Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
Today’s Highlight
ଡେପୁଟି ଜେନେରାଲ ମ୍ୟାନେଜର୍ଙ୍କ ଘରୁ ମିଳିଲା ଏକ କେଜିରୁ ଅଧିକ ସୁନା
ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୁବାଷଙ୍କ!-->…
Read More...
Read More...
ଭୟଙ୍କର ପ୍ରଦୂଷଣ ପାଇଁ ଦିଲ୍ଲୀରେ ଜାରିହେଲା ଜିଆର୍ଏପି-୪ କଟକଣା
ନୂଆଦିଲ୍ଲୀ: ସୋମବାର ଦିଲ୍ଲୀରେ ବାୟୁ ପ୍ରଦୂଷଣ ଜୀବନ ପ୍ରତି ବିପଦ ସ୍ତରରେ ପହଞ୍ଚିବା ପରେ ଜିଆର୍ଏପି-୪ ଲାଗୁ କରାଯାଇଛି। ଆଜିଠାରୁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ବିଦ୍ୟାଳୟଗୁଡ଼ିକ ଅଫ୍ଲାଇନ ମୋଡ୍ରେ ଖୋଲିବ। ଅନ୍ୟ ସମସ୍ତ ଶ୍ରେଣୀ ପାଇ ଅନଲାଇନରେ ପାଠପଢ଼ା ହେବ।
ସୋସିଆଲ!-->!-->!-->…
Read More...
Read More...
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେଇ ବନ୍ଧା ହେଲେ ଡାକ୍ତର
କଳାହାଣ୍ଡି: ଲାଞ୍ଚ ନେବା ବେଳେ ଧରାପଡିଲେ ଡାକ୍ତର। ଭବାନୀପାଟଣା ଏସଆରଏମ ଭେଷଜ ମହାବିଦ୍ୟାଳୟ ଅନ୍ତର୍ଗତ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ର ସ୍ତ୍ରୀରୋଗ ବିଶେଷଜ୍ଞ ଡାକ୍ତର ଅଶୋକ ଦାସ ଜଣେ ଗର୍ଭବତୀ ମହିଳାଙ୍କ ସମ୍ପର୍କୀୟ ଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ହାତରେ!-->…
Read More...
Read More...
କ୍ଷମା ମାଗିଲେ ମନୋଜ
ଭୁବନେଶ୍ବର: ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ‘ରାଣ୍ଡୀପୁଅ ଅନନ୍ତା’କୁ ନେଇ ବ୍ରିଭାନ୍ତିକର ମନ୍ତବ୍ୟ ଦେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ରବିବାର ରାତିରେ ଏନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ସେ କ୍ଷମା!-->…
Read More...
Read More...
ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ପରଲୋକ
କଟକ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ପରଲୋକ ଘଟିଛି। ସୋମବାର ଦିନ ୨ଟା ୧୦ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ!-->…
Read More...
Read More...
ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି
ପୁରୀ: ଆସନ୍ତା ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାର ଗଣତି ମଣତି ଶେଷ ହେବ। ରତ୍ନଭଣ୍ଡାର ମରାମତି ସହ ଅଳଙ୍କାର ଗଣତି ମଣତି କାମ ସଂପୂର୍ଣ୍ଣ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଏନେଇ ମନ୍ତ୍ରୀ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ!-->!-->!-->…
Read More...
Read More...
ବିଜେପିରେ ସାମିଲ ହେଲେ କୈଳାଶ ଗେହଲଟ
ନୂଆଦିଲ୍ଲୀ: ବିଜେପିରେ ସାମିଲ ହେଲେ ଆପର ପୂର୍ବତନ ନେତା କୈଳାଶ ଗେହଲଟ। ସେ ଗତକାଲି ଆପରୁ ଇସ୍ତଫା ଦେବା ପରେ ଆଜି ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ମନୋହର ଲାଲ ତାଙ୍କୁ ସୋମବାର ଜାତୀୟ କାର୍ଯ୍ୟାଳୟରେ ଭାଜପାରେ ସାମିଲ କରାଇଛନ୍ତି।ଏହି ସମୟରେ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ!-->…
Read More...
Read More...
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ
କାମାକ୍ଷାନଗର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳ ନାମରେ!-->!-->!-->…
Read More...
Read More...
ଦେଶର ତିନି ସର୍ବଶ୍ରେଷ୍ଠ ପୋଲିସ ଷ୍ଟେସନ ତାଲିକାରେ ଓଡ଼ିଶା
ଭୁବନେଶ୍ବର; ଗଞ୍ଜାମ ଜିଲାର ପାଟପୁର ଥାନାକୁ ୨୦୨୪ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଦେଶର ତିନୋଟି ସର୍ବୋତ୍ତମ ପୋଲିସ ଷ୍ଟେସନ ମଧ୍ୟରୁ ଗୋଟିଏ ଭାବରେ ମନୋନୀତ କରାଯାଇଛି।
ନଭେମ୍ବର ୨୯ ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ମହାନିର୍ଦ୍ଦେଶକ ପୋଲିସର!-->!-->!-->…
Read More...
Read More...
ଓଡିଶା ଫେରିବେ ଆଇଏଏସ୍ ମନୋଜ କୁମାର ସାହୁ
ନୂଆଦିଲ୍ଲୀ: ୨୦୦୬ ବ୍ୟାଚର ଆଇଏଏସ୍ ମନୋଜ କୁମାର ସାହୁ ଓଡିଶା ଫେରିବେ। ବର୍ତ୍ତମାନ ମନୋଜ ଡେପୁଟି ନିର୍ବାଚନ କମିଶନର ଭାବେ କାର୍ଯ୍ୟରତ ଅଛନ୍ତି। ମନୋଜଙ୍କୁ ଓଡିଶା କ୍ୟାଡରକୁ ଆଣିବା ପାଇଁ ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟ ନିଯୁକ୍ତି କମିଟି ଅନୁମୋଦନ କରିଛି। କେନ୍ଦ୍ର!-->…
Read More...
Read More...