ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

Today’s Highlight

ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି

ପୁରୀ: ଆସନ୍ତା ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାର ଗଣତି ମଣତି ଶେଷ ହେବ। ରତ୍ନଭଣ୍ଡାର ମରାମତି ସହ ଅଳଙ୍କାର ଗଣତି ମଣତି କାମ ସଂପୂର୍ଣ୍ଣ ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଏନେଇ ମନ୍ତ୍ରୀ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ
Read More...

ବିଜେପିରେ ସାମିଲ ହେଲେ କୈଳାଶ ଗେହଲଟ

ନୂଆଦିଲ୍ଲୀ: ବିଜେପିରେ ସାମିଲ ହେଲେ ଆପର ପୂର୍ବତନ ନେତା କୈଳାଶ ଗେହଲଟ। ସେ ଗତକାଲି ଆପରୁ ଇସ୍ତଫା ଦେବା ପରେ ଆଜି ବିଜେପିରେ ଯୋଗ ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ମନୋହର ଲାଲ ତାଙ୍କୁ ସୋମବାର ଜାତୀୟ କାର୍ଯ୍ୟାଳୟରେ ଭାଜପାରେ ସାମିଲ କରାଇଛନ୍ତି।ଏହି ସମୟରେ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ
Read More...

ଉପ ଜିଲ୍ଲାପାଳଙ୍କ  ଘରେ ପଶିଲା ଭିଜିଲାନ୍ସ

କାମାକ୍ଷାନଗର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳ ନାମରେ
Read More...

ଦେଶର ତିନି ସର୍ବଶ୍ରେଷ୍ଠ ପୋଲିସ ଷ୍ଟେସନ ତାଲିକାରେ ଓଡ଼ିଶା

ଭୁବନେଶ୍ବର; ଗଞ୍ଜାମ ଜିଲାର ପାଟପୁର ଥାନାକୁ ୨୦୨୪ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଦେଶର ତିନୋଟି ସର୍ବୋତ୍ତମ ପୋଲିସ ଷ୍ଟେସନ ମଧ୍ୟରୁ ଗୋଟିଏ ଭାବରେ ମନୋନୀତ କରାଯାଇଛି। ନଭେମ୍ବର ୨୯ ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ମହାନିର୍ଦ୍ଦେଶକ ପୋଲିସର
Read More...

ଓଡିଶା ଫେରିବେ ଆଇଏଏସ୍ ମନୋଜ କୁମାର ସାହୁ

ନୂଆଦିଲ୍ଲୀ‌: ୨୦୦୬ ବ୍ୟାଚର ଆଇଏଏସ୍ ମନୋଜ କୁମାର ସାହୁ ଓଡିଶା ଫେରିବେ। ବର୍ତ୍ତମାନ ମନୋଜ ଡେପୁଟି ନିର୍ବାଚନ କମିଶନର ଭାବେ କାର୍ଯ୍ୟରତ ଅଛନ୍ତି। ମନୋଜଙ୍କୁ ଓଡିଶା କ୍ୟାଡରକୁ ଆଣିବା ପାଇଁ ଗୃହ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟ ନିଯୁକ୍ତି କମିଟି ଅନୁମୋଦନ କରିଛି। କେନ୍ଦ୍ର
Read More...

ବନ୍ଦେ ଭାରତ ଏକ୍ସପ୍ରେସ ଖାଦ୍ୟରେ ପୋକ

ଚେନ୍ନାଇ: ବନ୍ଦେ ଭାରତ ଏକ୍ସପ୍ରେସ ଖାଦ୍ୟରେ ପୋକ। ଆଗରୁ ମଧ୍ୟ ଖାଦ୍ୟ ସେବାକୁ ନେଇ ବନ୍ଦେ ଭାରତ ଏକ୍ସପ୍ରେସ ବିବାଦ ଘେରରେ ରହିଛି । ପୁଣି ଥରେ ଏହି ଟ୍ରେନରେ ପରଷା ଯାଇଥିବା ଖାଦ୍ୟରେ ପୋକ ବାହାରିଥିବା ନେଇ ଖବର ମିଳିଛି । ସୂଚନା ଅନୁଯାୟୀ, ଏନେଇ ଜଣେ ଯାତ୍ରୀ ସୋସିଆଲ ମିଡିଆରେ ଏକ
Read More...

ରାଜଧାନୀରେ କଳ୍କୀ ବାବା

ବେକରେ ଫୁଲ ମାଳ, ପାଦ ତଳେ ତୁଳସୀଭୁବନେଶ୍ବର: ସୋସିଆଲ ମିଡିଆରେ ଜଣେ ନାବାଳକଙ୍କ ବେକରେ ଫୁଲମାଳ ଏବଂ ପାଦତଳେ ତୁଳସୀ ଥିବାର ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିଜକୁ କଳ୍‌କୀ ଅବତାର ଦର୍ଶାଇ ପାଦତଳେ ତୁଳସୀ ରଖୁଥିବାରୁ ବିବାଦ
Read More...

କଟକ ବାଲିଯାତ୍ରାରୁ ବିପୁଳ ପରିମାଣର ବାସି ଖାଦ୍ୟ ନଷ୍ଟ କଲା ସିଏମସି

କଟକ: ଆରମ୍ଭ ହୋଇଯାଇଛି ଐତିହାସିକ ବାଲିଯାତ୍ରା ବାଲିଯାତ୍ରାର ମଜା ନେଉଛନ୍ତି ହଜାର ହଜାର ଲୋକେ। ଏହାର ସୁଯୋଗ ନେଇ ଲୋକଙ୍କୁ ଠକୁଛନ୍ତି ବ୍ୟବସାୟୀ। ବାଲିଯାତ୍ରା ପଡିଆରେ କଟକ ମହାନଗର ନିଗମ ଫୁଡ଼ ସ୍କ୍ବାର୍ଡର ଚଢାଉ। ସମସ୍ତ ଉପର ଏବଂ ତଳ ପଡିଆରେ ଥିବା ଫୁଡ୍ ଷ୍ଟଲରେ ଚଢାଉ କରି ବାସି ଖାଦ୍ୟ
Read More...

ମହାପ୍ରଭୁଙ୍କ ଜମିକୁ ହଡପ ଉଦ୍ୟମ

ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି କରି ବିକ୍ରି କରାଯିବାକୁ ନେଇ ଥାନାରେ ଦିଆଗଲା ଏତଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାଁରେ ଥିବା ଜମିକୁ ଜାଲିଆତି କରି ବିକ୍ରି ହେଉଥିବା ଅଭିଯୋଗ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ବେଆଇନ ଭାବେ ଜବରଦଖଲ କରି ଲୋକଙ୍କୁ ପ୍ଲଟିଂ କରି ବିକ୍ରି
Read More...

ଡମ୍ପିଂୟାର୍ଡରେ ଲକ୍ଷାଧିକ ଟଙ୍କାର ସ୍କୁଲ ୟୁନିଫର୍ମ ଓ ଜୋତା

ବୈପାରିଗୁଡା: କୋରାପୁଟ ଜିଲ୍ଲା ବୈପାରିଗୁଡାରୁ ୨ କିମି ଦୂର ଏକ ଡମ୍ପିଂୟାର୍ଡରେ ସ୍କୁଲ ଓ ଅଙ୍ଗନୱାଡ଼ି ପିଲାଙ୍କ ଲଧାଧିକ ଟଙ୍କାର ପୋଷାକ ପଡ଼ିଥିବା ଦେଖିଥିବା ଦେଖିବାକୁ ମିଳିଛି। ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ
Read More...