Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ପୁରୀ: ଆସନ୍ତା ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ୩ମାସ ଭିତରେ ଶେଷ ହେବ ଏହି ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ।!-->…
Read More...
Read More...
ପାରାଦୀପରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଅଟକ
ପାରାଦୀପ: ଭାରତ-ବାଂଲାଦେଶ ମଧ୍ୟରେ ଚାଲିଛି ତିକ୍ତତା। ବିଭିନ୍ନ କାରଣକୁ ନେଇ ଦୁଇ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ, ସୁଧାର ଆଣିବା ପାଇଁ କରାଯାଉଛି ଉଦ୍ୟମ। ଏଭଳି ପରିସ୍ଥିତିରେ ମଙ୍ଗଳବାର ପାରାଦୀପ ତଟରେ ୭୮ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ସହ ୨ଟି ବାଂଲାଦେଶୀ ମାଛଧରା ଟ୍ରଲର ଜବତ!-->…
Read More...
Read More...
ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ
କେନ୍ଦ୍ରାପଡ଼ା: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ!-->…
Read More...
Read More...
ଉପରାଷ୍ଟ୍ରପତି ଧନଖଡ଼ଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିଲେ ବିରୋଧୀ
ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ-ରାଷ୍ଟ୍ରପତି ଜଗଦ୍ବୀପ ଧନଖଡଙ୍କ ବିରୋଧରେ ଆସିଲା ଅନାସ୍ଥା ପ୍ରସ୍ତାବ। ଗୃହ ପରିଚାଳନାରେ ପକ୍ଷପାତିତା ଅଭିଯୋଗରେ କଂଗ୍ରେସ ନେତୃତ୍ବାଧୀନ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଏହି ଅନାସ୍ଥା ପ୍ରସ୍ତାବ ଆଗତ କରିଛି। ଶାସକ ଏବଂ!-->…
Read More...
Read More...
କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ଏମ୍ କ୍ରିଷ୍ଣାଙ୍କ ପରଲୋକ
କର୍ଣ୍ଣାଟକ: କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍ଏମ୍ କ୍ରିଷ୍ଣାଙ୍କ ପରଲୋକ। ୯୨ ବର୍ଷ ବୟସରେ ଡିସେମ୍ବର ୧୦ ମଙ୍ଗଳବାର ବେଙ୍ଗାଲୁରୁର ସାଦାଶିଭନଗରରେ ଥିବା ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବୟସ ସମ୍ବନ୍ଧୀୟ ଅସୁସ୍ଥତା ହେତୁ ତାଙ୍କୁ ବେଙ୍ଗାଲୁରୁର ମଣିପାଲ!-->…
Read More...
Read More...
ଗିରଫ ହେଲେ ଖଣ୍ଡଗିରି ସବ୍ ରେଜିଷ୍ଟ୍ରାରର କନିଷ୍ଠ କିରାଣି
ଭୁବନେଶ୍ୱର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ କର । ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ!-->…
Read More...
Read More...
ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ପାଇଁ ଚାଲିବ ୧୩ ହଜାର ଟ୍ରେନ
ନୂଆଦିଲ୍ଲୀ; ଶ୍ରଦ୍ଧାଳୁଙ୍କ ପାଇଁ ବଡ ପଦକ୍ଷେପ ନେଇଛି ରେଳବାଇ ବିଭାଗ। ମହାକୁମ୍ଭ ପାଇଁ ଶ୍ରଦ୍ଧାଳୁଙ୍କ ସୁବିଧା ଦୃଷ୍ଟିରୁ ଚାଲିବ ୧୩ ହଜାର ଟ୍ରେନ। ଏଥିରେ ୩ ହଜାର ସ୍ୱତନ୍ତ୍ର ଓ ୧୦ ହଜାର ନିୟମିତ ଟ୍ରେନ ରହିଛି। ଏଥିରେ ଦେଢରୁ ୨ କୋଟି ଯାତ୍ରୀ ଉପକୃତ ହେବେ।କେନ୍ଦ୍ର ରେଳମନ୍ତ୍ରୀ!-->…
Read More...
Read More...
ଓଡ଼ିଶାର ୨ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ୫୦୯ କୋଟି ମଞ୍ଜୁରୀ
ଭୁବନେଶ୍ବର: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ ରାୟଗଡ଼ାର ସିଙ୍ଗାପୁର ରୋଡ୍!-->…
Read More...
Read More...
ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ହେଲେ ରାହୁଲ ନର୍ଭେକର
ମହାରାଷ୍ଟ୍ର: ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ହେଲେ ରାହୁଲ ନର୍ଭେକର। ମହାରାଷ୍ଟ୍ର ବିଧାନସଭାରେ ବାଚସ୍ପତି ଭାବରେ ରାହୁଲ ନର୍ଭେକର ନିର୍ବାଚିତ ହୋଇଛନ୍ତି। କୋଲାବାର ୪୭ ବର୍ଷୀୟ ବିଧାୟକ ଏକନାଥ ସିନ୍ଦେ ସରକାରଙ୍କ ଅଧୀନରେ ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ। ତେବେ ଏହି ନିଷ୍ପତ୍ତି!-->…
Read More...
Read More...
ଭଦ୍ରକରୁ ବହୁ ପରିମାଣର ବ୍ରାଉନସୁଗାର ଓ ୨୫ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ
ଭଦ୍ରକ: ଟାଉନ ଥାନା ଏଲଖାସ୍ଥିତ ଏକ ଭଡ଼ା ଘରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ଆଉ ଚଢଉ ବେଳେ ମୁଢି, ମିକ୍ସଚର, ଚାଉଳ ଡବାରୁ ବାହାରିଥିଲା ପୁଳା ପୁଳା ଟଙ୍କା। ଏତେ ଟଙ୍କା ବାହାରିଥିଲେ ଯେ ହାତରେ ଗଣି ହେଲା ନାହିଁ । ତେଣୁ ଟଙ୍କା ଗଣିବା ପାଇଁ ମେସିନ୍ ଆଣିବାକୁ ପଡ଼ିଥିଲା।ବର୍ତ୍ତମାନ ସୁଦ୍ଧା!-->…
Read More...
Read More...