Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୦୨୭ ଏସିଆନ୍ ଇନଡୋର୍ ଆଥଲେଟିକ୍ସ ଚାମ୍ପିଅନସିପ୍ ଆୟୋଜନ କରିବ ଓଡ଼ିଶା
ମିକ୍ସର ମେସିନ ସହ ଓଲଟିଲା ପିକଅପ; ୨ ମୃତ, ୨ ଗୁରୁତର
କେନ୍ଦୁଝରରେ ୬୫ ହଜାର କୋଟିର ଜେଏସଡବ୍ଲ୍ୟୁ ଷ୍ଟିଲ ପ୍ଲାଣ୍ଟ, ୩୨ ହଜାର ନିଯୁକ୍ତି ସୁଯୋଗ
ବାଣପୁରରେ ଭୟାବହ ଅଗ୍ନିକାଣ୍ଡ, ୭ ପରିବାରର ୧୪ ବଖରା ଘର ପୋଡ଼ି ଛାରଖାର
ଆସାମରେ ସମାନ ନାଗରିକ ସଂହିତା ବିଲ୍ ପାରିତ
NEET-UG 2026 ପେପର୍ ଲିକ୍ ମାମଲା: ସିବିଆଇର ଆଉ ୨ ଗିରଫ
Browsing Category
Today’s Highlight
ଇସ୍ତଫା ଦେଲେ ପଶ୍ଚିମବଙ୍ଗ ରାଜ୍ୟପାଳ
ପଶ୍ଜିମବଙ୍ଗ: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସିଭି ଆନନ୍ଦ ବୋଷ ୧୭ ନଭେମ୍ବର ୨୦୨୨ରେ ବଙ୍ଗଳାର ରାଜ୍ୟପାଳ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ବର୍ତ୍ତମାନ, ସେ ଦିଲ୍ଲୀରେ ଉପସ୍ଥିତ ଅଛନ୍ତି। ଇସ୍ତଫା ଦେବାର!-->…
Read More...
Read More...
ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ନୀତୀଶ କୁମାର
ବିହାର: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ନୀତିନ ନବୀନ ଏବଂ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ।
ଗତବର୍ଷ ବିଧାନସଭା ନିର୍ବାଚନର ଫଳାଫଳ ପରେ,!-->!-->!-->…
Read More...
Read More...
ନାମାଙ୍କନ ଭରିଲେ ଦିଲ୍ଲୀପ ରାୟ
ଭୁବନେଶ୍ବର: ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ। ସେହିପରି ରାଜ୍ୟସଭା ପାଇଁ ଆଜି ବିଜେପି ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଜେପିରୁ ମନମୋହନ ସାମଲ ଏବଂ ସୁଜିତ୍ କୁମାର ନାମାଙ୍କନ ଦାଖଲ କରିଛନ୍ତି।
!-->!-->…
Read More...
Read More...
ଦିଲ୍ଲୀ ଏମ୍ସ ଗଲେ ସୁରେଶ ପୂଜାରୀ
ଭୁବନେଶ୍ବର: ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ। ଅଧିକ ଚିକିତ୍ସା ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି। ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ!-->…
Read More...
Read More...
ଦୁବାଇରୁ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଡମିଂଟନ ଖେଳାଳି ପିଭି ସିନ୍ଧୁ ଦୁବାଇରୁ ସୁରକ୍ଷିତ ସ୍ୱଦେଶ ପ୍ରତ୍ୟାବର୍ତନ କରିଛନ୍ତି। ଇରାନର ଡ୍ରୋନ ଆକ୍ରମଣ ଯୋଗୁ ସିନ୍ଧୁ ୨ ଦିନ ଦୁବାଇ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ସେ ଫସି ରହିଥିଲେ। ୩୦ ବର୍ଷୀୟା ସିନ୍ଧୁ ସୋସିଆଲ ମିଡିଆରେ ସେଠାକାର ସ୍ଥିତି!-->…
Read More...
Read More...
