Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
Today’s Highlight
ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ଆସାମ ସରକାର
ଆସାମ: ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଆସାମ ସରକାର। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ନିଷ୍ପତ୍ତି ନେଇଛୁ ଯେ ଗୋ’ମାଂସ କୌଣସି ରେଷ୍ଟୁରାଣ୍ଟ କିମ୍ବା ହୋଟେଲରେ!-->…
Read More...
Read More...
ବିଦ୍ୟୁତ କମ୍ପାନୀ ଉପରେ ୬,୫୮୭ କୋଟି ଟଙ୍କା ବାକି
ଭୁବନେଶ୍ବର: ଆଜି ବିଧାନସଭାରେ ରାଜ୍ୟର ୪ଟି ବିଦ୍ୟୁତ୍ ବିତରଣ କମ୍ପାନୀ ଉପରେ ଓଡ଼ିଶା ସରକାରଙ୍କ ୬ ହଜାର ୫୮୭ କୋଟି ଟଙ୍କା ବକେୟା ରହିଥିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
ଶକ୍ତି ବିଭାଗର ମନ୍ତ୍ରୀ ଭାବେ ସିଂ ଦେଓ!-->!-->!-->…
Read More...
Read More...
ଭୂମିକମ୍ପରେ ଥରିଲା ମାଲକାନଗିରି
ମାଲକାନଗିରି: ଭୂମିକମ୍ପରେ ଥରିଲା ମାଲକାନଗିରି। ମାଲକାନଗିରି ଓ କୋରାପୁଟରେ ମୃଦୁ ଭୂମିକମ୍ପ ଅନୁଭୂତ। ଆଜି ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି। କୋରାପୁଟର ଦାମନଯୋଡି, ଛତିଶଗଡ ସୁକୁମା ଓ ବିଜାପୁରରେ ଏବଂ ତେଲେଙ୍ଗାନାରେ ବି ଭୂମିକମ୍ପ ଅନୁଭୂତ ହୋଇଛି। ମାତ୍ର ଦୁଇ ସେକେଣ୍ଡ ପାଇଁ!-->…
Read More...
Read More...
ପରାକ୍ରମ ଦେଖାଇଲା ଭାରତୀୟ ନୌସେନା
ଡେମୋର ଉଦ୍ଘାଟନ କଲେ ରାଷ୍ଟ୍ରପତିପୁରୀ: ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍ ବିଚ୍ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା।!-->…
Read More...
Read More...
ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କୁ ଗୁଳିମାଡ଼
ପଞ୍ଜାବ: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। ତେବେ ଶ୍ରୀ ବାଦଲ ସୁରକ୍ଷିତ ଅଛନ୍ତି। ତାଙ୍କର କିଛି ହୋଇନାହିଁ। କୁହାଯାଉଛି ଯେ ଜଣେ ବ୍ୟକ୍ତି!-->…
Read More...
Read More...
ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ।!-->…
Read More...
Read More...
ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍
ମହାରାଷ୍ଟ୍ର: ସିଏମ ସସପେନ୍ସରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। ବିଜେପି କୋର୍ କମିଟି ବୈଠକରେ!-->…
Read More...
Read More...
ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି
ନୂଆଦିଲ୍ଲୀ: ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ମଙ୍ଗଳବାର ଲୋକ ସଭାରେ ବ୍ୟାଙ୍କିଂ ଆଇନ୍ ସଂଶୋଧନ ବିଲ୍ ପାରିତ ହୋଇଛି। ଏହି ବିଲ୍ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ!-->…
Read More...
Read More...
ବିଧାନସଭାରେ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଦାବି
ଭୁବନେଶ୍ବର: କିଛିମାସର ବ୍ୟବଧାନ ପରେ ପୁଣି ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ତଥା ସ୍ୱାସ୍ଥ୍ୟସେବା ଖର୍ଚ୍ଚକୁ ଦୃଷ୍ଟିରେ ରଖି ଓଡିଶା ବିଧାନସଭାର ସଦସ୍ୟମାନେ ପୂର୍ବତନ ବିଧାୟକଙ୍କ ଦରମା ଏବଂପେନସନ ବୃଦ୍ଧି କରିବାକୁ ଦାବି କରାଯାଇଛି।!-->…
Read More...
Read More...
ନୌସେନା ଦିବସ ପାଇଁ ପୁରୀର ସମସ୍ତ ସ୍କୁଲ୍ ଛୁଟି
ପୁରୀ: ଆସନ୍ତାକାଲି ଅର୍ଥାତ୍ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ। ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ!-->…
Read More...
Read More...