ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

Today’s Highlight

ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ

ପାଟନା: ଲଗାତାର ବଢ଼ୁଛି ନଦୀର ଜଳସ୍ତର। ଗଙ୍ଗା, ସୋନ, ପୁନପୁନ ଓ ଦର୍ଧା ନଦୀର ପାଣି ବଢ଼ିବା ପରେ ପାଟନା ଜିଲ୍ଲାରେ ବନ୍ୟା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଛି। ବନ୍ୟାର ପ୍ରଭାବ ଏବେ ଦିଆରା କିମ୍ବା ଗ୍ରାମାଞ୍ଚଳରେ ସୀମିତ ନାହିଁ। ସହରର ବିଭିନ୍ନ ଅଞ୍ଚଳକୁ ମଧ୍ୟ ପାଣି ପଶିବାରୁ ଲୋକଙ୍କ
Read More...

ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର

ନ୍ୟୁଜ ବ୍ୟୁରୋ: ଅଗ୍ନି ନିରାପତ୍ତା ନିୟମ ପାଳନ ନକରୁଥିବା ପ୍ରତିଷ୍ଠାନ ବିରୋଧରେ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ କଡ଼ା ପଦକ୍ଷେପ ନେବାକୁ ଯାଉଛି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ମାସେ ବ୍ୟାପୀ ସ୍ୱତନ୍ତ୍ର ଯାଞ୍ଚ ଅଭିଯାନ ଚାଲିବ। ‘ସୁରକ୍ଷିତ ଓଡ଼ିଶା, ବିକଶିତ
Read More...

ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ନ୍ୟୁଜ ବ୍ୟୁରୋ: ଦେଶରେ ଡ୍ରାଇଭିଂ ଲାଇସେନ୍ସ (ଡିଏଲ) ଓ ଗାଡ଼ିର ରେଜିଷ୍ଟ୍ରେଶନ ସାର୍ଟିଫିକେଟ (ଆରସି)କୁ ନେଇ ଆସିପାରେ ନୂଆ ବ୍ୟବସ୍ଥା। ଟ୍ରାଫିକ ନିୟମ ଉଲ୍ଲଂଘନ ଉପରେ ନଜର ରଖିବା ପାଇଁ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଚାର କରୁଛନ୍ତି। ସୋସାଇଟି ଅଫ୍
Read More...

ସୋଆ ଆଇଡିଆଥନ୍‌-୨୦୨୬: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

ଭୁବନେଶ୍ୱର, ସେପ୍ଟେମ୍ବର ୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ୍‌ ଟୁ ବି ୟୁନିଭର୍ସିଟି ପକ୍ଷରୁ ଆୟୋଜିତ ‘ସୋଆ ଆଇଡିଆଥନ୍‌-୨୦୨୬’ରେ ଅଂଶଗ୍ରହଣ କରିଥିବା ଦଳଗୁଡ଼ିକ ମଧ୍ୟରୁ ଶ୍ରେଷ୍ଠ ୫୦ଟି ଛାତ୍ର ଦଳଙ୍କୁ ଅଫ୍‌ଲାଇନ୍‌ ପର୍ଯ୍ୟାୟ ପାଇଁ ମନୋନୀତ କରାଯାଇଛି। ଏହି ଦଳଗୁଡ଼ିକ ଜାତୀୟସ୍ତରୀୟ
Read More...

ଚେନ୍ନାଇରେ ହେବ ଅଲିମ୍ପିକ୍‌ ସିଟି ଓ ମୋଟୋରସ୍ପୋର୍ଟସ୍‌ ସିଟି

ତାମିଲନାଡୁ: ତାମିଲନାଡୁକୁ ଦେଶର ଏକ ପ୍ରମୁଖ କ୍ରୀଡ଼ା କେନ୍ଦ୍ରରେ ପରିଣତ କରିବା ଲକ୍ଷ୍ୟରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଯୋଶେଫ ବିଜୟ। ଗୁରୁବାର ବିଧାନସଭାରେ ସେ ଚେନ୍ନାଇରେ ବିଶ୍ୱସ୍ତରୀୟ ‘ତାମିଲନାଡୁ ଅଲିମ୍ପିକ୍‌ ସିଟି’ ଏବଂ ଉତ୍ସର୍ଗୀକୃତ ‘ମୋଟୋରସ୍ପୋର୍ଟସ୍‌ ସିଟି’
Read More...

ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ

ପଞ୍ଜାବ: ପଞ୍ଜାବର ଡ୍ରାଫ୍ଟ ଭୋଟର ତାଲିକାରୁ ରାଜ୍ୟସଭା ସାଂସଦ ରାଘବ ଚଢ଼ାଙ୍କ ନାଁ ବାଦ ପଡ଼ିବା ଘଟଣାକୁ ନେଇ ରାଜନୈତିକ ବିବାଦ ତୀବ୍ର ହୋଇଛି। ନିର୍ବାଚନ କମିଶନଙ୍କ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାରେ ଚଢ଼ାଙ୍କ ନାଁକୁ ‘ପର୍ମାନେଣ୍ଟଲି ସିଫ୍ଟେଡ୍’ ବା ‘ସ୍ଥାୟୀ ଭାବେ
Read More...

ଓଡ଼ିଶାର ୧୪ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦୋନ୍ନତି

ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୧୪ ଜଣ ଅଧିକାରୀଙ୍କ ପଦୋନ୍ନତି ହୋଇଛି। ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବାରେ ସାମିଲ କରାଯାଇ ଓଡ଼ିଶା କ୍ୟାଡରରେ ନିଯୁକ୍ତି ଦିଆଯିବ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହି
Read More...

ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ

ଭୁବନେଶ୍ବର: ଚଳିତବର୍ଷ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ-୨୦୨୬ ପାଳନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୁରୁ ଦିବସ ଅବସରରେ ବିଦ୍ୟାଳୟ ଆଖପାଖ ଅଞ୍ଚଳରେ ବସବାସ କରୁଥିବା
Read More...

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ମିଳିଲା ISO 9001:2015 ମାନ୍ୟତା

ଭୁବନେଶ୍ବର: ଗୁଣାତ୍ମକ ବିମାନବନ୍ଦର ପରିଚାଳନା କ୍ଷେତ୍ରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)କୁ ମିଳିଛି ଆଉ ଏକ ବଡ଼ ସ୍ୱୀକୃତି ବିମାନବନ୍ଦରରେ ଏୟାରପୋର୍ଟସ୍ ଅଥରିଟି ଅଫ୍ ଇଣ୍ଡିଆ (AAI) ପକ୍ଷରୁ ଲାଗୁ କରାଯାଉଥିବା ଗୁଣାତ୍ମକ ପରିଚାଳନା ବ୍ୟବସ୍ଥାକୁ ISO 9001:2015
Read More...

ରାମ ମନ୍ଦିରର ନୂଆ ସିଇଓ ହେଲେ ଜିତେନ୍ଦ୍ର ମିଶ୍ର

ନୂଆଦିଲ୍ଲୀ: ରାମ ମନ୍ଦିରର ପ୍ରଶାସନିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ପ୍ରଥମ ଥର ପାଇଁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ନିଯୁକ୍ତି କରାଯାଇଛି। ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ଏହି
Read More...