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ
ଭୁବନେଶ୍ବର: ରଙ୍ଗର ପର୍ବ ହୋଲିକୁ ବିଭିନ୍ନ ଢଙ୍ଗରେ ପାଳିବାକୁ ଲୋକମାନେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆଇନ ଶୃଙ୍ଖଳା ଦିଗକୁ ନେଇ ମଧ୍ୟ କମିଶନରେଟ୍ ପୋଲିସ ସଜାଗ ହୋଇଛି। ଏଥର ହୋଲିରେ ସହରରେ ଯେଭଳି ବଡ଼ ଅପରାଧିକ କାଣ୍ଡ ନ ଘଟିବ ସେଥିପ୍ରତି ପୋଲିସ ପକ୍ଷରୁ ସଂପୂର୍ଣ୍ଣ ପ୍ରସ୍ତୁତି!-->…
Read More...
Read More...
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ଭୁବନେଶ୍ବର: ସ୍ୱାଧୀନରେ ଲଢ଼ିବେ ବିଜେପି ନେତା ଦିଲୀପ ରାୟ। ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଦିଲ୍ଲୀପ ରାୟ । ଏ ନେଇ ସୂଚନା ଦେଇଛନ୍ତି ନିଜେ ଦିଲ୍ଲୀପ ରାୟ। ସେ କହିଛନ୍ତି ରାଜ୍ୟସଭା ପାଇଁ ଆସନ୍ତା ୫ ତାରିଖରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ!-->…
Read More...
Read More...
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରିଛି ବିଜେପି। ବିଜେପି କେନ୍ଦ୍ରୀୟ କମିଟି ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ ଦୁଇ ଜଣଙ୍କ ନାଁ ରହିଛି। ସେମାନେ ହେଉଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାର।
ତେବେ ୧୦ଟି!-->!-->!-->…
Read More...
Read More...
ଜିନ୍ଦଲ ଫାଉଣ୍ଡେସନ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଭ୍ରାମ୍ୟମାଣ ଶୌଚାଳୟର ଶୁଭାରମ୍ଭ
• -ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ବିଏମସିକୁ ଟ୍ରକ୍ ଚାଳିତ ଅତ୍ୟାଧୁନିକ ସୁବିଧାସମ୍ପନ୍ନ ଶୌଚାଳୟ ପ୍ରଦାନ• -ଜନସମାବେଶ ଓ ସାମାଜିକ କାର୍ଯ୍ୟକ୍ରମରେ ସୁଲଭ ଓ ସ୍ୱଚ୍ଛ ଶୌଚାଳୟ ବ୍ୟବସ୍ଥା ଉପଲବ୍ଧ ହେବ
ଭୁବନେଶ୍ୱର, ୨/୩: ସାମୁଦାୟିକ କଲ୍ୟାଣ ଓ ସହରାଞ୍ଚଳରେ ସ୍ୱଚ୍ଛତାରେ ସୁଧାର ଆଣିବାର!-->!-->!-->…
Read More...
Read More...
ଭବିଷ୍ୟତରେ ଯନ୍ତ୍ର ଅଧିକ କାର୍ଯ୍ୟକ୍ଷମ ଓ ଚତୁର ଭାବେ ଉଭା ହେବ: ପ୍ରଫେସର (ଡକ୍ଟର) ପେନ୍
ଭୁବନେଶ୍ୱର, ମାର୍ଚ୍ଚ, ୦୨: ଆର୍ଟିଫିସିଆଲ୍ ଇନ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତା ଏବେ ସବୁଠି ଚର୍ଚ୍ଚାରେ ରହିଥିବା ବେଳେ ଏହି ସମ୍ପର୍କିତ ଜଣେ ଆନ୍ତର୍ଜାତିକ ବିଶେଷଜ୍ଞ କହିଛନ୍ତି ଯେ ଭବିଷ୍ୟତରେ ମେସିନ୍ ଅଧିକ କାର୍ଯ୍ୟକ୍ଷମ ଓ ଚତୁର ହେବା ସହ ମଣିଷର ବୁଦ୍ଧିମତାକୁ ପଛରେ!-->…
Read More...
Read More...