Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଅଲ୍ଲୁ ଅର୍ଜୁନ ଗିରଫ
ହାଇଦ୍ରାବାଦ: ସୁପର୍ଷ୍ଟାର୍ ଅଲ୍ଲୁ ଅର୍ଜୁନ ଗିରଫ । ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏହି ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ!-->…
Read More...
Read More...
ରାଷ୍ଟ୍ରପତିଙ୍କ ପାଇଁ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ କଲା ଦୂରଦର୍ଶନ
ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଅନୁରୋଧ ରକ୍ଷା କରି ପ୍ରଥମ ଥର ପାଇଁ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ କଲା ଦୂରଦର୍ଶନ। ଡିଡି ଓଡିଆ ବା ଦୂରଦର୍ଶନ ଟେଲିଭିଜନ ଚ୍ୟାନେଲରେ ପ୍ରଥମ ଥର ପାଇଁ ଗୁରୁବାର ସାନ୍ତାଳୀ ଭାଷାରେ ସମାଚାର ସମ୍ପାଦାନ କରିଛି। ସମାଚାର ପ୍ରସାରିତ ହେବା ପରେ ଏହାକୁ ନେଇ!-->…
Read More...
Read More...
ଆରବିଆଇକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg) ପୋଲିସ ଷ୍ଟେଶନରେ ଅଜ୍ଞାତ!-->…
Read More...
Read More...
ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଗୁକେଶ ଡି
ନ୍ୟୁଜ୍ ବ୍ୟୁରୋ: ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଭାବେ ଇତିହାସ ସୃଷ୍ଟି କଲେ ଭାରତର ଗୁକେଶ ଡି। ଭାରତୀୟ ତାରକା ଗୁକେଶ ଅନ୍ତିମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବିଶ୍ୱନାଥନ ଆନନ୍ଦଙ୍କ ପରେ ଗୁକେଶ ଦ୍ୱିତୀୟ ଭାରତୀୟ!-->…
Read More...
Read More...
ବିଜେଡି ଇତିହାସ ଶେଷ ହୋଇଯାଇଛି: ହିମନ୍ତ ବିଶ୍ବଶର୍ମା
ପୁରୀ: ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା। ସରକାର ଆଜିର ଦିନରେ ଠିକ୍ ୬ ମାସ ପୂରଣ କରିଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେବାର ସୌଭାଗ୍ୟ ମିଳିଛି ବୋଲି ସେ କହିଛନ୍ତି। ଏହା ସହିତ ସେ ବିଜେଡିକୁ କଡା ସମାଲୋଚନା ମଧ୍ୟ!-->…
Read More...
Read More...
ବଢିବ ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୋଲିସର କାର୍ଯ୍ୟ ଦକ୍ଷତାକୁ ଆହୁରି ବଢାଇବା ପାଇଁ ଆଜି ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ବଢିବ ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା। ରାଜ୍ୟ ସରକାରରେ କାମ କରୁଥିବା ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା ୫ ଜହାରକୁ ବୃଦ୍ଧି କରାଯିବ। ପୁର୍ବରୁ ଏହି ସଂଖ୍ୟା!-->…
Read More...
Read More...
ମହିଳାଙ୍କୁ ତଣ୍ଟି କାଟି ହତ୍ୟା
ନୟାଗଡ଼: ନୟାଗଡ଼ ଜିଲା ବାଣିଗୋଚ୍ଛା ଥାନା ଗଙ୍ଗାଡିହ ଗାଁ ରାସ୍ତାକଡ଼ରୁ ଗୁରୁବାର ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। କେହି ମହିଳାଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ!-->…
Read More...
Read More...
ଗର୍ଭବତୀଙ୍କୁ ଗୁଳି କରି ହତ୍ୟା
ସୁନ୍ଦରଗଡ: ସୀମା ଟପିଲା ବର୍ବରତା। ଲୁଟ୍ କରିବାକୁ ଆସି ଗର୍ଭବତୀଙ୍କୁ ମାରିଦେଲେ ଦୁର୍ବୃତ୍ତ। ସୁନ୍ଦରଗଡ ଜିଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଘଟିଯାଇଛି ଅଭାବନୀୟ ଘଟଣା। ସେଠାରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ!-->…
Read More...
Read More...
ଏନ୍କାଉଣ୍ଟରରେ ୧୨ ମାଓବାଦୀ ନିହତ
ଛତିଶଗଡ: ଛତିଶଗଡର ଦାନ୍ତେୱାଡା ଜିଲା ସୀମାରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନ୍କାଉଣ୍ଟରରେ ପୁଲିସକୁ ବଡ଼ ସଫଳତା ମିଳିଛି । ନକ୍ସଲ ପ୍ରଭାବିତ ଅଞ୍ଚଳ ନାରାୟଣପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଏପର୍ଯ୍ୟନ୍ତଏନ୍କାଉଣ୍ଟରରେ ଜଣ ମାଓବାଦୀ ପ୍ରାଣ!-->…
Read More...
Read More...
‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ
ନୂଆଦିଲ୍ଲୀ: ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି। ଏହି ବିଲ୍ ଆସନ୍ତା ସପ୍ତାହରେ ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ବୁଧବାର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଏକ କାର୍ଯ୍ୟକ୍ରମରେ ‘ଗୋଟିଏ!-->…
Read More...
Read More...