Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍ ସହ ପଞ୍ଜାବ ପୁଲିସ୍ ଇନ୍ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
Browsing Category
Today’s Highlight
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ନୂଆଦିଲ୍ଲୀ: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ନିବିଡ଼ ସଂଶୋଧନ (SIR)କୁ ନେଇ ଆମ୍ ଆଦମୀ ପାର୍ଟି (ଆପ)ର ପ୍ରଶ୍ନର ଜବାବ ଦେଇଛନ୍ତି ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ। କ୍ୟାବିନେଟ୍ ମନ୍ତ୍ରୀଙ୍କ ଭୋଟର ପଞ୍ଜୀକରଣ ସାଧାରଣ ବାସସ୍ଥାନଠାରୁ ଭିନ୍ନ ସ୍ଥାନରେ ଥିବା!-->…
Read More...
Read More...
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
କାନାଡା: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣାରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକମାନେ ତାମିଲନାଡୁର ମନୋଜ ଶିବକୁମାର ଏବଂ ପୁଡୁଚେରୀର ଶ୍ରୀସରଣ ଥିରୁଗ୍ନାନାସମ୍ବନ୍ଧମ୍ ବୋଲି ଜଣାପଡ଼ିଛି। ବାନ୍କୁଭରସ୍ଥିତ ଭାରତୀୟ ମହାବାଣିଜ୍ୟ ଦୂତାବାସ ଏହି ଘଟଣାରେ ଗଭୀର!-->…
Read More...
Read More...
ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ବମ୍ବେ: ଆଇଆଇଟି ବମ୍ବେର ଦ୍ୱିତୀୟ ବର୍ଷର ଛାତ୍ର ସାହିଲ ୱାକୋଡେଙ୍କ ମୃତ୍ୟୁକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲାଙ୍କୁ ଡିନ୍ ପଦରୁ ତତ୍କାଳ ପ୍ରଭାବରେ ନିଲମ୍ବିତ କରାଯାଇଛି। ଆଇଆଇଟି ବମ୍ବେ ନିର୍ଦ୍ଦେଶକ ପ୍ରଫେସର ଶିରୀଷ କେଦାରେ ସୋମବାର ଏନେଇ!-->…
Read More...
Read More...
ଚୀନ୍ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
ଚୀନ୍: ଚୀନ୍ର ଗୁଆଙ୍ଗଡୋଙ୍ଗ ପ୍ରଦେଶର ଫୋସାନ୍ ସହରରେ ଏକ କପଡ଼ା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ରବିବାର ଅପରାହ୍ନ ପ୍ରାୟ ୩ଟାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଘଟଣାରେ ଆଉ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ଅଗ୍ନିକାଣ୍ଡର ଖବର ପାଇବା ପରେ ପୁଲିସ, ସ୍ଥାନୀୟ!-->…
Read More...
Read More...
ଗଭୀର ଅବପାତ ପ୍ରଭାବରେ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସଦୃଶ ଲଘୁଚାପ ସକ୍ରିୟ, ୧୨ ଘଣ୍ଟା ରେ ନେବ ଅବପାତ ରୂପ, ପଶ୍ଚିମ - ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବ। ୨୩ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା -!-->…
Read More...
Read More...
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ
କେରଳ: ଦକ୍ଷିଣ ଭାରତର ରାଜ୍ୟ କେରଳରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଘଟିଛି। ଗତ ୨୪ ଘଣ୍ଟାରେ ବର୍ଷାଜନିତ ଘଟଣାରେ ୯ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଲୋକ ନିଖୋଜ ଥିବା ସୂଚନା ମିଳିଛି।!-->…
Read More...
Read More...
ଆଜି ସର୍ବଦଳୀୟ ବୈଠକ, କାଲିଠୁ ବିଧାନସଭା ଅଧିବେଶନ
ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଶେଷ ହୋଇଛି। ସାଢ଼େ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଗୃହକାର୍ଯ୍ୟକୁ ସୁରୁଖୁରୁରେ ପରିଚାଳନା ନେଇ ବିଭିନ୍ନ ଦଳର ନେତାଙ୍କ ସହ ଆଲୋଚନା!-->…
Read More...
Read More...
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ନୂଆଦିଲ୍ଲୀ: ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକ ପୁଣିଥରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଥିବାରୁ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି। ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ (ୟୁଏଫ୍ବିୟୁ) ପକ୍ଷରୁ ସେପ୍ଟେମ୍ବର ୨୮, ୨୯ ଓ ୩୦ରେ ଦେଶବ୍ୟାପୀ!-->…
Read More...
Read More...
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ଡ୍ୟୁଟି ସମୟରେ ପୋଲିସ କର୍ମଚାରୀଙ୍କ ମୋବାଇଲ୍ ଫୋନ୍ ଓ ସୋସିଆଲ ମିଡିଆ ବ୍ୟବହାରକୁ ନେଇ କଡ଼ା କଟକଣା ଜାରି କରିଛି ଭୁବନେଶ୍ୱର-କଟକ କମିସନରେଟ୍ ପୋଲିସ। କର୍ତ୍ତବ୍ୟରେ ଅବହେଳା ରୋକିବା ସହ ସୁରକ୍ଷା ଓ ଗୋପନୀୟତା ବଜାୟ ରଖିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ନୂଆ ମାର୍ଗଦର୍ଶିକା!-->…
Read More...
Read More...
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ନ୍ୟୁଜ୍ ବ୍ୟୁରୋ: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ୨୦ତମ ଏସୀୟ କ୍ରୀଡ଼ାରେ ସୁଟିଂରୁ ଭାରତର ପଦକ ଅଭିଯାନ ଆରମ୍ଭ ହୋଇଛି। ମହିଳା ୧୦ ମିଟର ଏୟାର ରାଇଫଲ୍ ଟିମ୍ ଇଭେଣ୍ଟରେ ଏଲାଭେନିଲ୍ ଭାଲାରିଭାନ୍, ସୋନମ ମାସ୍କର ଓ ବିଦର୍ଶା କେ. ବିନୋଦଙ୍କ ଦଳ ରୌପ୍ୟ ପଦକ ଜିତିଛି। ଭାରତୀୟ ଦଳ ମୋଟ!-->…
Read More...
Read More...