ଼ିଲା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ ଆଜିଠାରୁ (ରବିବାର) ପୁଣି କମର୍ସିଆଲ ବା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟ ବୃଦ୍ଧି କରିଛନ୍ତି। ୧୯ କିଲୋଗ୍ରାମ ପିଛା
Read More...

ଏନକାଉଣ୍ଟରରେ ୭ ମାଓବାଦୀ ମୃତ

ତେଲେଙ୍ଗାନା: ପୁଣି ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ତେଲେଙ୍ଗାନାରେ ଏନକାଉଣ୍ଟର। ୭ ମାଓବାଦୀ ନିହତ। ମାଲକାନଗିରି ଜିଲା ସୀମାନ୍ତ ତେଲେଙ୍ଗାନା ରାଜ୍ୟ ମୁଲୁଗୁ ଜିଲା ଚାଲାପାକା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୭ ମାଓବାଦୀ ମୃତ୍ୟୁବରଣ କରିଛନ୍ତି। ଏନକାଉଣ୍ଟର
Read More...

ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା

କଟକ: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା। ପୁଅବୋହୂଙ୍କୁ ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଛି।
Read More...

ପଦଯାତ୍ରା ବେଳେ ଅରବିନ୍ଦ କେଜ୍ରିୱାଲଙ୍କୁ ଆକ୍ରମଣ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଉପରକୁ ଆକ୍ରମଣ। ପଦଯାତ୍ରା ବେଳେ ତରଳ ପଦାର୍ଥ ପକାଇଛି ଦୁର୍ବୃତ୍ତ। ଦିଲ୍ଲୀର ଗ୍ରେଟର କୈଳାଶ ଅଞ୍ଚଳରେ କେଜ୍ରିୱାଲ ପଦଯାତ୍ରା କରୁଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି । ତରଳ ପଦାର୍ଥ ଫିଙ୍ଗିଥିବା ଯୁବକକୁ ଧରି
Read More...

୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ

ଭୁବନେଶ୍ବର: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ଡିସେମ୍ବର ୨୦୨୭ ସୁଦ୍ଧା ଶେଷ ହେବଭୁବନେଶ୍ଵର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ।
Read More...

ନିଲମ୍ବିତ ହେଲେ ହେମଗିର ତହସିଲଦାର

ସୁନ୍ଦରଗଡ଼: ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି। କାର୍ଯ୍ୟରେ ଅବହେଳା ଓ ଲୋକଙ୍କୁ ଦୁର୍ବ୍ୟବହାର କରିବା କାରଣରୁ ତାଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବନ ଅବଧି ସମୟ ମଧ୍ୟରେ ଲାବଣ୍ୟନ୍ଦୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବେ ଏବଂ ଜିଲ୍ଲାପାଳଙ୍କ
Read More...

ବ୍ରେକ ଅପ୍ କରିବା ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ନୁହେଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନ କରିବା ଅପରାଧ ନୁହେଁ। ଏପରି ଏକ ନିଷ୍ପତ୍ତି ସମୟରେ ଏହା କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ବ୍ରେକ ଅପ୍ କିମ୍ବା କଥା ଦେଇ ବିବାହ ନକରିବାର ଅର୍ଥ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ହୋଇନଥାଏ। ବରଂ ଏପରି ହେବାପରେ ବ୍ୟକ୍ତି ମାନସିକ ଭାବରେ
Read More...

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ

ଭୁବନେଶ୍ବର: ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ୭ଟଙ୍କା ୬୪ ପଇସା ହେବ । ପୂର୍ବରୁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଉଚ୍ଚ ପ୍ରାଥମିକ ପାଇଁ ଖର୍ଚ୍ଚ
Read More...

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ମୃତ, ୩ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ମୁତାବକ, ଆଜି ସକାଳେ ତିରିଂ ଥାନା ଅଞ୍ଚଳର
Read More...