Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ମାଲକାନଗିରିରେ ପ୍ରତିଷ୍ଠା ହେବ ସିମେଣ୍ଟ କାରଖାନା
ମାଲକାନଗିରି: ମାଲକାନଗିରିରେ ନିଯୁକ୍ତି ସୁଯୋଗ ସୃଷ୍ଟି କରାଯିବା ନିମନ୍ତେ ୪୦୦୦ କୋଟି ଟଙ୍କା ବିନିଯୋଗରେ ପ୍ରତିଷ୍ଠା କରାଯିବ ସିମେଣ୍ଟ କାରଖାନା। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ। ମାଲକାନଗିରି ଡିଆର୍ଡିଏ!-->…
Read More...
Read More...
ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା
ଭୁବନେଶ୍ବର; ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା କରିଛି। ଆଇଏଏସ ବିଷ୍ଣୁପଦଙ୍କ ଡ୍ରାଇଭରଙ୍କୁ ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ବାହାରିବା ଘଟଣାରେ ଆଜି ସିବିଆଇ ଜେରା କରିଛି। ସିବିଆଇ ଅଫିସରୁ ବାହାରି ଗଣମାଧ୍ୟମ ଆଗରେ ସବୁ ସତ ଓଗାଳିଛନ୍ତି ଡ୍ରାଇଭର ।
ଏନେଇ ଡ୍ରାଇଭର!-->!-->!-->…
Read More...
Read More...
ଚାଷୀଙ୍କ ଋଣ ସୁବିଧା ସୁଧାରିବା ପାଇଁ ବଡ ପଦକ୍ଷପ ନେଲା ଆରବିଆଇ
ନୂଆଦିଲ୍ଲୀ: କୃଷକମାନଙ୍କ ପାଇଁ ବନ୍ଧକମୁକ୍ତ ଋଣ ସୀମାକୁ ୧.୬ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଏହି ନିଷ୍ପତ୍ତି ଜାନୁଆରୀ ୧, ୨୦୨୫ରୁ କାର୍ଯ୍ୟକାରୀ ହେବ। ଇନପୁଟ ମୂଲ୍ୟ ବୃଦ୍ଧି ମଧ୍ୟରେ କ୍ଷୁଦ୍ର ଚାଷୀମାନଙ୍କୁ ସାହାଯ୍ୟ କରିବା ପାଇଁ ଏହି ପଦକ୍ଷେପ!-->…
Read More...
Read More...
ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ଯୁବକ ଗିରଫ
ବାଙ୍କୀ: ପୁଣି ଭାଇରାଲ ଭିଡିଓକୁ ନେଇ ଚର୍ଚ୍ଚା। ବାଙ୍କୀ ଅଞ୍ଚଳର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିବା ଘଟଣାରେ ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତକୁ ଗିରଫ କରିଛି ବାଙ୍କୀ ପୋଲିସ । ଅଭିଯୁକ୍ତଙ୍କ ନାମ ଅମୀୟ ଚକ୍ର। ବାଙ୍କୀ ପୋଲିସ ତାଙ୍କୁ ଯାଜପୁର ଅଞ୍ଚଳରୁ!-->…
Read More...
Read More...
ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜୁନ
ତେଲଙ୍ଗାନା: ଥିଏଟରରେ ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଜେଲରୁ ମୁକ୍ତ କରାଯାଇଛି। ଗତକାଲି ଏହି ଅଭିନେତାଙ୍କୁ ପୋଲିସ ଗିରଫ କରିଥିଲା ଏବଂ ପରେ ତାଙ୍କୁ ୧୪ ଦିନିଆ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା। ପରେ ତେଲଙ୍ଗାନା କୋର୍ଟ ଅଲ୍ଲୁଙ୍କୁ ଜାମିନ ପ୍ରଦାନ କରିଥିଲେ। ଏହା ସତ୍ତ୍ୱେ!-->…
Read More...
Read More...
ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ
ଭୁବନେଶ୍ବର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ପକ୍ଷରୁ ଆଜି ତାଙ୍କୁ ସମନ ଜାରି କରାଯାଇଛି। ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ହେବା ଘଟଣାରେ ବିଷ୍ଣୁପଦଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସିବିଆଇ ପକ୍ଷରୁ ଏହି ସମନ ଜାରି କରାଯାଇଥିବା!-->…
Read More...
Read More...
ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଏହି କାରଣରୁ ତାଙ୍କୁ ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି। ଲାଲକୃଷ୍ଣ ଆଡଭାନୀଙ୍କୁ ୯୭ ବର୍ଷ ବୟସ। ତାଙ୍କୁ ଗତ ୪-୫ ମାସ ମଧ୍ୟରେ ଅନେକ ଥର!-->…
Read More...
Read More...
ଭୂମିହୀନଙ୍କୁ ଜମି ଦେବେ ରାଜ୍ୟସରକାର
ଭୁବନେଶ୍ବର: ଭୂମିହୀନଙ୍କୁ ଜମି ଯୋଗାଇଦେବେ ରାଜ୍ୟସରକାର। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ!-->…
Read More...
Read More...
ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ
ମଧୁପାଟଣା: ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ। କଟକ ମଧୁପାଟଣା ଥାନା ନିକଟ ବ୍ରିଜ ତଳ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଓଭରଟେକ୍ ବେଳେ ଦୂତୀ ଚାନ୍ଦଙ୍କ କାରକୁ ଧକ୍କାଦେଲା ଟ୍ରକ୍। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍ କ୍ଷତିଗ୍ରସ୍ତ ହୋଇଛି । ଥାନାରେ ଅଭିଯୋଗ ପରେ ମଧୁପାଟଣା!-->…
Read More...
Read More...
ଏବେ ଏଟିଏମ୍ରୁ ଉଠାଇପାରିବେ ଇପିଏଫଓ ଟଙ୍କା
ନୂଆଦିଲ୍ଲୀ: ଇପିଏଫଓର ସଦସ୍ୟମାନେ ଆସନ୍ତାବର୍ଷଠାରୁ ସିଧାସଳଖ ଏଟିଏମରୁ ଜମା ହୋଇଥିବା କଷ୍ଟ ଉପାର୍ଜିତ ଟଙ୍କା କାଢିବାକୁ କରିବାକୁ ସକ୍ଷମ ହେବେ। କେନ୍ଦ୍ର ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ସଚିବ ସୁମିତା ଦୋରା ଏହି ଘୋଷଣା କରିଛନ୍ତି। ଏଥିପାଇଁ ଇପିଏଫଓର ଆଇଟି ସିଷ୍ଟମକୁ ନବୀକରଣ କରାଯାଉଛି।!-->…
Read More...
Read More...