Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଆତଙ୍କବାଦୀ ସଙ୍ଗଠନ ଲସ୍କରରୁ ଆର୍ବିଆଇକୁ ମିଳିଲା ଧମକ
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍। ବ୍ୟାଙ୍କର କଷ୍ଟମର କେୟାର ନମ୍ବରକୁ ଜଣେ ଫୋନ୍ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍ ଆସିଥିବା ଜଣାପଡ଼ିଛି। ଏହି ଧମକପୂର୍ଣ୍ଣ!-->…
Read More...
Read More...
ଇସ୍ତଫା ଦେଲେ କୈଳାଶ ଗେହଲଟ୍
ନୂଆଦିଲ୍ଲୀ; ଆମ୍ ଆଦମୀ ପାର୍ଟିକୁ ରବିବାର ଲାଗିଛି ବଡ଼ ଝଟ୍କା। ଦିଲ୍ଲୀର ପରିବହନ ମନ୍ତ୍ରୀ ତଥା ଆପ୍ ନେତା କୈଳାଶ ଗେହଲଟ୍ ଦଳରୁ ଇସ୍ତଫା ଦେଇଛନ୍ତି। ଆପ୍ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।
ଦିଲ୍ଲୀ ସରକାରଙ୍କ ବରିଷ୍ଠ!-->!-->!-->…
Read More...
Read More...
ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ଶିଶୁ ଦିବସରେ ପିଲାଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ଏବେ ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ!-->…
Read More...
Read More...
ଭାଷଣ ଦେବାବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ
ବଲାଙ୍ଗିର: ପିଲାଙ୍କ ଆଗରେ ଶିଶୁ ଦିବସ ଅବସରରେ ଭାଷଣ ଦେଉ ଦେଉ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ। ଭାଷଣ ଦେବାବେଳେ ଅଚାନକ ଟଳିପଡିଲେ। ପରେ ଡାକ୍ତରଖାନା ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ତୁରେଇକେଲା ବ୍ଲକ ପଲ୍ଲୀବିକାଶ!-->!-->!-->…
Read More...
Read More...
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା
ଭୁବନେଶ୍ବର: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲଚିନି ଏବଂ ୨୦୨୨ ପାଇଁ!-->…
Read More...
Read More...
ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
ପୁରୀ: ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଗୋଦାମରେ ୩ ଲକ୍ଷରୁ ଅଧିକ ଟଙ୍କାର ଚିଙ୍ଗୁଡ଼ି ଜଳିପୋଡ଼ି ନଷ୍ଟ ହୋଇଥିବା ସୂଚନା ରହିଛି। ହେଲେ ବିଦ୍ୟୁତ ସଟସର୍କିଟ ଯୋଗୁଁ ଚିଙ୍ଗୁଡ଼ି ଗୋଦାମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
ସୂଚନା ଅନୁଯାୟୀ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା!-->!-->!-->…
Read More...
Read More...
ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଖାରଜ
ସମ୍ବଲପୁର:ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା। ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଖାରଜ କରିଛନ୍ତି ସୁପ୍ରିକକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ହାଇକୋର୍ଟରେ ଖାରଜ ହେବା ପରେ ଏହାକୁ ନେଇ!-->…
Read More...
Read More...
ଡୋମିନିକାର ସର୍ବୋଚ୍ଚ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ ମୋଦୀ। ଡୋମିନିକା ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଦ ଡୋମିନିକା ଆୱାର୍ଡ ଅଫ୍ ଅନର’ ପାଇବେ ମୋଦୀ। ଗୁଆନାରେ ହେବାକୁ ଥିବା ଭାରତ-କାରିକୋମ୍ ସମିଟ୍ରେ ମୋଦୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ। କୋଭିଡ ବେଳେ ଭାରତର!-->…
Read More...
Read More...
ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା
କଟକ: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି!-->…
Read More...
Read More...
ମଧ୍ୟବିତ୍ତଙ୍କ ଉପରୁ କମିଲା ଟିକସ ବୋଝ
ନୂଆଦିଲ୍ଲୀ: ଗତ ୧୦ ବର୍ଷରେ କମିଛି ମଧ୍ୟବିତ୍ତଙ୍କ ଆୟକର। ବିଜେପି ସରକାରର ୧୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ କରୁଥିବା ଟିକସଦାତାଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମଧ୍ୟବିତ୍ତ ପରିବାର ଉପରୁ କମିଲା ଟିକସ ବୋଝ। ସାଧାରଣତଃ ବାର୍ଷିକ ଆୟ ୨୦ ଲକ୍ଷ, ଯେଉଁମାନଙ୍କୁ!-->…
Read More...
Read More...