ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

Today’s Highlight

୬ମାସ ବଢିଲା ରାଜ୍ୟର ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ

ଭୁବନେଶ୍ବର; ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି। ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର
Read More...

ବାୟୁ ପ୍ରଦୂଷଣ ଯୋଗୁଁ ବଦଳିଲା ସରକାରୀ କର୍ମଚାରୀଙ୍କ ଯିବା ଆସିବା ସମୟ

ନୂଆଦିଲ୍ଲୀ: ବାୟୁ ପ୍ରଦୂଷଣ ଯୋଗୁଁ ବଦଳିଲା ସରକାରୀ କର୍ମଚାରୀଙ୍କ ଯିବା ଆସିବା ସମୟ। ଏହା ସହ ସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ଘରୁ କାମ କରିବେ ଏବଂ ୫୦ ପ୍ରତିଶତ କର୍ମଚାରୀ ଅଫିସକୁ ଆସିବେ ବୋଲି ସରକାର ନିର୍ଦେଶ ଦେଇଛନ୍ତି। ଦେଶର ରାଜଧାନୀରେ ବାୟୁ ପ୍ରଦୂଷଣ ଗୁଣବତ୍ତା
Read More...

ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ବର; ଗୋପାଳକ ଓ ମତ୍ସ୍ୟ ଚାଷୀଙ୍କ ପାଇଁ ଖୁସି ଖବର। ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ, ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ସରକାରଙ୍କ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୨୩୦୦ କୋଟି ଟଙ୍କାର ଯୋଜନା ଆରମ୍ଭ ହୋଇଛି। ବିଶ୍ୱ ମତ୍ସ୍ୟ ଦିବସରେ ସୂଚନା
Read More...

ପଳାଶୁଣି ଛକରେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ

ଭୁବନେଶ୍ବର: ପଳାଶୁଣି ଛକରେ ଘଟିଛି ହୃଦୟ ବିଦାରକ ଦୁର୍ଘଟଣା। ରାସ୍ତା ପାର୍‌ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ମୃତ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ଟ୍ରକ୍‌ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଭୁବନେଶ୍ୱର ସ୍ଥିତ
Read More...

ଟ୍ରୋଲିଂ ପାଇଁ ଯାଇଥିବାବେଳେ ମଝି ସମୁଦ୍ରରେ ଟ୍ରଲର ଡ୍ରାଇଭର ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିବାବେଳେ ଛାତିରେ ଯନ୍ତ୍ରଣା କାରଣରୁ ସେଠାରେ ଟଳିପଡିଲେ ବନକର୍ମଚାରୀ। ମୃତ ବନକର୍ମଚାରୀଜଣକ ହେଲେ ଚଞ୍ଚଳ ମାଇତି
Read More...

ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦୀ

ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍‌ ଅନ୍‌ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ ଏହି ସମ୍ମାନରେ
Read More...

ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ

ଲକାନଗିରି-ଛତିଶଗଡ଼ ସୀମା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଥିବ ବେଳେ ଜଣେ ନକ୍ସଲ ମଧ୍ୟ ନିହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ
Read More...

୭ ପୋଲିସ କର୍ମଚାରୀ ନିଲମ୍ବିତ

କାନପୁର: ଉତ୍ତରପ୍ରଦେଶର କାନପୁର ଜିଲ୍ଲାର ସିସାମାଉ ବିଧାନସଭା ଆସନ, ମୁଜାଫରନଗରର ମେରାପୁର ବିଧାନସଭା ଆସନ ଏବଂ ମୋରଦାବାଦର କୁଣ୍ଡାର୍କି ବିଧାନସଭା ଆସନରେ ଭୋଟରଙ୍କ ପରିଚୟ ଯାଞ୍ଚ ଅଭିଯୋଗରେ ୭ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ
Read More...

ବବି ଇସଲାମଙ୍କୁ ହତ୍ୟା ଧମକ

କଟକ: ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ବବି ଇସଲାମଙ୍କୁ ହତ୍ୟା ଧମକ। ବବି ଇସଲାମଙ୍କୁ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ସେ କଟକ ଦରଘାବଜାର ଥାନାରେ ଏତଲା ଦେଇଛନ୍ତି। ଏତଲା ଅନୁଯାୟୀ, ୧୯ ତାରିଖ ରାତି ୮ଟା ବେଳେ ହ୍ୱାଟ୍‌ସ ଆପ୍‌ରେ ତାଙ୍କ ନିକଟକୁ ଏକ ଅଜଣା ନମ୍ବରରୁ ଅଡିଓ କଲ୍
Read More...

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ

ଧର୍ମଶାଳା: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ ସାହୁ)ଙ୍କୁ ଆକ୍ରମଣ। ଯାଜପୁର ବୁଢ଼ାଘାଟରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।ବିଧାୟକ ଯାଉଥିବା ବେଳେ ତାଙ୍କ ଗାଡି ଅଟକାଇ ଠେଙ୍ଗାରେ କିଛି ଯୁବକ ଆକ୍ରମଣ କରିଛନ୍ତି। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ
Read More...