ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

Today’s Highlight

୨୬ରେ ବିଧାନସଭା ଶୀତକାଳୀନ ଅଧିବେଶନ

୨୫ରେ ହେବେ ସର୍ବଦଳୀୟ ବୈଠକଭୁବନେଶ୍ବର: ଆସନ୍ତା ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତକାଳୀନ ଅଧିବେଶନ। ଏଥିପାଇଁ ଦିନକ ପୂର୍ବରୁ ଅର୍ଥାତ୍ ଆସନ୍ତା ୨୫ ତାରିଖରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ
Read More...

କାମାକ୍ଷାନଗର ଉପ-ଜିଲ୍ଲାପାଳ ଗିରଫ

କାମାକ୍ଷାନଗର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଗତକାଲି ଏକାଧିକ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ବାବୁଙ୍କ କୋଠାର ତାଲିକା ଦେଖି ତାଜୁବ ହୋଇଯାଇଥିଲା ଭିଜିଲାନ୍ସ। ଭୁବନେଶ୍ବର ଠାରୁ
Read More...

ବାୟୁ ପ୍ରଦୂଷଣ ପାଇଁ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ

ନୂଆଦିଲ୍ଲୀ; ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର (୧୯ ନଭେମ୍ବର ୨୦୨୪) ଅଧିକାଂଶ
Read More...

ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଡିସେମ୍ବରରେ ପୁଣି ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର
Read More...

କାନାଡ଼ାରେ ପଢ଼ା ହେବ ଓଡ଼ିଆ

ନୂଆଦିଲ୍ଲୀ: ଏବେ କାନାଡ଼ାରେ ପଢ଼ା ହେବ ଓଡ଼ିଆ। କାନାଡ଼ାରେ ଓଡ଼ିଆ ଭାଷାରେ ପାଠପଢ଼ିବେ ପ୍ରବାସୀଙ୍କ ପିଲା। ଟରୋଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ ପକ୍ଷରୁ ଓଡ଼ିଆ ଶିକ୍ଷା ପ୍ରଚଳନ ପାଇଁ ଅନୁମତି ମିଳିବା ପରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପୂର୍ବରୁ ହିନ୍ଦୀ ଭଳି
Read More...

ଆମ୍ବ ଟାକୁଆ ଜାଉ ଖାଇ ଆଉ ଜଣେ ମହିଳା ମୃତ

କଟକ: ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ କନ୍ଧମାଳ ଜିଲା ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ
Read More...

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

କଟକ: ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ଅର୍ଥାତ୍ ଆଜି ଫର୍ମ ପୂରଣର ଶେଷ ତାରିଖ ଥିବାବେଳେ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି
Read More...

ବାଲିଯାତ୍ରାରେ କଲେଜଛାତ୍ର ମୃତ୍ୟୁ ଘଟଣାରେ ପରିବାର ଲୋକଙ୍କୁ ମିଳିବ କ୍ଷତିପୂରଣ

କଟକ: ଐତିହାସିକ କଟକ ବାଲିଯାତ୍ରାରେ ଗତକାଲି ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)। ରିଙ୍ଗ ରୋଡର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ
Read More...

ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ ଗିରଫ

ମୁମ୍ବାଇ: ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲଙ୍କୁ ଆମେରିକାର କାଲିଫର୍ନିଆରେ ଗିରଫ କରାଯାଇଛି। ଗତ ମାସରେ ଭାରତ ସରକାର ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ। ମୁମ୍ବାଇ ପୋଲିସର କ୍ରାଇମ ଶାଖା ଅନମୋଲଙ୍କ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ କରିବାର କିଛି ସପ୍ତାହ ପରେ ଏହି
Read More...

ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍

ମୁମ୍ବାଇ: ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍। ୱାଲଟିୟର ଡିଭିଜନ୍ ଡିଆରଏମଙ୍କୁ ଗିରଫ କରିଛି ସିବିଆଇ। ୨୫ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଧରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା। ମୁମ୍ବାଇ ସ୍ଥିତ ଏକ ଘରୋଇ ଫାର୍ମ ମାଲିକଙ୍କଠାରୁ ଲାଞ୍ଚ ନେଉଥିଲେ। ଏହି ଘଟଣାରେ
Read More...