Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ
ଜୁନାଗଡ଼: ବହୁ ଚର୍ଚ୍ଚିତ ଜୁନାଗଡ଼ ଗଣଦୁଷ୍କର୍ମ ମାମଲାରେ ଆଜି ଧର୍ମଗଡ଼ ଏଡିଜେ ୬ଜଣ ଅଭିଯୁକ୍ତ ଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ ଗଣବଳାତ୍କାର ଘଟଣାର ରାୟ ବୁଧବାର!-->…
Read More...
Read More...
ବିପୁଳ ପରିମାଣର କଫ୍ ସିରପ୍ ଜବତ
ସମ୍ବଲପୁର: ସମ୍ବଲପୁରରେ ପୁଣି ଥରେ ବିପୁଳ ପରିମାଣର ନିଷିଦ୍ଧ କଫ୍ସିରପ ଜବତ ହୋଇଛି। ହିରାକୁଦ ଥାନା ପୋଲିସ ଦ୍ୱାରା ବୁଧବାର ୨୪୦୦ ନିଷିଦ୍ଧ କଫ୍ ସିରପ୍ ଜବତ ହୋଇଛି। ଏହାସହ ସମ୍ପୃକ୍ତ ୧୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ବୁଧବାର ଅପରାହ୍ନରେ ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ!-->…
Read More...
Read More...
୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର
ଭୁବନେଶ୍ବର: ୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେପରି ଏହାର ଖିଲାପ ନ ହେବ ସେଥିପାଇଁ ସ୍କ୍ବାଡ୍ ଗଠନ ହୋଇଥିବା ନେଇ ସୂଚନା ଦେଲେ ମନ୍ତ୍ରୀ।
ସେହିପରି ନିରାମୟ ଖୋଲା ନ ଥିଲେ କଡା!-->!-->!-->…
Read More...
Read More...
ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ,!-->…
Read More...
Read More...
ସୋଆ ଉପସଭାପତି ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ ପ୍ରଦାନ
ଭୁବନେଶ୍ୱର, ନଭେମ୍ବର ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନୀତ କରାଯାଇଛି। ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ଶ୍ରୀମତି ଦାସ ଙ୍କୁ ‘ଏକ୍ସଲେନ୍ସ ଇନ୍ ଇନ୍ସ୍ପିରେସ୍ନାଲ୍!-->…
Read More...
Read More...
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍
ଭୁବନେଶ୍ବର:କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ। ବେଡ ସଂଖ୍ୟା ବୃଦ୍ଧି ପାଇ ୪୦ରେ ପହଞ୍ଚିବ। ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି!-->…
Read More...
Read More...
ଚୋରା ଚାଲାଣ ବଳେ ଓଲଟିଲା ଭ୍ୟାନ, ନିଆଁ ଲାଗି ଗୋରୁ ଜୀବନ୍ତ ଦଗ୍ଧ
ମୟୂରଭଞ୍ଜ: ବେଆଇନ ଗୋରୁ ଚାଲାଣ ବେଳେ ରାସ୍ତା କଡ଼କୁ ଓଲଟିଲା ପିକଅପ। ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ । ଚାହୁଁ ଚାହୁଁ ଜଳିଗଲା ପୁରା ଭ୍ୟାନ। ମୟୂରଭଞ୍ଜ କପ୍ତିପଦା ଥାନା ପୋଡ଼ାଡ଼ିହା ଛକରେ ଘଟିଛି ଏହି ଘଟଣା। ଠାକୁରମୁଣ୍ଡା ଅଞ୍ଚଳରୁ ରାତିରେ ଗୋରୁ ଚୋରା ଚାଲାଣ!-->…
Read More...
Read More...
ଦେଶର ନାଗରିକଙ୍କୁ ପ୍ରଦୂଷଣମୁକ୍ତ ପରିବେଶରେ ରଖିବା ସରକାରଙ୍କ ଦାୟିତ୍ୱ, ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଦିଲ୍ଲୀ ସମେତ ସମଗ୍ର ଏନସିଆର ଏରିଆରେ ଏବେ ବାୟୁ ପ୍ରଦୂଷଣ ସାଙ୍ଘାତିକ ସ୍ଥିତିରେ ରହିଛି। ବିଷାକ୍ତ ବାୟୁ ବଳୟରେ ପୂରା ରାଜଧାନୀ ଦିଲ୍ଲୀ। ଏହାକୁ ଦେଖି ସୁପ୍ରିମକୋର୍ଟ ସୋମବାର ଦିଲ୍ଲୀ-ଏନସିଆର ରାଜ୍ୟମାନଙ୍କୁ ଗ୍ରେଡେଡ୍ ରେସପନ୍ସ ଆକ୍ସନ ପ୍ଲାନ୍ ଅଧୀନରେ ଷ୍ଟେଜ୍ ୪ ପ୍ରଦୂଷଣକୁ!-->…
Read More...
Read More...
ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର
ବ୍ରହ୍ମପୁର: ଗିରଫ ହେଲେ ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଭୁବନେଶ୍ବରରେ ୩ ମହଲା କୋଠା, ୫ଟି ବହୁମୂଲ୍ୟ ପ୍ଲଟ ମିଳିଛି। ଏଥିସହ ୮୭୦ ଗ୍ରାମ ସୁନା, ୧୩.୪୭ ଲକ୍ଷ ଟଙ୍କା, ୧.୮୪ କୋଟି!-->…
Read More...
Read More...
ଅର୍ଥ ପାଇଁ ନବଜାତ ଶିଶୁ କନ୍ୟାକୁ ବିକ୍ରି କଲା ମା’
ରାୟଗଡ଼ା: ଅର୍ଥ ପାଇଁ ନିଜର ନବଜାତ ଶିଶୁ କନ୍ୟାକୁ ବିକ୍ର କଲା ଜନ୍ମକଲା ମାଆ। ୨୦ ହଜାର ଟଙ୍କା ମୂଲ୍ୟରେ ଶିଶୁ କନ୍ୟାଟିକୁ ବିକ୍ରି କରିଥିବା ସୂଚନା ରହିଛି। ଏଭଳି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲ୍ଲା ଜେକେପୁର ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡା ସାହିରେ। ତେବେ ଅର୍ଥାଭାବ ଯୋଗୁ ମାଆ!-->…
Read More...
Read More...