Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଓଲଟିଲା ଯାତ୍ରୀବାହୀ ବସ୍
ବେଗୁନିଆ: ବାଘମାରି ନିକଟରେ ଓଲଟିଲା ଯାତ୍ରୀବାହୀ ବସ। ଛୋଟ ପିଲା ସମେତ ୭ରୁ ୮ ଜଣ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା ମେଡ଼ିକାଲରେ ଭର୍ତି ହୋଇଥିବା ସ୍ଥାନୀୟ ଲୋକ କହିଛନ୍ତି।
ସୂଚନା ଅନୁଯାୟୀ ଗଞ୍ଜାମ ସୋରଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଚକାଡୋଳା ନାମକ ଯାତ୍ରୀବାହୀ ବସଟି ଖୋର୍ଦ୍ଧା-!-->!-->!-->…
Read More...
Read More...
ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର
ନୂଆଦିଲ୍ଲୀ; ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର। ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ୨ୟ ର଼୍ୟାଙ୍କ ପାଇଥିବା ଆଇଏଏସ୍ ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ସେହିପରି ୨୪ ନମ୍ବର ର଼୍ୟାଙ୍କରେ ଥିବା ପ୍ରଜ୍ଞାନନ୍ଦନ ଗିରିଙ୍କୁ ମଧ୍ୟ ଓଡ଼ିଶା କ୍ୟାଡର ମିଳିଛି।!-->…
Read More...
Read More...
କାଳକାଜିରୁ ଆତିଶୀ ଓ ନୂଆ ଦିଲ୍ଲୀରୁ ଲଢ଼ିବେ କେଜ୍ରିଓ୍ୱାଲ୍
ନୂଆଦିଲ୍ଲୀ; ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଆମ ଆଦମୀ ପାର୍ଟି।ଏହି ପର୍ଯ୍ୟାୟରେ ମୋଟ ୩୮ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୁଣି ଥରେ ଦିଲ୍ଲୀରୁ ନିଜ ଭାଗ୍ୟ ପରୀକ୍ଷା କରିବେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍!-->…
Read More...
Read More...
ଜାନୁଆରୀ ୧୪ରୁ ୨୨ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା
କେନ୍ଦ୍ରାପଡା: ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା। ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଭିତରକନିକା!-->…
Read More...
Read More...
ଜୟପୁରରେ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ
କୋରାପୁଟ: କୋରାପୁଟ ଜିଲ୍ଲାର ଜୟପୁର ଫୁଲବାଡ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶମୂଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା, ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ!-->…
Read More...
Read More...
ହୋଟେଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
ଭୁବନେଶ୍ୱର: ଏକ ତରଫା ପ୍ରେମର କରୁଣ ପରିଣତି। ହୋଟେଲ ଛାତରୁ ଡେଇଁ ମହିଳାଙ୍କ ପାଇଁ ଜୀବନ ହାରିଲେ ଯୁବକ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକ ଓୟୋ ହୋଟେଲ ଛାତରୁ ଡେଇଁପଡି ନିଜ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ଯୁବକ ନୟାଗଡ ଜିଲାର ଦୀପକ ନାୟକ ବୋଲି ଜଣାପଡିଛି।
ଖବର ଅନୁଯାୟୀ!-->!-->!-->…
Read More...
Read More...
ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା
ରାୟଗଡ଼ା: ଅଟୋ ଚାଳକଙ୍କୁ ଗଳା କାଟି ନିର୍ମମ ଭାବେ ହତ୍ୟା। ରାସ୍ତା ମଝିରେ ଅଟୋ ଚାଳକଙ୍କ ଗଳା କାଟିଦେଲେ। ଆଜି ଅପରାହ୍ନରେ ଏପରି ବୀଭତ୍ସ ହତ୍ୟାକାଣ୍ଡ ରାୟଗଡ଼ା ଜିଲ୍ଲା ଟିକିରି ଥାନା ଅଞ୍ଚଳରେ ଘଟିଛି। ମୃତ ଅଟୋ ଚାଳକ ବଳରାମ ଖରା ବୋଲି ଜଣାପଡିଛି। ଘର କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ!-->…
Read More...
Read More...
ଟ୍ରେନରେ ଚଢୁଥିବା ବେଳେ ଚକା ତଳେ ପଡି ଦୁଇ ମହିଳା ମୃତ୍ୟୁ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ସୁରଳ ରୋଡ୍ ରେଳ ଷ୍ଟେସନରେ ଘଟିଛି ଏକ ଅଘଟଣ। ରେଳଷ୍ଟେସନ ପ୍ଲାଟଫର୍ମ ଚଡ଼ିବା ବେଳେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଟ୍ରେନରେ ଚଢୁଥିବା ବେଳେ ଚକା ତଳେ ପଡି ଦୁଇଜଣ ମହିଳାଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମହିଳା ଦୁଇଜଣ ଭୁବନେଶ୍ୱରରେ ପାଚିକା ସହାୟିକା ସଂଘର ରାଲିରେ!-->…
Read More...
Read More...
୧୬ରେ ଆସିବ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ବିଲ୍
ନୂଆଦିଲ୍ଲୀ: ୧୬ରେ ଆସିବ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ବିଲ୍। ଏକସଙ୍ଗେ ଦେଶରେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ପାଇଁ ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ବିଲ୍ ସୋମବାର ଲୋକ ସଭାରେ ଆଗତ କରାଯିବାକୁ ତାଲିକାଭୁକ୍ତ ହୋଇଛି। ବିଭିନ୍ନ କାରଣରୁ ଦେଶରେ ଏକସଙ୍ଗେ!-->…
Read More...
Read More...
ଜଳିଗଲା ମୋ ବସ୍
କଟକ: କଟକ ମଧୁପାଟଣା ଛକ ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଏକ ମୋ ବସରେ ନିଆଁ ଲାଗି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନ ଥିବା ବେଳେ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି।
ଏହି!-->!-->!-->…
Read More...
Read More...