Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସମ୍ପତ୍ତି ପାଇଁ ବଡ ଭାଇକୁ ହତ୍ୟା
ଗଞ୍ଜାମ: ସମ୍ପତ୍ତି ଆଗରେ ବଡଭାଇ ତୁଚ୍ଛ। ଗଞ୍ଜାମ ଜିଲା ଆସିକାରେ ଏଭଳି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା!-->…
Read More...
Read More...
ଗିରଫ ହେଲେ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ
ଖୋର୍ଦ୍ଧା: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ପଡିଲେ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ୟ୍ୟାଳୟରେ କାର୍ୟ୍ୟରତ କନିଷ୍ଠ କିରାଣୀ ପ୍ରଦୀପ୍ତ କୁମାର ସାହୁ । ସେ ଆଜି ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହୋଇଛନ୍ତି। ୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ!-->…
Read More...
Read More...
ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାରେ ନ.ଭାସ୍କର ରାଓଙ୍କ ନାଁରେ ଏନବିଡବ୍ଲ୍ୟୁ ଜାରି
ରାୟଗଡା: ବହୁ ଚର୍ଚ୍ଚିତ ଭାଗିରଥୀ ମାଣ୍ଡାଙ୍ଗି ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ତଥା ବର୍ତ୍ତମାନର ଜିଲ୍ଲା ବିଜେଡ଼ି ସଭାପତି ଏନ.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାମରେ ଆଜି ରାୟଗଡା ଏସଡିଜେଏମ କୋର୍ଟ ଜାମିନ ବିହିନ ଗିରଫ ପରୱାନା (ଏନବିଡବ୍ଲ୍ୟୁ ) ଜାରି କରିଛନ୍ତି ।!-->…
Read More...
Read More...
ଥାନାରେ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର
ଏସଓପି ଆଣିଲେ ରାଜ୍ୟ ସରକାର
କଟକ: ଭରତପୁର ଥାନା ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। ଏହାପରେ ଥାନାରେ ସିସିଟିଭି ଲଗାଇବା ଓ ପ୍ରତିରକ୍ଷା କର୍ମଚାରୀଙ୍କ ସହ କିଭଳି ବ୍ୟବହାର କରିବେ ପୋଲିିସ ଅଫିସର, ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଆଣିଛନ୍ତି।
ଏସଓପି ଅନୁସାରେ,!-->!-->!-->!-->!-->…
Read More...
Read More...
ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା
କଟକ: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲା ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଅଭିନେତା ତଥା ରାଜନେତା ମନୋଜ ମିଶ୍ରଙ୍କ ନାଁରେ କଟକ ସାଇବର ଥାନାରେ ଏତଲା ହୋଇଛି। ମନୋଜ ମିଶ୍ର ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ଅଭିଯୋଗରେ ତାଙ୍କ ନାହରେ ଏତଲା ହୋଇଛି। ଓଡ଼ିଆ!-->…
Read More...
Read More...
ଶ୍ରୀମନ୍ଦିରରେ ପଶିଲେ ଅଣହିନ୍ଦୁ
ପୁରୀ: ଶ୍ରୀମନ୍ଦିରରେ ପଶିଗଲେ ଅଣହିନ୍ଦୁ। ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ମନ୍ଦିରର ଗୁମୁଟ ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା। ମାଣ୍ଡାରିନ୍ ଭାଷାରେ କଥାବାର୍ତ୍ତା କରୁଥିବାରୁ ହୋଇଥିଲା ସନ୍ଦେହ। ସେଠାରେ ତାଙ୍କୁ ଧରି ଥିଲେ ଜଗନ୍ନାଥ ଟେମ୍ପୁଲ ପୁଲିସ୍।
ଉଦ୍ଧାର ବେଳେ ମହିଳା ଜଣକ!-->!-->!-->…
Read More...
Read More...
୨୦୨୫ ମାର୍ଚ୍ଚ ସୁଦ୍ଧା ସମସ୍ତ ଥାନାରେ ଲାଗିବ ସିସିଟିଭି
କଟକ: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲାରେ ଆସିଲା ହାଇକୋର୍ଟଙ୍କ ଶୁଣାଣି। ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି। ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି। ସେନା ଅଧିକାରୀଙ୍କୁ ଥାନାରେ ଦୁର୍ବ୍ୟବହାର ନେଇ ଏସଓପି ଜାରି କରାଯାଇଛି। ଏସଓପିର ଏକ କପି!-->…
Read More...
Read More...
ମହାନଦୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
କଟକ: ମହାନଦୀ ଘାଟରୁ ନାବାଳକଙ୍କ ମୃତଦେହ ଉଦ୍ଧାର। କାଳିଆବୁଦା ନିକଟ ମହାନଦୀ ଘାଟରୁ ମିଳିଛି ନାବାଳକଙ୍କ ମୃତଦେହ। ଛାତ୍ର ଜଣକ ଗତକାଲି ଘରୁ ସାଇକେଲ ଧରି ବାହାରକୁ ଯାଇଥିଲେ। ଘରକୁ ନଫେରିବାରୁ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିଲେ ପରିବାର ଲୋକେ।
ପୁଲିସ ସୂଚନା ଅନୁସାରେ ମୃତ ଛାତ୍ର!-->!-->!-->…
Read More...
Read More...
ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ
ଭୁବନେଶ୍ବର: ଇନଫୋସିଟି ଥାନା ଚୁନୁକୋଳି ବସ୍ତି ନିକଟରେ ଗତକାଲି ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ଘର ମାଲିକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ। ଏହା ଖାଲି ବାଣ ଗୋଦାମ ନଥିଲା ଏଠି ଲେଡିଜ୍ ହଷ୍ଟେଲ୍ ମଧ୍ୟ ଚାଲିଥିଲା।ସୂଚନା ଅନୁସାରେ ସୋମବାର ଏକ ବାଣ!-->…
Read More...
Read More...
ଅଯୋଧ୍ୟା ରାମ ମନ୍ଦିରକୁ ଉଡାଇଦେବାକୁ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକ
ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରକୁ ଉଡାଇଦେବାକୁ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁର ଧମକ। ଏକ ଭିଡିଓ ଜାରି କରି ରାମ ମନ୍ଦିରକୁ ଉଡ଼ାଇ ଦେବାକୁ ସେ ଧମକ ଦେଇଛି। ଭିଡିଓରେ ପନ୍ନୁର କାନାଡାର ହିନ୍ଦୁ ସାଂସଦ ଚନ୍ଦ୍ର ଆର୍ଯ୍ୟଙ୍କୁ ମଧ୍ୟ ଧମକ ଦେଉଥିବା ଜଣାପଡିଛି।
ଶିଖ୍ ଫର!-->!-->!-->…
Read More...
Read More...